ନରେନ୍ଦ୍ର ମୋଦୀ ପୁଣି ଭାରତର ପ୍ରଧାନମନ୍ତ୍ରୀ ଓ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହେବେ: କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ବର: ବିଜେଡି- ବିଜେପି ମେଣ୍ଟ ଚର୍ଚ୍ଚାକୁ ନେଇ ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ପ୍ରତିକ୍ରିୟା ରଖିଛନ୍ତି। ନେଟୱାର୍କ ୧୮ କନକ୍ଲେଭରେ ସାମିଲ ହୋଇ ଉଭୟ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କୁ ଷ୍ଟେଟସମ୍ୟାନ ବୋଲି କହିଛନ୍ତି ପାଣ୍ଡିଆନ୍। ରାଜନୀତିକୁ ଛାଡ଼ି…
