March 2024

ପିକ ଅପ୍ ଭ୍ୟାନ ଓଲଟି ୩ ମୃତ, ୧୫ ବରଯାତ୍ରୀ ଗୁରୁତର

ରାଉରକେଲା: ପିକ ଅପ୍ ଭ୍ୟାନ ଓଲଟି ୩ ମୃତ, ୧୫ ବରଯାତ୍ରୀ ଗୁରୁତର। ଗୁରୁତରଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ପଠାଯାଇଛି। ସୂଚନା ଅନୁଯାୟୀ, ଝାରଖଣ୍ଡରୁ ବରଯାତ୍ରୀ ଦଳ ଲାଠିକଟା ଥାନାର ଅଟାଘାଟ ଅଞ୍ଚଳକୁ ଆସୁଥିଲେ। ଭାରସାମ୍ୟ ହରାଇ ଗାଡ଼ିଟି ମୁଣ୍ଡାଜୋର ନିକଟରେ…

ଅଫିମ ଚାଲାଣ ବେଳେ ଦୁଇ ଗିରଫ, ୧୦ କେଜି ୫୦୮ ଗ୍ରାମ୍ ଅଫିମ ଜବତ

ଭୁବନେଶ୍ବର: ବେଆଇନ ଅଫିମ ଚାଲାଣ ବେଳେ କାବୁ କଲା ଏସଟିଏଫ । ରାଉରକେଲା ପାନପୋଷରେ ୧୦ କେଜି ୫୦୮ ଗ୍ରାମ୍ ଅଫିମ ଜବତ କରିବା ସହିତ ଦୁଇ ଜଣ ଆନ୍ତଃରାଜ୍ୟ ନିଶା ମାଫିଆଙ୍କୁ ଗିରଫ କରିଛି ଏସଟିଏଫ୍ । ଗିରଫ ଅଭଯୁକ୍ତ…

ଲୋକସଭା ନିର୍ବାଚନ: ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ, ୱାୟନାଡରୁ ଲଢ଼ିବେ ରାହୁଲ

ଆସନ୍ତା ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ। ଉଚ୍ଚସ୍ତରୀୟ ବୈଠକ ଓ ଇଣ୍ଡିଆ ମେଣ୍ଟରେ ଥିବା ସଦସ୍ୟଙ୍କ ସହ ଆଲୋଚନା କରିବା ପରେ କଂଗ୍ରେସ ୩୯ ଜଣ ପ୍ରାର୍ଥୀଙ୍କ ନାଁ ସାର୍ବଜନୀନ କରିଛି। ତେବେ…

୩ ଦିନ ପରେ ରାଜ୍ୟରେ ବଢ଼ିବ ତାତି !

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଗୁରୁଚାପ ବଳୟ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିବ। ଯେଉଁଥିପାଇଁ ରାଜ୍ୟରେ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାପରେ ମଧ୍ୟ ଦିନ…

ଓଡ଼ିଶାରୁ ଫେରି ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଉଚ୍ଚ ପ୍ରଶଂସା କଲେ ବିଲ୍ ଗେଟସ

ଓଡ଼ିଶାରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ। ଓଡ଼ିଶା ଗସ୍ତର ଅଭିଜ୍ଞତାକୁ ଉଲ୍ଲେଖ କରିଛନ୍ତି। ଓଡ଼ିଶା ଗସ୍ତରୁ ତାଙ୍କୁ ପ୍ରେରଣା ମିଳିଥିବା କହିଛନ୍ତି। ଗତ ୨୪ ବର୍ଷ ଭିତରେ ନବୀନ…

‘ବିଜୁ ଜନତା ଦଳ ଏକ ରାଜନୈତିକ ଦଳ ନୁହେଁ, ଏହା ଏକ ସାମାଜିକ ଆନ୍ଦୋଳନ’

