ବଢ଼ିଲା ଗଣଶିକ୍ଷକଙ୍କ ଦରମା, ମାସିକ ଦରମା ୭ ହଜାରରୁ ୧୦ ହଜାରକୁ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଗଣଶିକ୍ଷକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି। ବଢ଼ିଲା ଗଣଶିକ୍ଷକଙ୍କ ଦରମା । ମାସିକ ଦରମା ୭ ହଜାରରୁ ୧୦ ହଜାରକୁ ବଢ଼ାଯାଇଛି । ଖାଲି ଏତିକି ନୁହେଁ OTET ପାସ୍ କରିଥିବା ଗଣଶିକ୍ଷକ ହେବେ ଏକ୍ସ କ୍ୟାଡର ସହକାରୀ ଶିକ୍ଷକ। OTET…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେଲେ ରାଷ୍ଟ୍ରପତି

ବ୍ରହ୍ମପୁର: ଓଡିଶା ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ବିଜୁ ପଟ୍ଟନାୟକ ଅଡିଟୋରିୟମରେ ଆୟୋଜିତ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ସାମିଲ ହେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିରେ ସ୍ୱର୍ଣ୍ଣ ପଦକ ପାଇବାକୁ ଥିବା ୧୦…

ହିମାଚଳ କଂଗ୍ରେସରେ ଫାଟ ଜଳଜଳ: ବିଜେପି କାମକୁ ପ୍ରଶଂସା କଲେ ଦଳର ରାଜ୍ୟ ମୁଖିଆ

ହିମାଚଳରେ କ୍ଷମତାସୀନ କଂଗ୍ରେସରେ ସୃଷ୍ଟି ହୋଇଥିବା ସଙ୍କଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦିନକ ତଳେ ଦଳର ପର୍ଯ୍ୟବେକ୍ଷକ ସବୁ କିଛି ଠିକ ଠାକ ହୋଇ ସାରିଥିବା କହିଥିଲେ। କିନ୍ତୁ କଂଗ୍ରେସର ହିମାଚଳ ମୁଖ୍ୟ ପ୍ରତିଭା ସିଂହ ଖୋଲାଖୋଲି ବିଦ୍ରୋହ ଘୋଷଣା…

କଂଗ୍ରେସ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ

ଭୁବନେଶ୍ୱର: ଆଗକୁ ଆସୁଛି ନିର୍ବାଚନ । ଏହି ସମୟରେ ନେତା କର୍ମୀଙ୍କ ଚାଲିଛି ଦଳ ଅଦଳ ବଦଳ । ଏବେ କଂଗ୍ରେସରୁ ମୁହଁ ଫେରାଇ ନେଇଛନ୍ତି ରଜତ ଚୌଧୁରୀ । କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପିସିସି ଉପସଭାପତି ରଜତ ଚୌଧୁରୀ ।…

ଜେଏନ୍‌ୟୁ ହିଂସା: ଏବିଭିପି ଓ ବାମପନ୍ଥୀ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ବିବାଦ

ନୂଆଦିଲ୍ଳୀ: ଦିଲ୍ଳୀର ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଗୁରୁବାର ବିଳମ୍ବିତ ରାତିରେ ବିବାଦ ଦେଖିବାକୁ ମିଳିଛି। ଜେଏନୟୁ ପରିସରରେ ଅଖିଲ ଭାରତୀୟ ବିଦ୍ୟା ପରିଷଦ (ଏବିଭିପି) ଛାତ୍ର ଏବଂ ବାମପନ୍ଥୀ ଗୋଷ୍ଠୀ ମଧ୍ୟରେ ସ୍କୁଲ ଅଫ୍ ଲାଙ୍ଗୁଏଜ୍‌ ନିର୍ବାଚନ କମିଟିର ସଦସ୍ୟ ଚୟନକୁ…

ଏଣିକି ଆଗୁଆ ମିଳିବ ସୂଚନା: କଟକ, ଭୁବନେଶ୍ୱରରେ ଲାଗିବ ଅତ୍ୟାଧୁନିକ ରାଡାର

ଭୁବନେଶ୍ୱର : ଆଗୁଆ ମିଳିବ ବନ୍ୟା ସୂଚନା । କଟକ-ଭୁବନେଶ୍ୱର ପାଇଁ ଲାଗିବ ଅତ୍ୟାଧୁନିକ ସୂଚନା ପ୍ରଦାନ ରାଡାର । ୨୦୨୫ ସୁଦ୍ଧା କାର୍ଯ୍ୟକାରୀ ହେବ ଆଡଭାନ୍ସ ଫ୍ଲଡ୍‌ ଓ୍ବାର୍ଣ୍ଣିଂ ସିଷ୍ଟମ । ଏହି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ ଡିଜି…

ରେଡ୍‌ ବେଳେ ବାହାରିଲା ବିଡା ବିଡା ଟଙ୍କା, ୬୦ କୋଟିର କାର୍‌ ଠାବ

ଆୟକର ବିଭାଗ ହାତରେ ଲାଗିଲା କୁବେର ଖଜଣା। ରେଡ୍‌ ବେଳେ ବାହାରିଲା ବିଡା ବିଡା ଟଙ୍କା। କେବଳ ସେତିକି ନୁହେଁ ୬୦ କୋଟିର ଅଧିକ ଟଙ୍କାର କାର୍‌ ମଧ୍ୟ ଜବତ ହୋଇଛି। ବଂଶୀଧର ତମାଖୁ ନାମକ କମ୍ପାନୀରେ ରେଡ୍‌ ବେଳେ ଏ…

ଲ’ ଅଫିସରଙ୍କ ଫି’ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ବର: ଲ’ ଅଫିସରଙ୍କ ଫି’ ବୃଦ୍ଧି କଲେ ରାଜ୍ୟ ସରକାର । ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ଅଣ କ୍ୟାଡର ଲ’ ଅଫିସର ମାନଙ୍କର ଦୈନିକ ଓ ରିଟେନର୍ ଫି’ ରେ ୫୦ ପ୍ରତିଶତ ବୃଦ୍ଧି…

ରାଉରକେଲାରେ ବ୍ୟବସାୟୀଙ୍କ ଘରେ ଇଡି ଚଢ଼ଉ

ରାଉରକେଲା: ରାଉରକେଲାରେ ଜଣେ ବ୍ୟବସାୟୀଙ୍କ ଘରେ ଇଡି ପକ୍ଷରୁ ଚଢ଼ଉ ଚାଲିଛି। ଭୁବନେଶ୍ୱର ଇଡି କାର୍ଯ୍ୟାଳୟର ତିନିଟି ଟିମ ଏକ କାଳୀନ ଉଦିତନଗର କଚେରୀରୋଡ ସ୍ଥିତ କଦମୱାଲା ଆଣ୍ଡ କୋ ଓ କଦମୱାଲା ଇନସଲଭାନସି ପ୍ରଫେସନାଲ ପ୍ରାଇଭେଟ ଲିମିଟେଡ଼ରେ ସକାଳୁ ଚଢ଼ଉ…