ରାଜସ୍ଥାନର ଜୈସଲମେର୍ରେ ସେନାର ବିମାନ କ୍ରାସ୍
କ୍ରାଶ୍ ହେଲା ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ। ରାଜସ୍ଥାନ ଜୈସଲମେରର ଜବାହର ନଗର ନିକଟରେ ବାୟୁସେନା ବିମାନ ତେଜସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯୁଦ୍ଧାଭ୍ୟାସ୍ରେ ସାମିଲ ହେବାକୁ ଯାଉଥିବା ବେଳେ ବୟଜ୍ ହଷ୍ଟେଲ ନିକଟରେ ଏହି ଯୁଦ୍ଧ ବିମାନଟି କ୍ରାଶ୍ ହୋଇ ଖସି…
