ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି। ଏଥିରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟ ବୀମାରେ ବୃଦ୍ଧି କରାଯାଇଥିବାବେଳେ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ…

କଟକରେ ୨୬ ଲକ୍ଷ ଟଙ୍କାର ବ୍ରାଉନ୍ ସୁଗର ଜବତ, ୨ ଗିରଫ

କଟକ: କଟକ କମିଶନରେଟ ପୁଲିସ ହାତରେ ପଡ଼ିଛନ୍ତି ୨ ଆନ୍ତଃରାଜ୍ୟ ବ୍ରାଉନ ସୁଗର ବେପାରୀ। ପଶ୍ଚିମବଙ୍ଗର ଏହି ଦୁଇ ବ୍ୟବସାୟୀଙ୍କୁ ଗିରଫ କରିଛି ଚାଉଳିଆଗଞ୍ଜ ଥାନା ପୁଲିସ। ସେମାନଙ୍କଠାରୁ ୨୫୭ ଗ୍ରାମ ବ୍ରାଉନ ସୁଗର ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ…

ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ଲେଖାଏଁ ସହାୟତା

ଭୁବନେଶ୍ବର: ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର। ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ। ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି…

ଜଳିଗଲା ସେବାସମବାୟ ସମିତି, ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡ଼ି ନଷ୍ଟ

ଜଳେଶ୍ୱର: ଅଗ୍ନିକାଣ୍ଡରେ ଜଳିଗଲା ସେବାସମବାୟ ସମିତି ।  ଲକ୍ଷାଧିକ ଟଙ୍କାର ଜିନିଷପତ୍ର ପୋଡ଼ି ନଷ୍ଟ ।  ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକର ସେବାସମବାୟ ସମିତିରେ ନିଆଁ ଲାଗିବାରୁ ଚାଷୀଙ୍କ ବହୁ ଗୁରୁତ୍ବପୂର୍ଣ୍ଣ କାଗଜ ସହ କଂପ୍ୟୁଟର ହାର୍ଡଡିକ୍ସ, ଆଲମିରା ଜଳିପୋଡି ନଷ୍ଟ ହୋଇଯାଇଛି…

ଟିଟିଲାଗଡ଼ କାରାଗାରରୁ ୨ କଏଦୀ ଫେରାର ମାମଲା: ୱାଡେନ୍‌ ନିଲମ୍ବିତ

ଟିଟିଲାଗଡ଼: ବଲାଙ୍ଗୀର ଜିଲା ଟିଟିଲାଗଡ଼ ଉପକାରାଗାରରୁ ଗତ ୯ ତାରିଖ (ଶନିବାର) ରାତିରେ ୨ ଜଣ ହତ୍ୟା ଅଭିଯୁକ୍ତ ବିଚାରାଧୀନ କଏଦୀ ଫେରାର ମାରିବା ଘଟଣାରେ କାର୍ଯ୍ୟରତ ୱାଡେନ୍‌ ନିଲମ୍ବିତ ହୋଇଛନ୍ତି। ପଶ୍ଚିମାଞ୍ଚଳ ଜେଲ୍‌ ଡ଼ିଆଇଜି କୁଳମଣି ବେହେରା ସଂପୃକ୍ତ ୱେଡେନ୍‌…

ନିର୍ବାଚନ କମିଶନଙ୍କୁ ନିର୍ବାଚନ ବଣ୍ଡ ସମ୍ପର୍କିତ ତଥ୍ୟ ଦେଲା ଷ୍ଟେଟ ବ୍ୟାଙ୍କ

ସୁପ୍ରିମକୋର୍ଟଙ୍କ ତାଗିଦ ପରେ ଚେତିଛି ଏସ୍‌ବିଆଇ। ନିର୍ବାଚନୀ ବଣ୍ଡ ତଥ୍ୟ ଦେବାକୁ ବିଭିନ୍ନ ପ୍ରକାରର ଆଳ ଦେଖାଉଥିବା ଏସ୍‌ବିଆଇ ଶେଷରେ ମୁଣ୍ଡ ନୁଆଁଇଛି। କାମ ଦେଇନି ତଥ୍ୟ ଲୁଚାଇବା ପାଇଁ ଏସ୍‌ବିଆଇର କୌଣସି ବାହାନା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଦେଶର…

