୨୦ ଲକ୍ଷ ଏନ୍ପିଏସ୍ ଟଙ୍କା ହଡ଼ପ କରି ଦାରିଙ୍ଗବାଡ଼ି ବିଇଓ ଗିରଫ
ଦାରିଙ୍ଗବାଡି : ଭିଜିଲାନ୍ସ ଜାଲରେ ଦାରିଙ୍ଗବାଡି ବିଇଓ। ନ୍ୟାସନାଲ ପେନସନ୍ ସ୍କିମ୍ ଟଙ୍କା ହଡ଼ପ ଅଭିଯୋଗରେ ବିଇଓ ରସାନନ୍ଦ କରଙ୍କୁ ଉଠାଇ ନେଇଛି ଭିଜିଲାନ୍ସ । ବିଇଓ ପ୍ରାୟ ୨୦ ଲକ୍ଷ ଟଙ୍କା ହେରଫେର କରି ସେୟାର ମାର୍କେଟରେ ନିବେଶ କରିଥିବା…
