ଏପ୍ରିଲ ୨ରୁ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ

ଭୁବନେଶ୍ଵର: ଏପ୍ରିଲ ୨ରୁ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ । ନୂଆା ଶିକ୍ଷାବର୍ଷ ଏପ୍ରିଲର ଆାରମ୍ଭ ହୋଇ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଚାଲିବ । ସେହିଦିନ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସମ୍ମେଟିଭ୍‌ ଆସେସମେଣ୍ଟ ୨ ପରୀକ୍ଷା ଫଳ ପ୍ରକାଶ…

ରହସ୍ୟଜନକ ମୃତ୍ୟୁର ସମାଧାନ କଲା ରେଳ ଯାତ୍ରୀଙ୍କ ସେଲଫି

ଦୀର୍ଘ ଦିନ ଧରି ଗୋଟିଏ ରହସ୍ୟଜନକ ମୃତ୍ୟୁର ପର୍ଦ୍ଦାଫାସ ହୋଇଛି। ଜଣେ ରେଳ ଯାତ୍ରୀ ଉଠାଇଥିବା ସେଲଫି ଯୋଗୁ ମୃତ୍ୟୁ ପଛର କାରଣ ସାମ୍ନାକୁ ଆସିଛି। ମହରାଷ୍ଟ୍ର କଲ୍ୟାଣ ରେଳ ଷ୍ଟେସନରେ ଯାତ୍ରୀ ଉଠାଇଥିବା ସେଲଫିରେ ଗୋଟିଏ ଚୋର କଏଦ ହୋଇଥିଲା।…

ଯୁବକଙ୍କୁ ଘରୁ ଡାକିନେଲେ ନକ୍ସଲ, ପୁଲିସ ଇନଫର୍ମର ସନ୍ଦେହରେ ହତ୍ୟା କଲେ

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ସୀମାରେ ନକ୍ସଲ ପୁଣି ହଂସା ଘଟାଇଛନ୍ତି। ଜଣେ ଗ୍ରାମବାସୀକୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତ ବ୍ୟକ୍ତି ହେଲେ ଅଶୋକ ତାଲାଣ୍ଡି। ସୂଚନା ଅନୁସାରେ ଭାମରାଗଡ଼ ଥାନା ଅଂଚଳର ଦାମରାଞ୍ଚା ଗ୍ରାମର ନିବାସୀ…

ଓଡ଼ିଶାରେ ବେକାରି ସଂଖ୍ୟା ଅଧିକ: ଆଇଏଲଓ ରିପୋର୍ଟ

ନୂଆଦିଲ୍ଲୀ: ଇନଷ୍ଟିଚ୍ୟୁଟ୍ ଅଫ୍ ହ୍ୟୁମାନ୍ ଡେଭଲପମେଣ୍ଟ (ଆଇଏଚଡି) ସହଯୋଗରେ ଆନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲ୍ଏ) ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ ଦେଶରେ ବଢିଛି ବେକାରି ସମସ୍ୟା। ଏଥିରେ ଅଧିକାଂଶ ବେକାର ଯୁବକ ଶିକ୍ଷିତ, ଯେଉଁମାନେ ଚାକିରି ପାଇବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…

ଆସିଲା ସିବିଆଇର ତଦନ୍ତ ରିପୋର୍ଟ, ବିଜେପି ଏବେ ମନମୋହନଙ୍କୁ କ୍ଷମା ମାଗୁ କହିଲେ ସଞ୍ଜୟ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ବିଜେପି କ୍ଷମା ମାଗୁ ବୋଲି ଆଜି ଶିବସେନା(ୟୁବିଟି) ନେତା ସଞ୍ଜୟ ରାଉତ କହିଛନ୍ତି। ଏୟାର ଇଣ୍ଡିଆ ଓ ଇଣ୍ଡିଆନ ଏୟାରଲାଇନ୍ସ ମିଶ୍ରଣ ମାମଲା ବନ୍ଦ କରିବାକୁ ସିବିଆଇ ରିପୋର୍ଟ ଦେବା ପରେ ଶ୍ରୀ ରାଉତ ଏପରି…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ଦେବେଶ

