March 2024

ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ, ଜମି ପଟ୍ଟା ପାଇଁ ନେଉଥିଲେ ଲାଞ୍ଚ

ଗଞ୍ଜାମ: ଭିଜିଲାନ୍ସ ଜାଲରେ ରାଜସ୍ବ ନିରୀକ୍ଷକ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ । ଅଭିଯୁକ୍ତ ହେଲେ ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ତହସିଲର ରାଜସ୍ବ ନିରୀକ୍ଷକ ପ୍ରମୋଦ କୁମାର ବେହେରା । ଏହି ଘଟଣାରେ…

ବିରୋଧୀ ଥିବା ଟିଏମପି ଏବେ ଶାସକ ବିଜେପିରେ ମିଶିବ, ମିଳିବ ମନ୍ତ୍ରୀ ପଦ

ତ୍ରିପୁରାର ପ୍ରମୁଖ ବିରୋଧୀ ଦଳ ତଥା ରାଜ ପରିବାରର ସଦସ୍ୟ ପ୍ରଦ୍ୟୋତ କିଶୋର ଦେବବର୍ମାଙ୍କ ତିପ୍ରା ମୋଥା ଦଳ(ଟିଏମପି) ନିଜର ପଟ ପରିବର୍ତ୍ତନ କରିଛି। ମାର୍ଚ୍ଚ ୨ରେ କେନ୍ଦ୍ର ଓ ତ୍ରୁପୁରା ସରକାରଙ୍କ ସହ ଗୋଟିଏ ତ୍ରିପାକ୍ଷିକ ଚୁକ୍ତି ସ୍ୱାକ୍ଷରିତ କରିଥିବା…

ପ୍ରୟାସକାନ୍ତି ସାମଲଙ୍କୁ ପ୍ରାୟ ୧୮ ଘଣ୍ଟାର ଜେରା: ଭୋର ସାଢ଼େ ୪ଟାରେ ଛାଡ଼ିଲା ଇଡି

ଭୁବନେଶ୍ବର: ବରପଦା ଇଞ୍ଜିନିୟରିଂ କଲେଜର ଜମି ଦୁର୍ନୀତି ମାମଲାରେ ଇଡିରେ ହାଜର ହୋଇଥିବା ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କୁ ପ୍ରାୟ ୧୮ ଘଣ୍ଟାର ଜେରା କରାଯାଇଥିଲା। ଆଜି ଭୋର ସାଢ଼େ ୪ଟାରେ ପ୍ରୟାସକାନ୍ତି ଇଡି…

ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଫେଲୋସିପ୍‌ ପ୍ରୋଗ୍ରାମର ଶୁଭାରମ୍ଭ, ଓଡ଼ିଶା ବ୍ରାଣ୍ଡକୁ ପ୍ରୋତ୍ସାହିତ କରିବାରେ ହେବ ସହାୟକ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିବା ମୁଖ୍ୟମନ୍ତ୍ରୀ ଦକ୍ଷତା ବିକାଶ ଫେଲୋସିପ୍‌ର ଶୁଭାରମ୍ଭ କରାଯାଇଛି। ଏହି ଫେଲୋସିପ୍‌ ଆଶାୟୀ ବ୍ୟକ୍ତିମାନଙ୍କୁ ଫ୍ଲାଗସିପ୍‌ ଯୋଜନା ଏନ୍‌.ୟୁ.ଏ…

ଦେଶର ପ୍ରଥମ ଅଣ୍ଡରୱାଟର୍ ମେଟ୍ରୋ ଟନେଲ ଉଦଘାଟିତ

ପାଣି ଭିତରେ ଦୌଡିବ ମେଟ୍ରୋ। ଦେଶର ପ୍ରଥମ ଅଣ୍ଡରୱାଟର ମେଟ୍ରୋ ଟନେଲ ଉଦଘାଟିତ। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୀର୍ଘଦିନର ଏହି ପ୍ରୋଜେକ୍ଟକୁ ଉଦଘାଟିତ କରିଛନ୍ତି। କୋଲକାତାରେ ହୁଗୁଳି ନଦୀ ଭିତରେ ୧୬.୬ କିଲୋମିଟର ପର୍ଯ୍ୟନ୍ତ ଏହି ଅଣ୍ଡରୱାଟର ମେଟ୍ରୋ ଟନେଲ…

