କାଳିଆ ସହାୟତା ପାଇଲେ ୪୬ ଲକ୍ଷ ଚାଷୀ

ଭୁବନେଶ୍ବର: ଖରିଫ ଚାଷ ପାଇଁ ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା। ୯୩୩.୭ କୋଟି ଟଙ୍କାର କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଚାଷୀ ଭାଇଭଉଣୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ…

ଓଡ଼ିଶାରେ ଗଡ଼ିବ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮୫ ହଜାର କୋଟି ଟଙ୍କାର ରେଳ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଲୋକାର୍ପଣ କରିବେ। ଏହିକ୍ରମରେ ପ୍ରଧାନମନ୍ତ୍ରୀ ୧୦ଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ। ସେଥିମଧ୍ୟରୁ ଗୋଟିଏ ବନ୍ଦେ ଭାରତ ଏକ୍ସପ୍ରେସ…

ରାଜଧାନୀରେ ପୁଲିସ-ସରପଞ୍ଚ ଧସ୍ତାଧସ୍ତି

ରାଜଧାନୀରେ ସରପଞ୍ଚଙ୍କ ଗର୍ଜନ। ନବୀନ ନିବାସ ଘେରାଉ ଉଦ୍ୟମ ବେଳେ ପୁଲିସ ସହ ଧସ୍ତାଧସ୍ତି। ବିଭିନ୍ନ ଦାବିକୁ ନେଇ ଭୁବନେଶ୍ୱରରେ ସରପଞ୍ଚ ମହାସଂଘର ମହାରାଲି କରିଛି। ମାଷ୍ଟରକ୍ୟାଣ୍ଟିନରୁ ରାଲି ବାହାରି ନବୀନ ନିବାସ ଯିବା ବେଳେ ଆନ୍ଦୋଳନକାରୀଙ୍କୁ ଶିଶୁଭବନ ଛକରେ ପୁଲିସ…

କାର୍ ଧକ୍କାରେ କଲେଜ ଛାତ୍ରୀ ମୃତ, ଟାୟାର ଜାଳି ରାସ୍ତାରୋକ କଲେ ଉତ୍ତ୍ୟକ୍ତ ଲୋକେ

ଭଦ୍ରକ : ଛାତ୍ରୀଙ୍କ ଉପରେ ମାଡ଼ିଗଲା କାର। ଭଦ୍ରକ -ଚାନ୍ଦବାଲି ରାଜ୍ୟ ରାଜପଥର ନନ୍ଦପୁର ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଛାତ୍ରୀ ଜଣକ କଲେଜ ଯାଉଥିବା ସମୟରେ ଏକ କାର ଧକ୍କା ଦେଇଥିଲା। ଘଟଣାସ୍ଥଳରେ ଆଖି ବୁଜିଲେ ଛାତ୍ରୀ । ପ୍ରତିବାଦରେ ଉତ୍ୟକ୍ତ…

ଆନ୍ଧ୍ର ପ୍ରଦେଶରେ ଆସନ ଭାଗବଣ୍ଟାକୁ ନେଇ କସରତ ଆରମ୍ଭ

ଏନଡିଏକୁ ଟିଡିପି ଫେରିବା ପରେ ଏବେ ଆନ୍ଧ୍ର ପ୍ରଦେଶରେ ଆସନ ଭାଗବଣ୍ଟାକୁ ନେଇ ଆରମ୍ଭ ହୋଇଛି କସରତ। ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁ ଦେଶମ ପାର୍ଟି ଓ ପୱନ କଲ୍ୟାଣଙ୍କ ଜନସେନା ପାର୍ଟି NDAରେ ସାମିଲ ହୋଇଛି। କିଏ…

ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା ନିର୍ବାଚନ ପର୍ଯ୍ୟବେକ୍ଷକମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ପ୍ରଶିକ୍ଷଣ

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ-୨୦୨୪ ପ୍ରକ୍ରିୟାକୁ ମୁକ୍ତ, ଅବାଧ ଓ ନିରପେକ୍ଷ ରୂପେ ପରିଚାଳନା କରିବା ପାଇଁ ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ବାଚନ ପର୍ଯ୍ୟବେକ୍ଷକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ…

ଅଗ୍ନି-୫ର ସଫଳ ପରୀକ୍ଷଣ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ପ୍ରତିରକ୍ଷା କ୍ଷେତ୍ରରେ ନୂଆ ମାଇଲଷ୍ଟୋନ୍‌। ଅଗ୍ନି-୫ର ହେଲା ସଫଳ ପରୀକ୍ଷଣ। ଓଡ଼ିଶାରେ ଡିଆର୍‌ଡିଓକୁ ମିଳିଛି ଐତିହାସିକ ସିଫଳତା। ପ୍ରତିରକ୍ଷା କ୍ଷେତ୍ରର ବିରଳ କ୍ଲବରେ ସାମିଲ ହୋଇଛି ଭାରତ। ଏନେଇ ଡିଆର୍‌ଡିଓକୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଡିଆର୍‌ଡିଓର ବୈଜ୍ଞାନିକଙ୍କୁ ସାବାସୀ…

କଂଗ୍ରେସର ଅନ୍ନ ପ୍ରାସନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଜେଡି ଓ ବିଜେପି ସଂପର୍କକୁ ବଡ ପ୍ରସଙ୍ଗ କରିଛି କଂଗ୍ରେସ । ରାଜ୍ୟ ସରକାରଙ୍କ ବିରୋଧରେ କଂଗ୍ରେସର ଅଭିନବ ପ୍ରତିବାଦ । ପ୍ରଥମେ ବିଜେଡି-ବିଜେପି ବିବାହ ଆଜି ସେମାନଙ୍କ ୧୦ଟି ପିଲାଙ୍କ ଅନ୍ନ ପ୍ରାସନ୍ନ…

କଲିକତା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ରୋକ ଲଗାଇବାକୁ ମନା କଲେ ସୁପ୍ରିମକୋର୍ଟ

ସନ୍ଦେଶଖାଲିରେ ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ ଘଟଣାର ତଦନ୍ତ ଜାରି ରଖିବ ସିବିଆଇ। କଲିକତା ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସିବିଆଇ ଏହାର ତଦନ୍ତ ଜାରି ରଖିଛି। ତେବେ ଏହା ବିରୋଧରେ ପଶ୍ଚିମବଙ୍ଗ ସରକାର ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। କିନ୍ତୁ ସୁପ୍ରିମକୋର୍ଟ ଏଥିରେ ହସ୍ତକ୍ଷେପ…

ଆଗାମୀ ତିନି ଦିନ ଯାଏ ବଢ଼ିବ ତାତି

ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ଗରମ। ଆଜିଠୁ ତିନି ଦିନ ରାଜ୍ୟରେ ଖରା ତାତି ବଢିବ । ସ୍ବାଭାବିକଠାରୁ ୪ରୁ ୬ ଡିଗ୍ରୀ ଯାଏଁ ଚଢ଼ିବ ପାରା । ଆସନ୍ତା ୧୩ ଯାଏ ତାତି ସାଙ୍ଗକୁ ଲାଗି ରହିବ ଗରମ ବୋଲି ପୂର୍ବାନୁମାନ କରିଛି…