ଭୁବନେଶ୍ବର: ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦେବେଶ ଆଚାର୍ଯ୍ୟଙ୍କ ନାଁ ପ୍ରାର୍ଥୀଭାବେ ଘୋଷଣା କରିଛନ୍ତି । ଏହାକୁ ମିଶାଇ କ୍ରମାଗତ ତିନି ଥର ହେବ ଦେବେଶ ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଲଢିବେ ।…

‘ପ୍ରତାପଙ୍କୁ କନ୍ଧମାଳରୁ ପ୍ରାର୍ଥୀ କରାଯାଉ’ : ଖାରବେଳ

ବାଲେଶ୍ବର: ବାଲେଶ୍ବର ଲୋକସଭା ଆସନରୁ ଟିକେଟ୍‌ ନ ମିଳିବାରୁ ପୁଣିଥରେ ନିଜର ଅସନ୍ତୋଷ ଜାହିର୍‌ କରିଛନ୍ତି ବିଜେପିର ପୂର୍ବତନ ସାଂସଦ ଖାରବେଳ ସ୍ବାଇଁ। ପ୍ରତାପ ଷଡ଼ଙ୍ଗୀଙ୍କୁ କନ୍ଧମାଳରୁ ପ୍ରାର୍ଥୀ କରି ତାଙ୍କୁ ବାଲେଶ୍ବରରୁ ପ୍ରତିଦ୍ବନ୍ଦ୍ବିତା ପାଇଁ ସୁଯୋଗ ମିଳୁ ବୋଲି କହିଛନ୍ତି।…

ସୁନା ଦର ୭୦ ହଜାର ଛୁଇଁଲା

ଭୁବନେଶ୍ଵର: ସୁନା ପିନ୍ଧିବାକୁ କାହାକୁ ବା ଭଲ ନ ଲାଗେ । ଖାସ କରି ମହିଳାଙ୍କ କ୍ଷେତ୍ରରେ । ସୁନା ଯେତେ ମହଙ୍ଗା ହେଲେ ମଧ୍ୟ ଲୋକମାନେ କିଣି ଥାଆନ୍ତି । ବିବାହ ଋତୁ ଆସିଲେ ସାଧାରଣତଃ ବଢିଯାଏ ସୁନା ଦର…

ଟିକେଟରୁ ବଞ୍ଚିତ ହେବା ପରେ ସୁରେଶଙ୍କ ସାମ୍ବାଦିକ ସମ୍ମିଳନୀ

ଝାରସୁଗୁଡ଼ା: ‘ଟିକେଟ ମିଳିଲେ ଉତ୍ସାହିତ ହେବାର ନାହିଁ କି ନ ମିଳିଲେ ଦୁଃଖ କରିବାର ନାହିଁ। ମୋ’ ଭବିଷ୍ୟତ ନିଷ୍ପତ୍ତି ବିଜେପିର କେନ୍ଦ୍ରୀୟ ନେତୃତ୍ବ ଉପରେ। ନିର୍ବାଚନ ଲଢ଼େ କି ନଲଢ଼େ କିନ୍ତୁ ଲୋକଙ୍କ ପାଇଁ କାମ କରିବି।’ ଆଜି ଝାରସୁଗୁଡ଼ାସ୍ଥିତ…

ବିଜେପି ଛାଡିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ବାଲେଶ୍ଵର: ବିଜେପି ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ । ସେ ତାଙ୍କର ଇସ୍ତଫା ପତ୍ର ରାଜ୍ୟ ସଭାପତିଙ୍କ ମନମୋହନ ସାମଲଙ୍କ ନିକଟକୁ ପଠାଇଛନ୍ତି । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୁକାନ୍ତ ୨୦୧୯ରେ ବିଜେଡି ଛାଡ଼ି…