ପ୍ରଥମ ଥର ପାଇଁ ନିର୍ବାଚନ ଲଢ଼ିବେ ପୀୟୁଷ
ନୂଆଦିଲ୍ଲୀ: ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ପାଇଁ ବିଜେପି ନିଜର ହେଭିୱେଟ ନେତାଙ୍କୁ ପ୍ରାର୍ଥୀ କରିବାରେ ଲାଗିଛି। ଦଳ ପକ୍ଷରୁ ବହୁ ରାଜ୍ୟସଭା ସଦସ୍ୟଙ୍କୁ ଲୋକସଭା ନିର୍ବାଚନରେ ପ୍ରାର୍ଥୀ କରିବାକୁ ଯୋଜନା କରାଯାଇଛି। ଦଳର ପ୍ରଥମ ପ୍ରାର୍ଥୀ ତାଲିକାରେ ରାଜୀବ ଚନ୍ଦ୍ରଶେଖରଙ୍କୁ…
