March 2024

୫ ଜିଲ୍ଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖମନ୍ତ୍ରୀ

ଭୁବନେଶ୍ବର: ଆଜି ରାଜ୍ୟର ବଲାଙ୍ଗୀର, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧ ଜିଲ୍ଲାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଦଘାଟିତ ହୋଇଥିବା ପ୍ରକଳ୍ପଗୁଡିକ ହେଲା – ବଲାଙ୍ଗିର ଜିଲ୍ଲାର ରୂପାନ୍ତରିତ ହରିଶଙ୍କର…

କର୍ଣ୍ଣାଟକରେ କୋବି ମଞ୍ଚୁରିଆନ ଓ ବମ୍ବେଇ ଲଡୁ ବିକ୍ରି ଉପରେ ଲାଗିଲା ବ୍ୟାନ୍‌

ରଙ୍ଗୀନ କୋବି ମଞ୍ଚୁରିଆନ ଓ ବମ୍ବେଇ ଲଡୁକୁ ବ୍ୟାନ କଲେ କର୍ଣ୍ଣାଟକ ସରକାର । ଅଧିକାଂଶ ରଂଗୀନ କୋବି ମଞ୍ଚୁରିଆନ ଓ ବମ୍ବେଇ ଲଡୁକୁ ନମୁନା ଅସୁରକ୍ଷିତ ଜଣା ପଡ଼ିବା ପରେ ବ୍ୟାନ ଲଗାଇଲେ କର୍ଣ୍ଣାଟକ ସରକାର । ଏଥିରେ ରୋଡାମାଇନ୍…

ରାଜ୍ୟରେ ଗଡ଼ିଲା ସଂକଳ୍ପ ରଥ: ଓଡ଼ିଶାବାସୀଙ୍କ ହେବ ଅଭିମତ ସଂଗ୍ରହ

ଭୁବନେଶ୍ବର: ପୁଣି ଥରେ ଦେଶରେ ମୋଦୀ ଶାସନ ଆଣିବାକୁ ବିଜେପିର କସରତ । ତୃତୀୟଥର ପାଇଁ ଶାସନ ଗାଦିରେ ବସାଇବା ଲକ୍ଷ୍ୟରେ ବିଜେପି ସାରା ଦେଶରେ ସାଧାରଣ ଜନତାଙ୍କ ମତାମତ ଲୋଡିବାକୁ ପ୍ରୟାସ ଆରମ୍ଭ କରିଛି । ‘ବିକଶିତ ଓଡ଼ିଶା ଓ…

ଅଷ୍ଟ୍ରେଲିଆରେ ଭାରତୀୟ ମହିଳାଙ୍କୁ ହତ୍ୟା, ଅଳିଆଗଦାରୁ ମିଳିଲା ମୃତଦେହ

ଅଷ୍ଟ୍ରେଲିଆରେ ଜଣେ ଭାରତୀୟ ମହିଳାଙ୍କୁ ବିଭତ୍ସ ହତ୍ୟା। ଅଳିଆ ଗଦାରୁ ମିଳିଛି ତାଙ୍କ ମୃତଦେହ। ଶନିବାର ହାଇଦ୍ରାବାଦର ଜଣେ ୩୬ ବର୍ଷୀୟ ମହିଳାଙ୍କ ମୃତଦେହ ଅଷ୍ଟ୍ରେଲାଆ ବକଲେର ରାସ୍ତାକଡରେ ଥିବା ଏକ ଅଳିଆ ଗଦାରୁ ମିଳିଛି। ତାଙ୍କୁ ତାଙ୍କ ସ୍ୱାମୀ ହତ୍ୟା…

ଜଳିଗଲା ପାୱାର ଗ୍ରୀଡ୍, ୧୫୦ଟି ଗାଁରେ ବିଦ୍ୟୁତ୍ ସେବା ଠପ୍

ବାଲେଶ୍ୱର: ବସ୍ତା-ଜଳେଶ୍ୱର ପାୱାର ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ। ଜଳିଗଲା ପାୱାର ଗ୍ରୀଡ୍। ୧୫୦ରୁ ଅଧିକ ଗାଁରେ ବିଦ୍ୟୁତ ଯୋଗାଣ ବ୍ୟାହତ ହୋଇଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ଉପସ୍ଥିତ ରହି ନିଆଁକୁ ଆୟତ୍ତ କରିଛି । ପ୍ରାଥମିକ ସୂଚନା ଅନୁଯାୟୀ, ଜଳେଶ୍ୱର ପାୱାର ଗ୍ରୀଡରେ…

