ଧରାପଡ଼ିଲେ ନକଲି ଆର୍‌ଟିଓ ଓ ଏମ୍‌ଭିଆଇ: ଓଡ଼ିଶା ସୀମାନ୍ତରେ ଖୋଲିଥିଲେ ଜାଲି ଅଫିସ

ବାଲେଶ୍ୱର: ନକଲି ଆରଟିଓ ଓ ମୋଟର ଯାନ ନିରୀକ୍ଷକ (ଏମ୍‌ଭିଆଇ) ସାଜି ଜାତୀୟ ରାଜପଥରେ ଗାଡ଼ି ଯାଞ୍ଚ ଆଳରେ ଟଙ୍କା ଆଦାୟ କରୁଥିବା ୨ ଜଣ ଧୂର୍ତ୍ତ ଯୁବକଙ୍କୁ ଆଜି ବାଲେଶ୍ୱର ପୁଲିସ ବାନ୍ଧିଛି। ୨ ଅଭିଯୁକ୍ତଙ୍କ ମଧ୍ୟରୁ ଆରଟିଓ ସାଜିଥିବା…

ଦାମୋଦର ରାଉତଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  : ଶଙ୍ଖ ଭବନରେ ରହିଛି ଦାମୋଦର ରାଉତଙ୍କ ପାର୍ଥୀବ ଶରୀର । ସେଠାରେ ଶେଷ ଦର୍ଶନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଫାଇଭ ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ , ବିଧାୟକ ଓ…

ଝାରପଡ଼ା ଜେଲ୍‌ରେ ପିଟାପିଟି ଘଟଣା: ୱାର୍ଡର ସସ୍‌ପେଣ୍ଡ

ଭୁବନେଶ୍ଵର; ଝାରପଡା ଜେଲ୍ ଭିତରେ ଗୋଷ୍ଠୀ ସଂଘର୍ଷ ଘଟଣା । ଜଣଙ୍କୁ ନିଲମ୍ବନ କରାଯାଇଥିବା ବେଳେ ଅନ୍ୟ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି ବିଭାଗ । କାର୍ଯ୍ୟରେ ଅବହେଳା କାରଣ ଦର୍ଶାଇ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଭାଗ…

ଟ୍ରକକୁ ପିଟିଲା ଟ୍ରକ, ଡ୍ରାଇଭର ଜୀବନ୍ତ ଦଗ୍ଧ

ନୂଆପଡ଼ା: ନୂଆପଡ଼ା ସିନାପାଲି ଥାନା ଅଧୀନ ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ଦୁର୍ଘଟଣା । ଟ୍ରକକୁ ପଛରୁ ଧକ୍କା ଦେଲା ଆଉ ଏକ ଟ୍ରକ୍ । ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଗୋଟିଏ ଟ୍ରକରେ ନିଆଁ ଲାଗିଯାଇଥିଲା ।…

ନିର୍ବାଚନ ସମ୍ବନ୍ଧୀୟ ଖବର ଉପରେ ନଜର ରଖିବ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ସେଲ୍

ଭୁବନେଶ୍ୱର: ଏବେ ନିର୍ବାଚନୀ ଖବର ଉପରେ ପୋଲିସର ରହିବ କଡା ନଜର । ମିଥ୍ୟା ଖବର ପ୍ରଚାର କରୁଥିବା ଅଭିଯୁକ୍ତଙ୍କୁ ଆଉ ମିଳିବନି ତ୍ରାହି । ଏଥର ସୋସିଆଲ ମିଡିଆ ମନିଟର କରିବ କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର ସେଲ୍ । ଏନେଇ କ୍ରାଇମବ୍ରାଞ୍ଚ…

ଦାମୋଦର ରାଉତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର ; ଓଡ଼ିଶା ରାଜନୀତିରେ ଗୋଟିଏ ଯୁଗର ଅବସାନ ଘଟିଛି। ଆଉ ନାହାଁନ୍ତି ବରିଷ୍ଠ ନେତା ଦାମୋଦର ରାଉତ । ଆଜି ସକାଳ ୫ଟା ୨୩ ମିନିଟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିବା ତାଙ୍କ ପରିବାର…

ଆଜିଠୁ ଯୁକ୍ତ ୨ ଖାତା ଦେଖା, ଉଭୟ ଅନଲାଇନ ଓ ଅଫଲାଇନରେ ହେବ ମୂଲ୍ୟାୟନ

ଭୁବନେଶ୍ୱର: ଆଜିଠୁ ଯୁକ୍ତ ୨ ଖାତାଦେଖା ଆରମ୍ଭ । ଦୁଇଟି ପର୍ଯ୍ୟାୟରେ ହେବ ମୂଲ୍ୟାୟନ । ପୂର୍ବବର୍ଷ ଭଳି ଚଳିତବର୍ଷ ମଧ୍ୟ ଉଭୟ ଅଫ୍‌ ଲାଇନ୍‌ ଓ ଅନଲାଇନରେ ମୂଲ୍ୟାୟନ ହେବ । ପ୍ରଥମ ପର୍ଯ୍ୟାୟ ଖାତା ଦେଖା ଆଜିଠୁ ଅର୍ଥାତ୍…

ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୩ ବର୍ଷ ବୟସରେ ଶୁକ୍ରବାର ସକାଳ ୫ଟା ୨୩ ମିନିଟ ସମୟରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ଦାମୋଦରଙ୍କ ପୁଅ…

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଗିରଫ

ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଗିରଫ କରିଛି ପ୍ରତିଭୂତି ନିର୍ଦ୍ଦେଶାଳୟ ବା ଇଡି । ତେବେ ମୁଖ୍ୟମନ୍ତ୍ରୀ ପଦରୁ ସେ ଇସ୍ତଫା ଦେବେ ନାହିଁ ବୋଲି କହିଛନ୍ତି । ଅନ୍ୟପକ୍ଷରେ ଏହା ବିରୋଧରେ କେଜ୍ରିଓ୍ବାଲ ସୁପ୍ରିମକୋର୍ଟଙ୍କ…

ଦାମୋଦର ରାଉତ ଗୁରୁତର, ହୃଦଘାତ ପରେ ଗୁରୁତର ହୋଇଥିବାର ସୂଚନା ଦେଲେ ପୁଅ

ଭୁବନେଶ୍ୱର: ବରିଷ୍ଠ ନେତା ଦାମୋଦର ରାଉତଙ୍କ ସ୍ୱାସ୍ଥ୍ୟ ଗୁରୁତର ରହିଛି | ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି | ଗତ ୧୮ ତାରିଖରୁ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଚାଲିଥିବାର ସମ୍ବିତ ସୂଚନା ଦେଇଛନ୍ତି…