ବରଗଡ ଚିନିକଳ ଜମି ଇଡକୋକୁ ହସ୍ତାନ୍ତର ହେବ
ଭୁବନେଶ୍ବର: ବରଗଡସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଦିନରେ ଇଡକୋ ଏହି ଜମିରେ ନୂତନ ଶିଳ୍ପ ପ୍ରତିଷ୍ଠା କରିବାପାଇଁ ପଦକ୍ଷେପ ନେବ ସୂଚନାଯୋଗ୍ୟ ଯେ ଯନ୍ତ୍ରାଂଶ ରକ୍ଷଣାବେକ୍ଷଣ ଓ ମରାମତି ତଥା…