ଦ୍ୱାରକା ଏକ୍ସପ୍ରେସ୍‌କୁ ଉଦ୍‌ଘାଟନ କଲେ ମୋଦି

ଉଦ୍‌ଘାଟିତ ହେଲା ବହୁ ପ୍ରତିକ୍ଷିତ ଦ୍ୱାରକା ଏକ୍ସପ୍ରେସ୍‌। । ୮ ଲେନ୍ ବିଶିଷ୍ଟ ଏହି ଏକ୍ସପ୍ରେସ୍ ୱେ ଦିଲ୍ଲୀ-ଗୁରୁଗ୍ରାମ ମଧ୍ୟରେ ଟ୍ରାଫିକ୍ ସମସ୍ୟା ହ୍ରାସ କରିବାରେ ସହାୟକ ହେବ। ହରିୟାଣା ଗସ୍ତ ଅବସରରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପ୍ରକଳ୍ପର…

ବଢ଼ିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କର ଦେୟ: ୨୦୨୩ ଅକ୍ଟୋବରରୁ ପିଛିଲା ଭାବେ ଲାଗୁ

ଭୁବନେଶ୍ୱର : ବଢିଲା ମିଶନ ଶକ୍ତି କର୍ମକର୍ତ୍ତାଙ୍କର ଦେୟ । ଗ୍ରାମପଞ୍ଚାୟତ, ବ୍ଲକସ୍ତରୀୟ ଫେଡେରେସନ କର୍ମୀଙ୍କ ଦେୟ ପରିମାଣ ୫୦୦ ଟଙ୍କା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିରେ ଉପକୃତ ହେବେ ୧ଲକ୍ଷ ୨୬ହଜାର ୧୦ଜଣ କର୍ମକର୍ତ୍ତା। ୨୦୨୩ ଅକ୍ଟୋବରରୁ ପିଛିଲା ଭାବେ…

ଚନ୍ଦ୍ରପୃଷ୍ଠରୁ ମାଟି ଓ ପଥର ଆଣିବାକୁ ‘ଚନ୍ଦ୍ରଯାନ-୪’ ପାଇଁ ୨ଟି ରକେଟ ଉତ୍‌କ୍ଷେପଣ କରିବ ଇସ୍ରୋ

ନୂଆଦିଲ୍ଲୀ: ଭାରତର ଚତୁର୍ଥ ଚନ୍ଦ୍ର ଅଭିଯାନ ‘ଚନ୍ଦ୍ରଯାନ-୪’ ପାଇଁ ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ) ପ୍ରଥମ ଥର ନିମନ୍ତେ ଦୁଇଟି ରକେଟ ବ୍ୟବହାର କରିବ। ଏହି ଅଭିଯାନରେ ଚନ୍ଦ୍ର ପୃଷ୍ଠରୁ ପଥର ଓ ମାଟି ସଂଗ୍ରହ କରି ଅଣାଯିବ। ଏହା ସଫଳ…

ଡାକରା ପାଇ ଦିଲ୍ଲୀ ଗଲେ ରାଜ୍ୟ ବିଜେପି ନେତୃତ୍ବ

ଭୁବନେଶ୍ବର: ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଥମିନାହିଁ। ଏହାରି ମଧ୍ୟରେ ରାଜ୍ୟ ବିଜେପି ନେତାଙ୍କୁ ପୁଣି ଥରେ ଦିଲ୍ଲୀ ଡାକରା ହୋଇଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହପ୍ରଭାରୀ ଲତା…

ଏଲନ ମସ୍କଙ୍କ ସର୍ତ୍ତକୁ ମାନିବ ନାହିଁ ଭାରତ : ପିୟୁଷ ଗୋଏଲ୍

ନୂଆଦିଲ୍ଲୀ: ଭାରତ ଏଲନ୍ ମସ୍କଙ୍କ ସର୍ତ୍ତକୁ ଗ୍ରହଣ କରିବ ନାହିଁ। ଆମେରିକୀୟ ଇଲେକ୍ଟ୍ରିକ୍ ଯାନ ନିର୍ମାତା ଟେସ୍ଲା ଚାହୁଁଥିବା ଅନୁସାରେ ଭାରତ ନିଜର ନୀତିକୁ ବଦଳାଇବା ନାହିଁ। ଦେଶର ଆଇନ ଏବଂ ଶୁଳ୍କ ନିୟମ ସମସ୍ତ ଇଲେକ୍ଟ୍ରିକ୍ ଯାନ ନିର୍ମାତାଙ୍କୁ ଆକୃଷ୍ଟ…