ବଢ଼ିଲା ସମିତି ସଭ୍ୟଙ୍କ ଦରମା
ଭୁବନେଶ୍ୱର: ରାଜ୍ୟ ସରକାର ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି । ୭୫୦୦ ରୁ ୯୫୦୦ ଟଙ୍କାକୁ ଦରମା ବୃଦ୍ଧି କରିଛନ୍ତି । ଆସନ୍ତା ଏପ୍ରିଲ ୧ ତାରିଖରୁ ବର୍ଦ୍ଧିତ ଦରମା ଲାଗୁ ହେବ । ଗତକାଲି ଦରମା…
ଭୁବନେଶ୍ୱର: ରାଜ୍ୟ ସରକାର ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି । ୭୫୦୦ ରୁ ୯୫୦୦ ଟଙ୍କାକୁ ଦରମା ବୃଦ୍ଧି କରିଛନ୍ତି । ଆସନ୍ତା ଏପ୍ରିଲ ୧ ତାରିଖରୁ ବର୍ଦ୍ଧିତ ଦରମା ଲାଗୁ ହେବ । ଗତକାଲି ଦରମା…
କଟକ: ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । କଟକ ଏସସିବି ସମ୍ପ୍ରସାରଣ ପ୍ରୋଜେକ୍ଟ ଅଞ୍ଚଳ ପରିସରରେ ଘଟିଛି ଘଟଣା। ଘଟଣାସ୍ଥଳରେ ମଙ୍ଗଳାବାଗ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ଜଣକ ଠିକା ସଂସ୍ଥାର ଜଣେ ଶ୍ରମିକ ଥିବା ସୂଚନା…
ଭୁବନେଶ୍ୱର: ବାଜିଲା ନିର୍ବାଚନ ବିଗୁଲ । ଆରମ୍ଭ ହେଲା କାଉଣ୍ଟ ଡାଉନ। ଦେଶରେ ଲୋକସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ପ୍ରଥମ ପର୍ଯ୍ୟାୟ ମତଦାନ ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହେବ । ଓଡ଼ିଶାରେ ୪ଟି ପର୍ଯ୍ୟାୟରେ…
ନିର୍ବାଚନ ପୂର୍ବରୁ ବଡ଼ ଭେଟି। କମିଲା ପେଟ୍ରୋଲ-ଡିଜେଲ ଦାମ୍। ପାଖାପଖି ୧୫ଟଙ୍କା କମିଲା ତୈଳ ଦର। ନିର୍ବାଚନୀ କୋଡ୍ ଅଫ୍ କଣ୍ଡକ୍ଟ ଲାଗୁ ହେବା ପୂର୍ବରୁ କେନ୍ଦ୍ରଶାସିତ ଅଞ୍ଚଳ ଲାକ୍ଷାଦ୍ୱୀପରେ ପେଟ୍ରୋଲ-ଡିଜେଲ ଦାମ୍ ୧୫ ଟଙ୍କା ଯାଏଁ କମ୍ କରାଯାଇଥିବା କେନ୍ଦ୍ର ପେଟ୍ରୋଲିୟମ୍…
ଭୁବନେଶ୍ୱର: ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଗତକାଲି ସଶକ୍ତ ଓ ବିକାଶାଭୁମୁଖି ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ଏଥିରେ ସବୁବର୍ଗଙ୍କ ବିକାଶ ପାଇଁ ସଂକଳ୍ପ ନିଆଯାଇଛି । ଏହାକୁ ରାଜ୍ୟବାସୀ ଗ୍ରହଣ କରିବା…
ଭୁବନେଶ୍ୱର : ପ୍ରେମ ବ୍ୟାପରକୁ କେନ୍ଦ୍ର କରି ରାଜଧାନୀରେ ଗଡ଼ିଲା ମୁଣ୍ଡ । ତ୍ରିକୋଣୀୟ ପ୍ରେମରୁ ହତ୍ୟାକାଣ୍ଡ । ପ୍ରେମିକା ଆଗରେ ଯୁବକଙ୍କୁ ଖଣ୍ଡାରେ ହାଣିଲା ପ୍ରେମିକ । ଏପରି ଘଟଣା ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ବର ଅଞ୍ଚଳରେ ଘଟିଛି । ଗତକାଲି ରାତି…
ପୁରୀ : ପୁରୀରେ ପୁଣି ବୋମାମାଡ । ବାଲିଘାଟ ନିକଟ ଭୁଦାନ ଛକରେ ବୋମାମାଡ । ଏହି ବୋମାମାଡ ମାଡ଼ରେ ୪ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି । ସୂଚନା ଅନୁସାରେ…
ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଏକ ପରିବର୍ତ୍ତନର ସଙ୍କେତ ମିଳୁଛି। ବିଜେପି-ବିଜେଡି ମେଣ୍ଟ ହେବ ବୋଲି ଚର୍ଚ୍ଚା ହେଉଛି । ଏହାକୁ ନେଇ ଲୋକଙ୍କ ମଧ୍ୟରେ ଦୁଃଖ ପ୍ରକାଶ ପାଇଛି । ଲୋକେ କହୁଛନ୍ତି ବିଜେଡିକୁ ବିଜେପି ଦଳ କବଜା କରି ନେଇଛି…
ନୂଆଦିଲ୍ଲୀ: ୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତର ନିର୍ବାଚନ କମିସନ। ଶନିବାର ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ସାରା ଦେଶରେ ମୋଟ ୭ଟି…
ଭୁବନେଶ୍ବର: ଭୁବନେଶ୍ବର ସହରାଞ୍ଚଳ ପୋଲିସ ଜିଲ୍ଲା ମଧ୍ୟରେ ମେଣ୍ଢାଶାଳ ଅଞ୍ଚଳ ଏକ କ୍ରମବର୍ଦ୍ଧିଷ୍ଣୁ ଶିଳ୍ପାଞ୍ଚଳ ଭାବେ ଗଢିଉଠୁଛି । ସେହି ଅଞ୍ଚଳରେ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଇନଫରମେସନ ଟେକନୋଲୋଜି, ନାଲକୋ ରିସର୍ଚ୍ଚ ଆଣ୍ଡ ଟେକନୋଲୋଜି, ବିର୍ଲା ଗ୍ଲୋବାଲ ୟୁନିଭରସିଟି, ଜିଆଇଇଟି ପରି…