ବାଲୁକା କଳାରେ ଲାଲକୃଷ୍ଣ ଆଡଭାନୀଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ
ପୁରୀ: ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ଉପାଧି ରେ ଭୂଷିତ କରାଯିବ । ଏହି ଘୋଷଣା ହେବା ପରେ ତାଙ୍କ ସମର୍ଥକ ଙ୍କ ଗହଣରେ ଖୁସିର ଲହରୀ ଖେଳିଯାଇଛି ।…
ପୁରୀ: ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ଉପାଧି ରେ ଭୂଷିତ କରାଯିବ । ଏହି ଘୋଷଣା ହେବା ପରେ ତାଙ୍କ ସମର୍ଥକ ଙ୍କ ଗହଣରେ ଖୁସିର ଲହରୀ ଖେଳିଯାଇଛି ।…
ଦେଶର ସର୍ବୋଚ୍ଚ ନଗରିକ ସମ୍ମାନ ଭାରତ ରତ୍ନରେ ସମ୍ମାନିତ ହେଲେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ। ତାଙ୍କ ବାସଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଭାରତ ରତ୍ନରେ ସମ୍ମାନିତ କରିଛନ୍ତି। ଏହି ସମୟରେ ତାଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,…
ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ପତ୍ନୀ ସୁନୀତାଙ୍କୁ ଭେଟିଲେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍ଙ୍କ ସ୍ତ୍ରୀ କଳ୍ପନା ସୋରେନ୍। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ବାସଭବନରେ ଉଭୟଙ୍କ ଭେଟ୍ଘାଟ ହୋଇଛି। ଏହାକୁ ନେଇ ଏବେ ରାଜନୈତିକ ଚର୍ଚ୍ଚା ଜୋର ଧରିଛି।…
ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଅଲ୍ଲିପୁର ରେଳ ଫାଟକ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ମୁଣ୍ଡରେ ଆଘାତ ଲାଗିଛି। ତାଙ୍କ ଦେହରେ ଅନେକ ସ୍ଥାନରେ କ୍ଷତ ଚିହ୍ନ…
ଭୁବନେଶ୍ୱର,୩୦।୩: ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପରିବାରରେ ପୁଣି ଟ୍ବିଷ୍ଟ ଆସିଛି। ବୁଧବାର ସାନପୁଅ ମନ୍ମଥ ରାଉତରାୟ ବିଜେଡିର ଭୁବନେଶ୍ବର ଲୋକ ସଭା ଟିକେଟ୍ ପାଇବାବେଳେ ସୁର ରାଉତରାୟ କଂଗ୍ରେସର ସବୁ ପଦ ପଦବୀରୁ ଇସ୍ତଫା ଦେଇଛନ୍ତି। ଯାହାକୁ ନେଇ…
ଭୁବନେଶ୍ୱର,୩୦ା୩: ୨୦୨୩-୨୪ ଆର୍ଥିକ ବର୍ଷ ଶେଷ ହେବାକୁ ଯାଉଛି। ଆସନ୍ତା ଏପ୍ରିଲ ପହିଲାରୁ ନୂଆ ଆର୍ଥିକ ବର୍ଷ ଆରମ୍ଭ ହେବ। ତେବେ ଏହି ପହିଲାରୁ ଦେଶରେ ବଦଳିବାକୁ ଯାଉଛି ଅନେକ ନିୟମ। ଏଥିରେ ପାନ୍ କାର୍ଡ, ଆଧାର ଏବଂ ଡେବିଟ୍ କାର୍ଡ…
ଭୁବନେଶ୍ବର: ସିନେ ତାରକାମାନେ ବିଜେଡି ଛାଡ଼ିବାରେ ଲାଗିଛନ୍ତି। ପ୍ରଥମେ ଅରିନ୍ଦମ ରାୟ, ତାଙ୍କ ପରେ ସିଦ୍ଧାନ୍ତ ମହାପାତ୍ର ଓ ଏବେ ଆକାଶ ଦାସ ନାୟକ ବି ବିଜେଡି ଛାଡ଼ିଛନ୍ତି। ଯାଜପୁର ଜିଲ୍ଲା କୋରେଇର ପୂର୍ବତନ ବିଧାୟକ ଆକାଶ ଦାସ ନାୟକଙ୍କୁ ବିଜେଡି…
ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଦଳରୁ ଇସ୍ତଫା ଦେଇଛନ୍ତି । ୨୦୦୪ରୁ ୨୦୦୯ ଯାଏ ତିର୍ତ୍ତୋଲ ବିଧାୟକ ଏବଂ ୨୦୧୪ରୁ ୨୦୧୯ ଯାଏଁ ଜଗତସିଂହପୁର ବିଧାୟକ ଭାବେ କଂଗ୍ରେସ ଗଡ଼ ସମ୍ଭାଳିଥିଲେ ଚିରଞ୍ଜୀବ। ଏପରିିକି…
ଭୁବନେଶ୍ବର: ପରିବର୍ତ୍ତିତ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ସମୟ ପରିବର୍ତ୍ତନ କରିଛନ୍ତି। ଆସନ୍ତା ଏପ୍ରିଲ ୨ ତାରିଖ ଠାରୁ ବିଦ୍ୟାଳୟଗୁଡ଼ିକରେ ପାଠପଢ଼ା ସକାଳ ୭ଟାରୁ ଆରମ୍ଭ ହୋଇ ଦିନ ସାଢ଼େ ୧୧ଟା ପର୍ଯ୍ୟନ୍ତ ଜାରି ରହିବ। ଏନେଇ ବିଦ୍ୟାଳୟ…
ନାଲକୋନଗର: ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଗ୍ରାମର ଭାଲୁଧରି ସାହିରେ ପାରିବାରିକ କଲହରୁ ଧାରୁଆ ଅସ୍ତ୍ରରେ ମା’ର ବେକ କାଟିଛି ନିଜ ଜନ୍ମ କଲା ପୁଅ। ପରେ ପୁଅ ନିଜ ବେକରେ ରସି ଲଗେଇ ଆତ୍ମହତ୍ୟା କରିବା ଘଟଣା…