ରାଜନୀତିରୁ ସନ୍ନ୍ୟାସ ନେଲେ ହର୍ଷବର୍ଦ୍ଧନ
ରାଜନୀତିକୁ ଗୁଡ୍ବାଏ କହିଲେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ସାଂସଦ ଡଃ. ହର୍ଷବର୍ଦ୍ଧନ। ସେ ସକ୍ରିୟ ରାଜନୀତିରୁ ସନ୍ନ୍ୟାସ ନେଇଥିବା ଘୋଷଣା କରିଛନ୍ତି। ଏନେଇ ସେ ଟ୍ୱିଟ୍ କରି ଜଣାଇଛନ୍ତି। ବିଜେପି ଏଥର ଲୋକସଭା ନିର୍ବାଚନରେ ତାଙ୍କ ଟିକେଟ୍ କାଟିବା ପରେ…