March 2024

ମହୁଆଙ୍କୁ ଝଟ୍‌କା, ଆବେଦନ ଖାରଜ କଲେ ହାଇକୋର୍ଟ

ତୃଣମୂଳ କଂଗ୍ରେସ ନେତ୍ରୀ ତଥା ବହିଷ୍କୃତ ସାଂସଦ ମହୁଆ ମୋଇତ୍ରାଙ୍କୁ ପୁଣି ଝଟ୍‌କା। ଲାଞ୍ଚ ନେବା ଅଭିଯୋଗକୁ ନେଇ କରାଯାଉଥିବା ବୟାନବାଜୀ ଉପରେ ରୋକ ଲଗାଇବା ପାଇଁ ସେ କରିଥିବା ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ବିଜେପି ସାଂସଦ ନୀଶିକାନ୍ତ…

ଭାଙ୍ଗିଲା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲ

କଳାହାଣ୍ଡି : ଭାଙ୍ଗିଲା ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲ । କଳାହାଣ୍ଡି କଳମପୁର ବ୍ଲକ ଦେପୁର ଗାଁ ନିକଟରେ ଭୁଶୁଡିଲା ମୁଖ୍ୟ କେନାଲ l ୨୦ ଫୁଟର ଘାଇ ହେବା ଫଳରେ ଗାଁ ଭିତରେ ପଶିଛି ପାଣି । ଜଳମଗ୍ନ ହୋଇଛି…

ISRO ମୁଖ୍ୟ ଏସ୍‌ ସୋମନାଥଙ୍କୁ କ୍ୟାନ୍‌ସର୍‌

ଇସ୍ରୋ ମୁଖ୍ୟ ଏସ୍‌ ସୋମନାଥଙ୍କୁ କ୍ୟାନ୍‌ସର। ଏକ ଇଣ୍ଟରଭ୍ୟୁରେ ଏନେଇ ସେ ଖୋଦ୍‌ ଜଣାଇଛନ୍ତି। ଭାରତର ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ୍‌-୧ ଲଞ୍ଚ ବେଳେ ତାଙ୍କୁ କ୍ୟାନ୍‌ସର୍‌ ହୋଇଥିବା ନେଇ ଜଣାପଡିଥିଲା ବୋଲି ସେ କହିଛନ୍ତି। ସେ କହିଛନ୍ତି, ଚନ୍ଦ୍ରଯାନ-୩ ମିଶନ…

ସରିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା, ମାର୍ଚ୍ଚ ୧୫ରୁ ଖାତାଦେଖା

ଭୁବନେଶ୍ଵର: ସରିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା । ଗତ ଫେବୃଆରୀ ୨୦ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଆଜି ଶେଷ ହୋଇଛି । ଶେଷ ଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେଇଛନ୍ତି ପରୀକ୍ଷାର୍ଥୀ । ଆସନ୍ତା ୧୫ରୁ ଖାତା ଦେଖା…

ଆପଣ ଜଣେ ମନ୍ତ୍ରୀ, ନିଜ ମନ୍ତବ୍ୟର ପରିଣାମ ଜାଣିବା ଉଚିତ୍ ଥିଲା : ଉଦୟନିଧି ଷ୍ଟାଲିନଙ୍କୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ତାମିଲନାଡୁ ମନ୍ତ୍ରୀ ଉଦୟନିଧି ଷ୍ଟାଲିନ ସନାତନ ଧର୍ମକୁ ନେଇ ଦେଇଥିବା ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ ତାଙ୍କୁ କଡ଼ା ସମାଲୋଚନା କରିଛନ୍ତି। ବାକ୍ ଓ ଅଭିବ୍ୟକ୍ତି ର ସ୍ୱାଧୀନତାର ଅଧିକାରର ଦୁରୁପଯୋଗ କରିବା ପରେ ସେ କାହିଁକି ତାଙ୍କ ପିଟିସନ ଆଣିଲେ…

ପଦ୍ମ ଧରିଲେ ପ୍ରେମାନନ୍ଦ ନାୟକ, ରାଜୁ ଦାସ ଓ ନରେନ ପଲେଇ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ଭୁଷୁଡିବାରେ ଲାଗିଛି କଂଗ୍ରେସ ଓ ବିଜେଡି ଶିବିର। କଂଗ୍ରେସ ଓ ବିଜେଡିର ଅନେକ ହେଭିୱେଟ୍ ନେତାମାନେ ବିଜେପିରେ ଯୋଗ ଦେଉଛନ୍ତି। ଯାହା କଂଗ୍ରେସ ଓ ବିଜେଡି ପାଇଁ ଚିନ୍ତାର କାରଣ ପାଲଟିଛି। ଆଜି ବିଜେପିରେ ସାମିଲ…

କେନ୍ଦ୍ରାପଡା ଜିଲ୍ଲା ଦେଇ ଗଡିବ ପାସେଞ୍ଜାର ଟ୍ରେନ

ଭୁବନେଶ୍ବର: କେନ୍ଦ୍ରାପଡ଼ାବାସୀଙ୍କୁ ମେମୁଟ୍ରେନ୍‌ ଉପହାର ମିଳିବ। ଜନସାଧାରଣଙ୍କର ଯାତାୟତ ସୁବିଧା ପାଇଁ କେନ୍ଦ୍ରାପଡ଼ାକୁ ଟ୍ରେନ୍‌ ନେଟୱର୍କ ସହିତ ଯୋଡ଼ାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୫ ତାରିଖରେ ମେମୁ ଟ୍ରେନ୍‌କୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିବେ। ଡିଆରଏମ୍‌ ଏସ୍‌ଏସ୍‌ ବାଜୱା…

ପୋଲିସ-ମାଓବାଦୀ ଗୁଳିବିନିମୟ, ଏନକାଉଣ୍ଟରରେ ହାର୍ଡକୋର ନକ୍ସଲ ନିହତ

ମାଲକାନଗିରି: ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ଏନକାଉଣ୍ଟରରେ ହାର୍ଡକୋର ମାଓବାଦୀ ନିହତ । ମାଲକାନଗିରି ସୀମାନ୍ତ ଛତିଶଗଡ଼ କାଙ୍କେ ଜିଲ୍ଲାର ଛୋଟେବେଠିଆ ଜଙ୍ଗଲରେ ପୋଲିସ୍- ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଘଟଣାସ୍ଥଳରୁ ଗୋଟିଏ ଏକେ- 47 ବନ୍ଧୁକ ଜବତ ହୋଇଛି…

ପୁଣି ପାକିସ୍ତାନ ପ୍ରଧାନମନ୍ତ୍ରୀ ହେବେ ଶେହବାଜ ଶରିଫ

ପୁଣିଥରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ହେବେ ଶେହବାଜ ଶରିଫ। ସେ ଦ୍ୱିତୀୟ ଥର ପାଇଁ ପାକିସ୍ତାନର ଶାସନ ଡୋର ନିଜ ହାତକୁ ନେବେ। ନବ ନିର୍ବାଚିତ ସଂସଦରେ ଅତି ସହଜରେ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ଶେହବାଜ ଶରିଫ ରବିବାର ଦ୍ୱିତୀୟ ଥର…

ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡ଼ିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ…