ବିଜେପି ସହ ଆସନ ବୁଝାମଣା: ଦିଲ୍ଲୀ ଗଲେ ପାଣ୍ଡିଆନ ଓ ବବି
ଭୁବନେଶ୍ବର : ଦୀର୍ଘ ୧୫ବର୍ଷ ପରେ ବିଜେପି ନେତୃତ୍ୱାଧୀନ ଏନଡିଏ ମେଂଟକୁ ଫେରିବ ବିଜେଡି । ଗତକାଲି ଦୁଇଦଳ ଭିନ୍ନ ଭିନ୍ନ ବୈଠକ କରି ଦଳୀୟ ନେତାମାନଙ୍କୁ ସମ୍ଭାବ୍ୟ ମେଂଟ ସମ୍ପର୍କରେ ଆନୁଷ୍ଠାନିକ ଭାବେ ଅବଗତ କରିବା ପରେ ଆଜି ଏହି…
ଭୁବନେଶ୍ବର : ଦୀର୍ଘ ୧୫ବର୍ଷ ପରେ ବିଜେପି ନେତୃତ୍ୱାଧୀନ ଏନଡିଏ ମେଂଟକୁ ଫେରିବ ବିଜେଡି । ଗତକାଲି ଦୁଇଦଳ ଭିନ୍ନ ଭିନ୍ନ ବୈଠକ କରି ଦଳୀୟ ନେତାମାନଙ୍କୁ ସମ୍ଭାବ୍ୟ ମେଂଟ ସମ୍ପର୍କରେ ଆନୁଷ୍ଠାନିକ ଭାବେ ଅବଗତ କରିବା ପରେ ଆଜି ଏହି…
ପୋଲସରା: ଗଞ୍ଜାମ ଜିଲ୍ଲା ପୋଲସରା ଥାନା ନିମିନା ପଞ୍ଚାୟତ ସାନ ବରଗାଁ ଗ୍ରାମ ବାଲିହତାରେ ଏକ ଅଭାବନୀୟ ଘଟଣା ଘଟିଛି। ଆଜି ସନ୍ଧ୍ୟାରେ ଘରର ଗୋଟିଏ କୋଠରିରୁ ମା’-ଝିଅଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।…
ବରଗଡ଼ : ବରଗଡ଼ ଜିଲ୍ଲା ଝାରବନ୍ଧ ଥାନା ଶାଖାଡୁଙ୍ଗୁରୀ ଗାଁର ମୁକୁନ୍ଦ ବନଛୋର ତାଙ୍କ ୯ ବର୍ଷର ନାତୁଣୀଙ୍କୁ ସରକାରଙ୍କ ହାତରେ ଟେକି ଦେଇଛନ୍ତି। ଗୋଟିଏ ପଟେ ଦାରିଦ୍ର୍ୟ ଓ ଅନ୍ୟପଟେ ଜୀବନର ଅନ୍ତିମ ପାହାଚରେ ପହଞ୍ଚି ସାରିଥିବା ମୁକୁନ୍ଦ ତାଙ୍କ…
ବାଂସୱାଡା: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦିନ ଭାରତ ଯୋଡୋ ନ୍ୟାୟ ଯାତ୍ରା ରେ ରାଜସ୍ଥାନରେ ବାଂସୱାଡାରେ ଏକ ରାଲିରେ ଯୁବବର୍ଗଙ୍କୁ ପ୍ରଥମ ଚାକିରି ତଥା ସାମାଜିକ ସୁରକ୍ଷା ନିଶ୍ଚିତ କରିବାକୁ ପ୍ରତିଶ୍ରୁତିର ୫ ଗ୍ୟାରେଣ୍ଟି ଦେଇଛନ୍ତି। ସେ କହିଛନ୍ତି…
ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଓ ଜୋ ବାଇଡେନ୍ଙ୍କ ମଧ୍ୟରେ ଦେଖିବାକୁ ମିଳିବ ଜୋରଦାର ଲଢ଼େଇ । କାରଣ ରାଷ୍ଟ୍ରପତି ରେସ୍ରୁ ରିପବ୍ଲିକାନ୍ ପାର୍ଟିରୁ ପ୍ରତିଦ୍ୱନ୍ଦ୍ୱି ନିକ୍କି ହାଲି ବାହାର ହୋଇଛନ୍ତି। ତାଙ୍କୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ…
କୋଲକାତା : କଲିକତା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅଭିଜିତ ଗଙ୍ଗୋପାଧ୍ୟାୟଙ୍କୁ ଖୋଲା ଚେତାବନୀ ଦେଇଛନ୍ତି ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଜଷ୍ଟିସ ଅଭିଜିତ ବିଜେପିରେ ମିଶିବା ପରେ ମମତା ତାଙ୍କ ଉପରେ ବାଲାଷ୍ଟିକ ଆଟାକ କରିଛନ୍ତି। ଅନ୍ତର୍ଜାତୀୟ ମହିଳା ଦିବସର…
କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ପାଇଁ ଖୁସି ଖବର। ସରକାର ସେମାନଙ୍କ ମହଙ୍ଗା ଭତ୍ତା ବା DA ବଢ଼ାଇଛନ୍ତି। ଆଜି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ଏହି ସୂଚନା ଦେଇଛନ୍ତି। କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନ୍ସନ୍ଭୋଗୀଙ୍କ ମହଙ୍ଗା ଭତ୍ତାକୁ…
ନୂଆଦିଲ୍ଲୀ:ଆଉ କିଛି ସପ୍ତାହ ପରେ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ। ପ୍ରାୟ ଅଧିକାଂଶ ରାଜନୀତିକ ଦଳ ଏଥିପାଇଁ ନିଜର ପ୍ରସ୍ତୁତିକୁ ଚୂଡ଼ାନ୍ତ କରି ସାରିଲେଣି। କେନ୍ଦ୍ରରେ କ୍ଷମତାସୀନ ବିଜେପି ପ୍ରଥମ ପର୍ଯ୍ୟାୟରେ ୧୯୫ ଜଣ ପ୍ରାର୍ଥୀଙ୍କ ନାଁ ମଧ୍ୟ…
ନୂଆଦିଲ୍ଲୀ: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମୋଦୀ ସରକାର ଉଜ୍ଜ୍ୱଳା ଯୋଜନାକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଉଜ୍ଜଳା ଯୋଜନାରେ ଦିଆଯାଉଥିବା ୩୦୦ ଟଙ୍କାର ସବସିଡି ଆସନ୍ତା ୧ ବର୍ଷ ପାଇଁ ଜାରି ରହିବ । ଏବେ ୩୧ ମାର୍ଚ୍ଚ…
କୋଲକାତା : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି ଯେ ବିଜେପି ସନ୍ଦେଶଖାଲିକୁ ନେଇ ଗୁଜବ ପ୍ରଚାର କରୁଛି। ଲୋକସଭା ନିର୍ବାଚନର ଆନୁଷ୍ଠାନିକ ଘୋଷଣା ପୂର୍ବରୁ କୋଲକାତାରେ ଆୟୋଜିତ ଏକ ମହିଳା ଅଧିକାର ରାଲିକୁ ସମ୍ବୋଧିତ କରିବା ସମୟରେ ମମତା…