March 2024

୨୦ଟି ସ୍କୁଲର ମାନ୍ୟତା ରଦ୍ଦ କଲା ସିବିଏସ୍‌ଇ

ନୂଆଦିଲ୍ଲୀ : ସେଣ୍ଟ୍ରାଲ୍ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ୍ (CBSE) ଦେଶର ବିଭିନ୍ନ ରାଜ୍ୟରେ ଥିବା ୨୦ଟି ସ୍କୁଲ୍ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ସବୁ ସ୍କୁଲଗୁଡିକର ମାନ୍ୟତା ରଦ୍ଦ କରିଛି ସିବିଏସଇ। ଅଚାନକ ଚଢାଉ କରି ଏପରି କାର୍ଯ୍ୟାନୁଷ୍ଠାନ…

ଇସ୍ତଫା ଦେବାକୁ ମନା କଲେ କେଜ୍ରିଓ୍ୱାଲ, କହିଲେ- ଜେଲ୍‌ରେ ରହି ଚଲାଇବି ସରକାର

ନୂଆଦିଲ୍ଲୀ : ଦିଲ୍ଲୀର ତଥା କଥିତ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇସାରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ସୁପ୍ରିମ ଅରବିନ୍ଦ କେଜ୍ରିଓ୍ୱାଲ। ତେବେ ଗିରଫ ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ଏକ ଜନସାର୍ଥ୍ୟ ମାମଲା ରୁଜୁ…

କ୍ୟାପିଟାଲ ହସ୍ପିଟାଲରୁ ଜଣେ ଦଲାଲକୁ ଗିରଫ କଲା ପୁଲିସ

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରୁ ଦଲାଲ ଗିରଫ। ଗଞ୍ଜାମରୁ ଆସି ୟୁନିଟ-୬ ରେ ରହୁଥିବା ଜିତେନ୍ଦ୍ର ଚୌଧୁରୀଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୁଲିସ । ସେ ଜଣେ ଅଟୋ ଚାଳକ ହୋଇଥିବା ବେଳେ କ୍ୟାପିଟାଲ ହସ୍ପିଟାଲରୁ ଘରୋଇ ହସ୍ପିଟାଲକୁ ଚାଲାଣ କରୁଥିବା…

‘ମେଣ୍ଟ ପାଇଁ ନିବେଦନ କରିଥିଲା ବିଜେଡି, ପ୍ରତ୍ୟାଖ୍ୟାନ କଲା ବିଜେପି’

ଭୁବନେଶ୍ବର: ‘ରାଜ୍ୟରେ ବିଜେପି ସହିତ ମେଣ୍ଟ କରିବାକୁ ବିଜେଡି କରିଥିଲା ନିବେଦନ। କିନ୍ତୁ ବିଜେପି ବିଜେଡିର ନିବେଦନକୁ ପ୍ରତ୍ୟାଖ୍ୟାନ କରିଛି।’ ରାଜ୍ୟରେ ବେଶ୍‌ କିଛି ଦିନ ଧରି ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଉପରେ ଆଜି ପୂର୍ଣ୍ଣଚ୍ଛେଦ ପଡ଼ିଥିବା ବେଳେ ଏଭଳି କିଛି…

ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ୨୮ ଓଏଏସ୍ ଅଫିସରଙ୍କ ବଦଳି

ଭୁବନେଶ୍ବର: ରାଜ୍ୟ ସରକାର ଆଜି ୨୮ଜଣ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି। ଏନେଇ ଆଜି ବିଧିବଦ୍ଧ ଭାବେ ବଦଳି ବିଜ୍ଞପ୍ତି ଜାରି ହୋଇଛି ଓ ସମ୍ପୃକ୍ତ ଅଫିସରମାନଙ୍କୁ ଆଜି ଅପରାହ୍ନରେ ରିଲିଭ୍ କରି ନୂଆ ସ୍ଥାନରେ ତୁରନ୍ତ ଯୋଗ ଦେବାକୁ ନିର୍ଦ୍ଦେଶ…

ହାତୀପଲଙ୍କ ଗତିବିଧି ଉପରେ ବନବିଭାଗର ନଜର, ରାତିରେ ଜଗୁଛି ଡ୍ରୋନ

ବଣାଇ : ରାତିରେ ହାତୀ ପଲଙ୍କ ଗତିବିଧି ଉପରେ ନଜର ରଖୁଛି ବନ ବିଭାଗର ଡ୍ରୋନ କ୍ୟାମେରା । ସୁନ୍ଦରଗଡ ଜିଲ୍ଲା କୋଇଡା ବନାଞ୍ଚଳରେ ହାତୀ ଆକ୍ରମଣରେ ସାଧାରଣ ଲୋକଙ୍କ ପ୍ରାଣହାନି ହେଉଥିବା ସହ ଅନେକ ଧନ ଜୀବନ କ୍ଷୟକ୍ଷତି ହେଉଛି…

ବିଜେଡି ଛାଡ଼ିଲେ କଟକ ସାଂସଦ ଭର୍ତ୍ତୃହରି ମହତାବ୍‌

ଭୁବନେଶ୍ବର/କଟକ: କଟକ ସାଂସଦ ଭର୍ତ୍ତୃହରି ମହତାବ୍‌ ଶୁକ୍ରବାର ବିଜୁ ଜନତା ଦଳ (ବିଜେଡି) ଛାଡ଼ିଛନ୍ତି। ସେ ନିଜର ଇସ୍ତଫାପତ୍ରକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ଏଥି ସହିତ ଶ୍ରୀ ମହତାବ୍‌ ଦଳର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି।…

କିଟ୍‌ ଛକ ସ୍ଥିତ ଏକ କର୍ପୋରେଟ୍‌ ବିଲ୍ଡିଂରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଭୁବନେଶ୍ୱରର କିଟ୍‌ ଛକ ସ୍ଥିତ ଏକ କର୍ପୋରେଟ୍‌ ବିଲ୍ଡିଂରେ ଅଗ୍ନିକାଣ୍ଡ ଘଟିଛି। ୪ର୍ଥ ମହଲାରେ ଥିବା ଏକ ରେଷ୍ଟୁରାଣ୍ଟରୁ ନିଆଁ ବ୍ୟାପିଥିବା ସୂଚନା ମିଳିଛି। କିଛି ବ୍ୟକ୍ତି ଫସି ରହିଥିବା ଅନୁମାନ କରାଯାଉଛି। ନିଆଁ ଲିଭାଇବାକୁ ତଥା କେହି ଫସି…

ଚତୁର୍ଥ ତାଲିକାରେ ୧୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେପି

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟି (ବିଜେପି) ଶୁକ୍ରବାର ଲୋକସଭା ନିର୍ବାଚନ ୨୦୨୪ ପାଇଁ ଚତୁର୍ଥ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଦୁଇଟି ରାଜ୍ୟ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏହି ତାଲିକାରେ ସମୁଦାୟ ୧୫ଜଣଙ୍କ ନାମ ଅଛି,…

ଗିରଫ ପରେ କେଜ୍ରିୱାଲଙ୍କ ପ୍ରଥମ ପ୍ରତିକ୍ରିୟା

ତଥାକଥିତ ଅବକାରୀ ନୀତି ଦୁର୍ନୀତି ଘଟଣାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବଡ଼ କଥା କହିଛନ୍ତି। ଗିରଫ ପରେ ତାଙ୍କର ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଦେଶ ପାଇଁ ତାଙ୍କ ଜୀବନ ଉତ୍ସର୍ଗୀକୃତ ବୋଲି ସେ କହିଛନ୍ତି। ଗୁରୁବାର…