March 2024

ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ଆଇଆଇଟି ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ପାଇଁ ଗୁଣାତ୍ମକ ଓ ଅନ୍ତର୍ଭୁକ୍ତି ଶିକ୍ଷାକୁ ବ୍ୟାପକ କରିବା ଉଦ୍ଦେଶ୍ୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏବଂ ଆଇଆଇଟି-ଭୁବନେଶ୍ୱର ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ବିଭାଗୀୟ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ବୁଝାମଣାପତ୍ର ସ୍ୱାକ୍ଷର…

ଭିଡିଓ କନଫରେନ୍ସିଂ ଜରିଆରେ ଇଡି ପ୍ରଶ୍ନର ଉତ୍ତର ଦେବେ କେଜ୍ରିୱାଲ

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଅଷ୍ଟମ ସମନ ପରେ ବି ହାଜର ହେବେନି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଅବକାରୀ ଦୁର୍ନୀତି ମାମଲାରେ ଅଷ୍ଟମ ଥର ପାଇଁ ସମନ ପଠାଇଥିଲା ଇଡି । ହେଲେ ଅଷ୍ଟମ ଡାକରାକୁ ବେଆଇନ୍ ଦର୍ଶାଇଛନ୍ତି ଦିଲ୍ଲୀ…

ଜମ୍ମୁର କୁଖ୍ୟାତ ଅପରାଧୀ ରାଜେଶ ଡୋଗରା ଓରଫ ମୋହନର ମୃତ୍ୟୁ

ଶପିଂ ମଲ୍‌ ବାହାରେ ଫୁଟିଲା ଗୁଳି। ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ। ପାଖାପାଖି ୧୭ରୁ ୧୮ ରାଉଣ୍ଡ ହେଲା ଗୁଳିମାଡ। ଏଥିରେ ଟିଳିପଡିଛି ଜଣେ କୁଖ୍ୟାତ ଗ୍ୟାଙ୍ଗଷ୍ଟର୍‌। ସେପଟେ ଶପିଂ କରିବାକୁ ଆସିଥିବା ଲୋକେ ଭୟଭୀତ ହୋଇପଡିଛନ୍ତି। ପଞ୍ଜାବର ମୋହାଲିରେ ଘଟିଛି…

ରାଷ୍ଟ୍ରୀୟ ସମ୍ମାନ ସହ ସତ୍ୟନଗର ଶ୍ମଶାନରେ ଶୁଭଜିତର ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର : ନିଜ ୮ବର୍ଷର କୁନି ପୁଅକୁ ହରାଇ ଭାଙ୍ଗପଡିଛନ୍ତି ବାପା ମା । ଏଦୁନିଆ ଛାଡି ସବୁଦିନ ପାଇଁ ଚାଲିଯାଇଛି ପୁଅ । ହେଲେ ତାଙ୍କ ଦେହର ମୂଲ୍ୟବାନ ଅଙ୍ଗକୁ ଦାନ କଲେ ପରିବାର ଲୋକ । ପୁଅର ଦେହାନ୍ତରେ…

ଦଳୀୟ ଅଫିସ ଖାଲି କରିବା ପାଇଁ ଆପ୍‌କୁ କୋର୍ଟଙ୍କ ନିର୍ଦ୍ଦେଶ

ଅରବିନ୍ଦ କେଜ୍ରିୱାଲଙ୍କ ଆମ ଆଦମୀ ପାର୍ଟି(ଆପ୍‌)କୁ ଦଳୀୟ ଅଫିସ ଖାଲି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ରାଉଜ ଆଭିନ୍ୟୁ ଠାରେ ଥିବା ଆପ୍‌ର ଅଫିସକୁ ଜୁନ ୧୫ ସୁଦ୍ଧା ଖାଲି କରିବାକୁ ସର୍ବୋଚ୍ଚ ଅଦାଲତ କହିଛନ୍ତି। ଆପ୍‌ର ଅଫିସ ତିଆରି ହୋଇଥିବା…

ଅଭୟାରଣ୍ୟକୁ ପ୍ଲାଷ୍ଟିକ ମନା, ଏପ୍ରିଲ ପହିଲାରୁ କଟକଣା ଲାଗୁ

ଭୁବନେଶ୍ବର:- ଅଭୟାରଣ୍ୟ, ଜାତୀୟ ଉଦ୍ୟାନ, ବ୍ୟାଘ୍ର ସଂରକ୍ଷଣ ଅଂଚଳକୁ ପ୍ଲାଷ୍ଟିକ ଜିନିଷ ନେବା ଉପରେ ରୋକ ଲଗାଇଛନ୍ତି ସରକାର । ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଉପରେ ଆଜି ଏହି କଟକଣା ଜାରି କରିଛନ୍ତି । ଏନେଇ ବନ୍ୟପ୍ରାଣୀ ପିସିସିଏଫଙ୍କ ପକ୍ଷରୁ ନିର୍ଦ୍ଦେଶନାମା…

ଦିଲ୍ଲୀ ମହିଳାମାନଙ୍କୁ ପ୍ରତିମାସରେ ମିଳିବ ୧୦୦୦ ଟଙ୍କା

ନୂଆଦିଲ୍ଲୀ: ଦିଲ୍ଲୀ ମହିଳାମାନଙ୍କ ପାଇଁ ଖୁସି ଖବର। ଏଣିକି ଦିଲ୍ଲୀର ମହିଳାମାନଙ୍କୁ ପ୍ରତିମାସରେ ୧୦୦୦ଟଙ୍କା ଲେଖାଏଁ ମିଳିବ। ଦିଲ୍ଲୀର କେଜ୍ରିୱାଲ ସରକାର ୨୦୨୪ ମାର୍ଚ୍ଚ ୪ ତାରିଖ‌ରେ ସୋମବାର ଦିନ ୧୦ମ ବ‌ଜେଟ ଉପସ୍ଥାପନା କରିଛନ୍ତି। ଚଳିତଥର ଦିଲ୍ଲୀ ପାଇଁ ୭୬ହଜାର…

ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

କଟକ : ବାରବାଟି-କଟକ ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ହାଇକୋର୍ଟରେ ମାମଲା କରିଥିଲେ । ତେବେ…

ସାରା ଦେଶ କହୁଛି ମୁଁ ମୋଦିଙ୍କ ପରିବାର: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ତେଲେଙ୍ଗାନର ଆଦିଲାବାଦରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କୁ ଟାର୍ଗେଟ୍ କରିଛନ୍ତି । ମୋଦି କହିଛନ୍ତି,‘‘ ମୋ ପରିବାର ଯୋଗୁଁ ବିରୋଧୀ ମୋତେ ଟାର୍ଗେଟ୍ କରିଥିଲେ ।…

ଭିଜିଲାନ୍ସ ଜାଲରେ ଆଗଲପୁର ତହସିଲର ଅମିନ

ବଲାଙ୍ଗୀର: ଭିଜିଲାନ୍ସ ଜାଲରେ ଆଗଲପୁର ତହସିଲର ସେଟେଲମେଣ୍ଟ ଅମିନ । ବଲାଙ୍ଗିର ଜିଲ୍ଲା ଆଗଲପୁର ତହସିଲର ସେଟେଲମେଣ୍ଟ ଅମିନ ସଦାନନ୍ଦ ସାହୁ ଜଣେ ବ୍ୟକ୍ତିଙ୍କୁ ଜମି ପଟ୍ଟା ପ୍ରଦାନ ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ, କାବୁ କଲା ଭିଜିଲାନ୍ସ…