ଭୁବନେଶ୍ବର: ନୂଆ ଓଡ଼ିଶା ଗଠନ ହେବା ନେଇ 5-T ତଥା ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ କହିଛନ୍ତି ଯେ, ମହିଳା ମାନଙ୍କ ଆର୍ଥିକ, ସାମାଜିକ ଓ ରାଜନୈତିକ ସଶକ୍ତିକରଣ କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ଜନତା…

ନିର୍ବାଚନୀ ବଣ୍ତ: ସୋମବାର SBIର ଆବେଦନ ଶୁଣିବେ ସୁପ୍ରିମକୋର୍ଟ

ନିର୍ବାଚନୀ ବଣ୍ଡ ସମ୍ପର୍କରେ ବିସ୍ତୃତ ତଥ୍ୟ ସାର୍ବଜନୀନ କରିବାକୁ ଏସ୍‌ବିଆଇ ମାଗିଥିବା ଅଧିକ ସମୟ ସଂକ୍ରାନ୍ତ ଆବେଦନ ଉପରେ ଶୁଣାଣି କରିବେ ସୁପ୍ରିମକୋର୍ଟ। ଆସନ୍ତା ମାର୍ଚ୍ଚ ୧୧ ତାରିଖରେ ସର୍ବୋଚ୍ଚ ଅଦାଲତ ଏସବିଆଇର ସମୟ ବୃଦ୍ଧି ଆବେଦନର ଶୁଣାଣି କରିବାକୁ ଦିନ…

ଚାରି ଦିନିଆ ଓଡ଼ିଶା ଗସ୍ତରେ ଜଷ୍ଟିସ ଅରିଜିତ ପଶାୟତ: ରତ୍ନଭଣ୍ଡାର ଓ କଳାଧନ ନେଇ କରିବେ ସମୀକ୍ଷୀ

ଭୁବନେଶ୍ବର: ଆଜି ଠାରୁ ଚାରିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜଷ୍ଟିସ ଅରିଜିତ ପଶାୟତ। ସନ୍ଧ୍ୟାରେ ସେ ଭୁବନେଶ୍ବରରେ ପହଞ୍ଚିବେ। ଏହାପରେ ୮ ତାରିଖ ସକାଳୁ ପୁରୀ ଗସ୍ତରେ ଯାଇ ଜଗନ୍ନାଥଙ୍କ ଦର୍ଶନ କରିବେ। ଏହା ସହ ଦିନ ୨ ଟା ବେଳେ…

ଆଭାସୀ ମାଧ୍ୟମରେ ଜିଲ୍ଲାସ୍ତରୀୟ ନିର୍ବାଚନ ପ୍ରସ୍ତୁତି ସମୀକ୍ଷା

ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାସ୍ତରୀୟ ନିର୍ବାଚନ ପ୍ରସ୍ତୁତି ସମ୍ପର୍କରେ ଆଭାସୀ ମାଧ୍ୟମରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକଫର ଏନ୍‌. ତିରୁମାଲା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଭାସୀ…

ମହାଶିବରାତ୍ରୀ ଶୋଭାଯାତ୍ରାରେ ଅଘଟଣ: କରେଣ୍ଟ ଲାଗି ୧୪ ପିଲା ହସ୍ପିଟାଲରେ ଭର୍ତ୍ତି

ରାଜସ୍ଥାନର କୋଟାରେ ବଡ଼ ଅଘଟଣ ଘଟିଛି। ଆଜି ମହାଶିବରାତ୍ରୀ ପାଇଁ ପ୍ରୋସେସନ ବା ଶୋଭାଯାତ୍ରା ଚାଲିଥିବା ବେଳେ ୧୪ ଜଣ ପିଲା କରେଣ୍ଟ ମାଡ଼ର ଶିକାର ହୋଇଛନ୍ତି। କରେଣ୍ଟ ମାଡ଼ରେ ଆହତ ହୋଇଥିବା ୧୪ ଜଣଙ୍କୁ ତୁରନ୍ତ ଶୋଭାଯାତ୍ରା ସ୍ଥଳରୁ ଉଦ୍ଧାର…