ଏବର୍ଷ ବି ହୋଇପାରିଲା ନାହିଁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ହାଣ୍ଡିଭଙ୍ଗା ଯାତ୍ରା

ଭୁବନେଶ୍ଵର: ଏବର୍ଷ ବି ହୋଇପାରିଲା ନାହିଁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବହୁ ବର୍ଷର ପରମ୍ପରା ପ୍ରସିଦ୍ଧ ହାଣ୍ଡିଭଙ୍ଗା ଯାତ୍ରା । ୨୦୧୫ରୁ ବନ୍ଦ ରହିଥିବା ଏହି ଯାତ୍ରା ଚଳିତବର୍ଷ ହେବ ବୋଲି ପ୍ରଶାସନ କହିବା ସହ ଉଦ୍ୟମ ଆରମ୍ଭ କରିଥିଲା। ସର୍କିଟ ହାଉସରେ…

ମହାଦେବ ବେଟିଂ ଆପ୍ ମାମଲା: ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ନାଁରେ ଏତଲା

ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ନାଁରେ ଏତଲା। ମହାଦେବ ବେଟିଂ ଆପ୍ ମାମଲାରେ ବାଘେଲଙ୍କ ସମେତ ଏହି ଆପ୍ ପ୍ରମୋଟରଙ୍କ ବିରୋଧରେ ମାମଲା ରୁଜୁ କରିଛି ପୁଲିସ। ଟାଇମ୍ସ ନାଓ ରିପୋର୍ଟ ଅନୁଯାୟୀ, ସେମାନଙ୍କ ବିରୋଧରେ ଠକେଇ ଅଭିଯୋଗ ହୋଇଛି।…

ହୃଦଘାତରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ

ପୁରୀ : ହୃଦଘାତରେ ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ପୂର୍ବତନ ପରିଚାଳନା କମିଟି ସଦସ୍ୟ ରଜତ ପ୍ରତିହାରୀଙ୍କ ଦେହାନ୍ତ । ମୁମ୍ବାଇର ଏକ ବେସରକାରୀ ହସପିଟାଲରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ହୋଇଛି । ଶ୍ରୀଜଗନ୍ନାଥଙ୍କର ପ୍ରତିହାରୀ ସେବକ ଓ ଗରାବଡୁ ଓ ହଡପନାୟକ…

ଜେଲ୍‌ ଗଲେ ଫେମସ ୟୁଟ୍ୟୁବର ଏଲଭିଶ ଯାଦବ

ଜେଲ୍‌ ଗଲେ ବିଗ୍‌ ବସ୍‌ ଓଟିଟି ବିଜେତା ତଥା ଫେମସ ୟୁଟ୍ୟୁବର ଏଲଭିଶ ଯାଦବ। ସାପ ବିଷ ଚାଲାଣ ମାମଲାରେ ଗିରଫ ହୋଇଥିବା ଏଲଭିଶଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଛନ୍ତି କୋର୍ଟ। ଆଜି ନୋଏଡା ପୁଲିସ ରେଭ୍‌ ପାର୍ଟିରେ ସାପ ବିଷ…

ବିଜେଡିରେ ସାମିଲ ହେଲେ ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା

ଭୁବନେଶ୍ବର: ଶଙ୍ଖ ଭବନରେ ମିଶ୍ରଣ ପର୍ବ । ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ । ଆଜି ଶଙ୍ଖ ଭବନରେ ଶତାଧିକ ସମର୍ଥକଙ୍କ ସହ ସେ…

ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କଲା ରାଜ୍ୟ ବିଜେପି

ଭୁବନେଶ୍ବର: ନିର୍ବାଚନ ବିଗୁଲ ବାଜୁ ବାଜୁ ବିଜେପି ତା’ର ନିର୍ବାଚନ କସରତ ଆରମ୍ଭ କରିଦେଇଛି। ଗତକାଲି ଭୁବନେଶ୍ୱର ରାଜ୍ୟ ଅଫିସରେ ହୋଇଥିବା ନିର୍ବାଚନ  କମିଟି ବୈଠକରେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ସ୍ଥିର କରିଛି ବିଜେପି। ନିର୍ଦ୍ଧାରିତ ୧୪୭ MLA, ୨୧ MP…

ପୁତ୍ର ସନ୍ତାନ ଜନ୍ମ ଦେଲେ ସିଦ୍ଧୁ ମୁସେୱାଲାଙ୍କ ମାଆ

କୋଳରେ ପୁତ୍ର ସନ୍ତାନ ପାଇଲେ ସିଦ୍ଧୁ ମୁସେୱାଲାଙ୍କ  ବାପାମାଆ। ମୁସେୱାଲଙ୍କ ମୃତ୍ୟୁର ଦୁଇ ବର୍ଷ ପରେ ପୁଣି ଥରେ ପିତାମାତା ହେବାର ସୌଭାଗ୍ୟ ପାଇଛନ୍ତି ବାଲ କୌର ସିଂହ ଏବଂ ଚରଣ କୌର ସିଂହ। ବାଲକୌର ଏନେଇ ଫେସବୁକ୍ ପୋଷ୍ଟରେ ସୂଚନା ଦେଇଛନ୍ତି। ବାଲ କୌର ସିଦ୍ଧୁ…

ଭାରସାମ୍ୟ ହରାଇ ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି; ୨ ମୃତ, ୧୦ ଆହତ

ଜୟପୁର: ବ୍ରିଜରୁ ତଳକୁ ଖସିଲା ବରଯାତ୍ରୀ ଗାଡ଼ି। ଦୁର୍ଘଟଣାରେ ୧୦ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। କୋରାପୁଟ ଜିଲ୍ଲା କୁନ୍ଦୁରା ଥାନା ଖଟଲାପଦର ବ୍ରିଜରୁ ଖସିଲା ପିକ୍ ଅପ୍ ଭ୍ୟାନ୍। ଏହି ଘଟଣାରେ ୧୦…

ପାକିସ୍ତାନର ସେନା କ୍ୟାମ୍ପରେ ଆତଙ୍କୀ ହମଲା; ୭ ମୃତ

ପାକିସ୍ତାନ ସେନା କ୍ୟାମ୍ପରେ ଆତଙ୍କବାଦୀ ଆକ୍ରମଣ। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୫ ଜଣ ସୈନ୍ୟ ଥିବାବେଳେ ଦୁଇ ଜଣ ସେନା ଅଧିକାରୀ ଅଛନ୍ତି। ଆଫଗାନିସ୍ତାନ ସୀମାନ୍ତବର୍ତ୍ତୀ ଅଞ୍ଚଳ ଉତ୍ତର ୱଜିରିସ୍ତାନରେ ଥିବା ସେନା…

ନିର୍ବାଚନ ଆଚରଣ ବିଧି ଲାଗୁ , ହଟିଲା ହୋର୍ଡିଂ ଓ ପୋଷ୍ଟର

ଭୁବନେଶ୍ବର: ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ନିର୍ବାଚନ ତାରିଖ ଘୋଷଣା ସରିଛି । ରାଜ୍ୟରେ ୪ଟି ପର୍ଯ୍ୟାୟରେ ଭୋଟ ହେବ । ଏହା ସହିତ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି । ୨୪ ଘଣ୍ଟା ମଧ୍ୟରେ ସମସ୍ତ…