ବରପଦା ଇଞ୍ଜିନିୟରିଂ କଲେଜ ଦୁର୍ନୀତି ପ୍ରତିବାଦରେ ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ପାଳିତ
ଭଦ୍ରକ : ଆଜି ୧୨ ଘଣ୍ଟିଆ ଭଦ୍ରକ ବନ୍ଦ ପାଳିତ ହୋଇଯାଇଛି । ଭଦ୍ରକ ନାଗରିକ ସୁରକ୍ଷା ମଞ୍ଚ ଓ ବରପଦା ବିକାଶ ମଞ୍ଚ ପକ୍ଷରୁ ଏହି ଭଦ୍ରକ ବନ୍ଦ ଡାକରା ଦିଆଯାଇଥିଲା | ବରପଦା ଇଞ୍ଜିନିୟରିଂ କଲେଜରୁ ଭଣ୍ଡାରିପୋଖରୀ ବିଧାୟକ…
