କଂଗ୍ରେସକୁ ମିଳିଲା ପୁଣି ଆୟକର ବିଭାଗର ୨ଟି ନୋଟିସ!
ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଦେଶର ପ୍ରମୁଖ ବିରୋଧୀ ଦଳ କଂଗ୍ରେସର ଅଡ଼ୁଆ ସେତିକି ବଢ଼ିବାରେ ଲାଗିଛି। ଶୁକ୍ରବାର ରାତିରେ କଂଗ୍ରେସକୁ ଆୟକର ବିଭାଗ ପୁଣି ଦୁଇଟି ନୋଟିସ ପଠାଇଛି। ଟିକସ ପୈଠ ନ କରିବା ଅଭିଯୋଗରେ…
ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଦେଶର ପ୍ରମୁଖ ବିରୋଧୀ ଦଳ କଂଗ୍ରେସର ଅଡ଼ୁଆ ସେତିକି ବଢ଼ିବାରେ ଲାଗିଛି। ଶୁକ୍ରବାର ରାତିରେ କଂଗ୍ରେସକୁ ଆୟକର ବିଭାଗ ପୁଣି ଦୁଇଟି ନୋଟିସ ପଠାଇଛି। ଟିକସ ପୈଠ ନ କରିବା ଅଭିଯୋଗରେ…
ନୂଆଦିଲ୍ଲୀ : ନିର୍ବାଚନ ଲଢ଼ି ପାରିବେନି ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜ୍ୟାକବ ଜୁମା। ଦେଶରେ ଆସନ୍ତା ମେ' ୨୯ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ସେ ଅଂଶ ଗ୍ରହଣ କରିପାରିବେ ନାହିଁ। ଏହା ଉପରେ ଏବେ ରୋକ୍ ଲଗାଯାଇଛି।…
ନୂଆଦିଲ୍ଲୀ : ହରିଆଣାର ଦୁଇ ସମ୍ପର୍କୀୟ ଭାଇ ମୁକେଶ(୨୧) ଓ ସନ୍ନି(୨୪) ଦାବି କରିଛନ୍ତି ଯେ ଦକ୍ଷିଣ ଏସିଆର ୨୦୦ରୁ ଅଧିକ ଲୋକ ଚାକିରି ନାଁରେ ଠକେଇ କରୁଥିବା ଗୋଟିଏ ଏଜେଣ୍ଟ କବଳରେ ପଡ଼ିଛନ୍ତି। ରୁଷ ଓ ବେଲାରୁଷ ମଧ୍ୟରେ ଥିବା…
ମୁମ୍ବାଇ : ବିଜେପିରେ ଯୋଗ ଦେଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ଗୃହମନ୍ତ୍ରୀ ଶିବରାଜ ପାଟିଲଙ୍କ ବୋହୂ ଅର୍ଚ୍ଚନା ପାଟିଲ ଚାକୁରକର। ଗତକାଲି ସେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କୁ ଭେଟିବା ପରେ ବିଜେପିରେ ସାମିଲ ହେବା ନେଇ…
ଗାଜିପୁର: ଗୁରୁବାର ରାତିରେ ହୃଦଘାତରେ ମୃତ୍ୟୁବରଣ କରିଥିବା ଉତ୍ତରପ୍ରଦେଶର ୬୦ ବର୍ଷୀୟ ଗ୍ୟାଙ୍ଗଷ୍ଟର-ରାଜନେତା ମୁଖତାର ଅନସାରୀଙ୍କର ଆଜି କଡ଼ା ସୁରକ୍ଷା ମଧ୍ୟରେ ଗାଜିପୁରରେ ଅନ୍ତିମ ସଂସ୍କାର ହୋଇଯାଇଛି। ଅନସାରୀଙ୍କ ଅନ୍ତିମ ସଂସ୍କାରରେ ଭାଗ ନେବାକୁ ବହୁ ସଂଖ୍ୟାରେ ଲୋକ ଏକତ୍ରିତ ହୋଇଥିଲେ,…
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଦିନ ବିଜେପିର ବରିଷ୍ଠ ନେତା ଏଲ.କେ ଆଡଭାନୀ, ଭାରତର ପୂର୍ବତନ ତଥା ପଞ୍ଚମ ପ୍ରଧାନମନ୍ତ୍ରୀ ଚୌଧୁରୀ ଚରଣ ସିଂ, ପୂର୍ବତନ ପ୍ରଧାନମନ୍ତ୍ରୀ ପି.ଭି ନରସିଂହ ରାଓ, ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୁରୀ ଠାକୁର ଏବଂ…
ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ୨୦୨୪ ପାଇଁ ଇସ୍ତାହାର ପ୍ରସ୍ତୁତ କରିବା ପାଇଁ ବିଜେପି ଏକ ନିର୍ବାଚନୀ ଇସ୍ତାହାର କମିଟି ଗଠନ କରିଛି। ଏହି କମିଟିରେ କିଏ ନେତା ଅଛନ୍ତି ତାହା ଶନିବାର ଘୋଷଣା କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ…
ଭୁବନେଶ୍ବର: ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ୫ଟି ସହରରେ ତାପମାତ୍ରା ୪୦ ଡ଼ିଗ୍ରି ଛୁଇଁଛି। ଟିଟଲାଗଡ଼, ବଲାଙ୍ଗୀର, ବୌଦ୍ଧ, ଭବାନୀପାଟଣା ଏବଂ ନୟାଗଡ଼ରେ ଆଜି ଦିନର ସର୍ବୋଚ୍ଚ ତାପମାତ୍ରା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା…
ଭୁବନେଶ୍ୱର: ବିଜୁ ଯୁବ ଜନତା ଦଳର ନିର୍ବାଚନୀ ପ୍ରସ୍ତୁତି ବୈଠକ ଆଜି ଶଙ୍ଖଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଜୁ ଯୁବ ଜନତା ଦଳର ସଭାପତି ତଥା ବିଧାୟକ ଡଃ ବ୍ୟୋମକେଶ ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଜୁ ଯୁବ…
ପୁରୀ: ଆଗାମୀ ସାଧାରଣ ନିର୍ବାଚନରେ ବିଜେଡିର କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ଅଂଶୁମାନ ମହାନ୍ତି ଆଜି ଅପରାହ୍ଣରେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ଲୋକସଭା ନିର୍ବାଚନରେ କେନ୍ଦ୍ରାପଡ଼ାରୁ ଜିତିବା ନେଇ ଶକ୍ତି ଓ ସାମର୍ଥ୍ୟ ପାଇଁ ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ଶ୍ରୀଜିଉଙ୍କୁ…