କେଜ୍ରିଓ୍ୱାଲଙ୍କୁ ସମନ ମାମଲା: EDକୁ ୨ ସପ୍ତାହ ମଧ୍ୟରେ ଜବାବ ମାଗିଲେ କୋର୍ଟ
ଦିଲ୍ଲୀର ତଥା କଥିତ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ୯ଥର ସମନ କରିଛି। କେବଳ ସେତିକି ନୁହେଁ ଦିଲ୍ଲୀ ଜଳ ବୋର୍ଡ ମାମଲାରେ ଥରେ ସମନ କରାଯାଇଛି। ଏହି ମାମଲାରେ ଏବେ ଦିଲ୍ଲୀ ହାଇକୋର୍ଟ ପ୍ରବର୍ତ୍ତନ…
