March 2024

ମହାନଦୀରୁ ୬୦ରୁ ଉର୍ଦ୍ଧ୍ୱ ନାଗମୂର୍ତ୍ତି ସହ ୨ଟି ବୃଷଭ ମୂର୍ତ୍ତି ଉଦ୍ଧାର

ବାଙ୍କୀ : ଆଜି ହେଉଛି ପବିତ୍ର ମହା ଶିବରାତ୍ରୀ । ସେଥିପାଇଁ ଚଳଚଞ୍ଚଳ ହୋଇ ଉଠୁଛି ସାରା ସହର । ଦେବ ଦେବ ମହାଦେବଙ୍କ ପୂଜା ପାଇଁ ସବୁଠି ଉତ୍ସବ ମୁଖର ପରିବେଶ । ଓଁ ନମଃ ଶିବାୟ ଧ୍ୱନିରେ ପ୍ରକମ୍ପିତ…

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ବିଜୟ ମହାପାତ୍ର

ଭୁବନେଶ୍ୱର: ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଗତକାଲି ବିଜେଡିରେ ଯୋଗ ଦେଇଥିଲେ । ଆଜି ବିଜୟ ମହାପାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି,‘‘ମୁଖ୍ୟମନ୍ତ୍ରୀ ପୁଅକୁ ଆଶୀର୍ବାଦ ଦେଲେ, ଭଲ ହେଲା ।…

ରାଜ୍ୟସଭାକୁ ମନୋନୀତ ହେଲେ ସୁଧା ମୂର୍ତ୍ତି

ରାଜ୍ୟସଭାକୁ ମନୋନୀତ ହେଲେ ପ୍ରସିଦ୍ଧ ଉଦ୍ୟୋଗପତି ତଥା ଇନଫୋସିସର ଚେୟାରମ୍ୟାନ ନାରାୟଣ ମୂର୍ତ୍ତିଙ୍କ ପତ୍ନୀ ତଥା ପ୍ରଖ୍ୟାତ୍‌ ଲେଖିକା ସୁଧା ମୂର୍ତ୍ତି। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟସଭା ପାଇଁ ମନୋନୀତ କରିଛନ୍ତି। ଏନେଇ ଟ୍ୱିଟ୍‌ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ବିଜେଡି-ବିଜେପି ମେଣ୍ଟ: ଛିଣ୍ଡୁନି ଅଙ୍କ, ଏକାକୀ ଲଢ଼ିବା ନେଇ ଚର୍ଚ୍ଚା

ଭୁବନେଶ୍ବର: ରାଜ୍ୟ ରାଜନୀତି ବେଶ କିଛି ଦିନ ହେବ ସରଗରମ ଥିଲା । ଶୁଣିବାକୁ ମିଳୁଥିଲା ଉଭୟ କେନ୍ଦ୍ର ରାଜ୍ୟ ମିଶି ଚଳିତ ନିର୍ବାଚନ ଲଢ଼ିବେ । ଅର୍ଥାତ ବିଜେଡି-ବିଜେପି ମେଣ୍ଟ କରିବେ । ଭୁବନେଶ୍ବରରୁ ଆରମ୍ଭ କରି ଦିଲ୍ଲୀ ପର୍ଯ୍ୟନ୍ତ…

ଲଘୁ ଖଣିଜ ପରିବହନକାରୀ ଟ୍ରକ ଧର୍ମଘଟ ପ୍ରତ୍ୟାହୃତ

ଭୁବନେଶ୍ୱର: ପାଞ୍ଚ ଦିନ ପରେ ଲଘୁ ଖଣିଜ ଦ୍ରବ୍ୟ ପରିବହନକାରୀ ଟ୍ରକ ଧର୍ମଘଟ ପ୍ରତ୍ୟାହାର ହୋଇଛି । ବିଭିନ୍ନ ଦାବି ନେଇ ସରକାରଙ୍କ ସହ ଆଲୋଚନା ସଫଳ ହେବା ପରେ ଆଜି ମଧ୍ୟାହ୍ନରୁ ଧର୍ମଘଟ ପ୍ରତ୍ୟାହାର ହୋଇଛି । ଏନେଇ ଖୋର୍ଦ୍ଧା…

କମିଲା ଏଲ୍‌ପିଜି ସିଲିଣ୍ଡର ଦର

ମହିଳା ଦିବସରେ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା। କମିଲା ଏଲ୍‌ପିଜି ସିଲିଣ୍ଡର ଦର। ସିଲିଣ୍ଡର ପିଛା ୧୦୦ ଟଙ୍କା ହ୍ରାସ ପାଇଛି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ତ୍ତମାନ ଏଲପିଜି ଗ୍ୟାସ ମୂଲ୍ୟରେ ୧୦୦ ଟଙ୍କା ରିହାତି…

ବ୍ରାହ୍ମଣୀ ନଦୀରେ ଶୌଚ ହେବା ବେଳେ ଝାମ୍ପିନେଲା କୁମ୍ଭୀର

କେନ୍ଦ୍ରାପଡ଼ା: ଶୌଚ ପାଇଁ ଯିବା ହେଲା କାଳ । ବ୍ୟକ୍ତିଙ୍କୁ ଟାଣିନେଲା କୁମ୍ଭୀର । କିଛି ସମୟ ଭିତରେ ଘଟିଗଲା ବଡ଼ ଅଘଟଣ । କେନ୍ଦ୍ରାପଡ଼ା ରାଜନଗର ଥାନା ଦକ୍ଷିଣଭେଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ହଂସୁଆ ନଦୀରେ…

କପିଳାସରେ ରାତି ୩ଟା ୫୫ରେ ଉଠିବ ମହାଦୀପ

ଢେଙ୍କାନାଳ: ଚଳଚଞ୍ଚଳ ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସ । ଶିବରାତ୍ରି ପାଇଁ କପିଳାସଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଗହଳି ଲାଗିଛି । ମହା ଶିବରାତ୍ରି ଉପଲକ୍ଷେ ପ୍ରସିଦ୍ଧ ଜାଗର ଯାତ୍ରା ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି।…

ଦେଶ ଛାଡିବାକୁ ଚାହୁଁଛନ୍ତି ରାଜୀବ ଗାନ୍ଧିଙ୍କ ହତ୍ୟାକାରୀ

ଦେଶ ଛାଡିବାକୁ ଚାହୁଁଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧି ହତ୍ୟାକାଣ୍ଡ ମାମଲାର ଦୋଷୀ ଏସ୍. ନଳିନୀ। ସେ ବ୍ରିଟେନ୍‌ରେ ନିଜ ଝିଅ ସହ ମିଶି ରହିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏଥିପାଇଁ ସେ ମଡ୍ରାସ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ପାସପୋର୍ଟ ପାଇବା…

ଓଁ ନମଃ ଶିବାୟ ଧ୍ୱନିରେ କମ୍ପୁଛି ଶିବାଳୟ

ଭୁବନେଶ୍ବର: ଆଜି ଜାଗର,ଚଳଚଞ୍ଚଳ ପ୍ରମୁଖ ଶୈବପୀଠ । ରାଜ୍ୟର ତିନି ପ୍ରମୁଖ ଶୈବପୀଠ ଶ୍ରୀଲିଙ୍ଗରାଜ ମନ୍ଦିର, ଧବଳେଶ୍ୱର, ଲୋକନାଥ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଦେଖିବାକୁ ମିଳିଛି । ଧାଡିରେ ଛିଡ଼ା ହୋଇ ଓମ୍ ନମଃ ଶିବାୟ କହୁଛନ୍ତି ଭକ୍ତ…