ସିଏଏ ମୂଳ ଭାରତୀୟ ସଂପ୍ରଦାୟର ଶରଣାର୍ଥୀଙ୍କୁ ଆଶ୍ୱସ୍ଥି ଦେଇଛି: ପୂର୍ବତନ ବିଧାୟକ

ଭୁବନେଶ୍ବର: ୭୦ ବର୍ଷରେ ହୋଇନଥିବା କାର୍ଯ୍ୟକୁ ମୋଦି ସରକାର ଗତ ୧୦ ବର୍ଷରେ କରି ଦେଖାଇଛନ୍ତି । ପଡୋଶୀ ଦେଶରେ ନିର୍ଯାତୀତ ଧାର୍ମିକ ସଂଖ୍ୟାଲଘୁଙ୍କ ସୁରକ୍ଷା ପାଇଁ ନାଗରିକତ୍ୱ ସଂଶୋଧନ ବିଲ୍ ବା ସିଏଏ କାର୍ଯ୍ୟକାରୀ ହୋଇଛି । ନାଗରିକତା ସଂଶୋଧନ…

ଆସିଲା କଂଗ୍ରେସର ୨ୟ ପ୍ରାର୍ଥୀ ତାଲିକା, ୪୩ ପ୍ରାର୍ଥୀଙ୍କ ନାଁ ଘୋଷଣା

ନୂଆଦିଲ୍ଲୀ: ଆଗାମୀ ଲୋକସଭା ନିର୍ବାଚନ ୨୦୨୪ ପାଇଁ କଂଗ୍ରେସ ଦଳ ନିଜର ଦ୍ୱିତୀୟ ତାଲିକା ଜାରି କରିଛି। ଏହି ତାଲିକାରେ ଆସାମ, ମଧ୍ୟପ୍ରଦେଶ ଓ ରାଜସ୍ଥାନର ପ୍ରାର୍ଥୀଙ୍କୁ ମିଶାଇ ମୋଟ ୪୩ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏହି ତାଲିକାରେ…

ସରକାରୀ ସ୍କୁଲରେ ପୂରଣ ହେବ ୨୬୨୯ଟି ଶିକ୍ଷକ ପଦ

ଭୁବନେଶ୍ବର:ଏପ୍ରିଲ ୧ ତାରିଖରୁ ସମସ୍ତ ସରକାରୀ ସ୍କୁଲରେ ଶିକ୍ଷକ ପଦବୀ ପାଇଁ ଆରମ୍ଭ ହେବ ଆବେଦନ। ସରକାରୀ ସ୍କୁଲରେ ପୂରଣ ହେବ ୨୬୨୯ଟି ଶିକ୍ଷକ ପଦ। ଏପ୍ରିଲ ୧ ତାରିଖରୁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହୋଇ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ…

ପାକିସ୍ତାନୀ ଡଙ୍ଗାରୁ ଜବତ ହେଲା ୪୮୦ କୋଟିର ଡ୍ରଗ୍ସ, ୬ ଗିରଫ

ପୋରବନ୍ଦର : ଗୁଜରାଟର ପୋରବନ୍ଦର ଉପକୂଳରୁ ୩୫୦ କିଲୋମିଟର ଦୂର ଆରବସାଗରରୁ ଏକ ପାକିସ୍ତାନୀ ବୋଟରୁ ବିପୁଳ ପରିମାଣର ଡ୍ରଗ୍ସ ଜବତ ହୋଇଛି । ଗୁଜରାଟ ଏଟିଏସ୍, ଭାରତୀୟ ତଟରକ୍ଷୀ ବାହିନୀ ଏବଂ ଏନସିବିର ମିଳିତ ଅପରେସନରେ ଉକ୍ତ ବୋଟରେ ଥିବା…