ଆଜି ପଙ୍କୋଦ୍ଧାର ଏକାଦଶୀ; ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଲୋକନାଥ

ପୁରୀ: ଆଜି ହେଉଛି ଫାଲଗୁନ ମାସ କୃଷ୍ଣପକ୍ଷ ଦଶମୀ ତିଥି । ଆଜି ପୁରୀ ରେ ଶ୍ରୀଲୋକନାଥଙ୍କ ପୀଠରେ ପଙ୍କୋଦ୍ଧାର ଏକାଦଶୀ ପାଳିତ ହେଉଛି । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଭାବେ ପରିଚିତ ଶ୍ରୀଲୋକନାଥ ଦେବଙ୍କ ପୀଠରେ ଆଜିର ଦିନର…

୩ ଔଷଧର ବ୍ୟବହାର ଉପରେ ଲାଗିଲା ରୋକ

ମେଗ ଲାଇଫ ସାଇନ୍ସ ପକ୍ଷରୁ ଉତ୍ପାଦନ ହେଉଥିବା ସମସ୍ତ ଔଷଧର ସେବନ ଓ ବ୍ୟବହାର ବିରୋଧରେ ଲୋକଙ୍କୁ ସତର୍କ କରାଇଛି ତେଲଙ୍ଗାନା ସରକାର। କମ୍ପାନୀ ପକ୍ଷରୁ ମାର୍କେଟରେ ବିକ୍ରି ହେଉଥିବା MPOD 200, MEXCLAV 625, and CEFOXIM-CVରେ କୌଣସି ପ୍ରକାରର…

ଜେଜେବାପାଙ୍କ ଶୁଦ୍ଧିକ୍ରିୟା ସାରି ନଦୀରେ ଶୌଚ ହେଉଥିବା ବେଳେ ଭାସିଗଲା ନାତି

କେନ୍ଦ୍ରାପଡା : ଜେଜେ ବାପାଙ୍କ ଶୁଦ୍ଧିକ୍ରିୟା ସାରି ଶୌଚ ହେଉଥିବା ବେଳେ ନଦୀରେ ଭାସିଗଲା ନାତି। କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ମଙ୍ଗରାଜପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମଙ୍ଗରାଜପୁର ଗାଁର ସୁଶାନ୍ତ ଗିରିଙ୍କ ପୁଅ ରାକେଶ…

ବସ୍ ଭଡ଼ା ପାଇଁ ୧୫ ଶହ ଟଙ୍କା ଦେଇ ଲୁଟି ନେଲେ ୯୦ ହଜାର ଟଙ୍କା

ଢେଙ୍କାନାଳ: ଦିନିକୁ ଦିନ ବଢିଚାଲିଛି ଲୁଟପାଟ୍। କେହି ଘରେ ପଶି ଲୁଟୁଛନ୍ତି ତ ଆଉ କିଛି ଲୋକଙ୍କୁ ନିଶା ଦେଇ ଲୁଟୁଛନ୍ତି ଲୁଟେରା। ଢେଙ୍କାନାଳରେ ଏପରି କିଛି ଦୃଶ୍ୟ ସାମ୍ନାକୁ ଆସିଛି। ବସ୍ ଭଡ଼ା ପାଇଁ ୧୫ ଶହ ଟଙ୍କା ଦେଇଥିଲେ…

ନକ୍ସଲ ଗତିବିଧିରେ ସାମିଲ ଥିଲେ ପତିପତ୍ନୀ, ଉଠାଇ ନେଲା ATS

ନକ୍ସଲ ଗତିବିଧିରେ ସାମିଲ ଥିଲେ ପତିପତ୍ନୀ। ଉଠାଇ ନେଲା ATS । ଏପରି ଏକ ଘଟଣା ଉତ୍ତରପ୍ରଦେଶରେ ଘଟିଛି। ATS ଦ୍ୱାରା ବନ୍ଧା ହୋଇଥିବା ଦମ୍ପତି ହେଲେ କୃପାଶଙ୍କର ସିଂହ ଓ ତାଙ୍କ ପତ୍ନୀ ବିନ୍ଦା ସୋନା । ଉଭୟ ପ୍ରତିବନ୍ଧିତ…