ଜୟପୁରରେ ସ୍ପୋର୍ଟସ କମ୍ପ୍ଲେକ୍ସ ଓ ବିଭିନ୍ନ ଜିଲ୍ଲାରେ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମର ଶୁଭ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପ୍ଲେକ୍ସର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ମଧ୍ୟ ଶୁଭାରମ୍ଭ କରିଛନ୍ତି । ୧୧…

୨ ବାଇକ୍‌ ଉପରେ ମାଡ଼ିଗଲା ଟ୍ରକ୍‌, ଜଣେ ମୃତ ୩ ଗୁରୁତର

ଆନନ୍ଦପୁର : ୨ ବାଇକ ଉପରେ ଚଢ଼ିଗଲା ଲୁହାପଥର ବୋଝେଇ ଟ୍ରକ । ଘଟଣା ସ୍ଥଳରେ ଜଣକର ମୃତ୍ୟୁ, ୩ ଗୁରୁତର । ଘସିପୁରା ଥାନା ଜାତୀୟ ରାଜପଥ ୨୦ ର ଶାଳପଡା ନିକଟ କନକମଞ୍ଜରୀ ମହିଳା ମହାବିଦ୍ୟାଳୟ ନିକଟରେ ମର୍ମନ୍ତୁଦ ସଡ଼କ…

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  କନିଷ୍ଠ ଶିକ୍ଷକଙ୍କୁ (Junior Teacher)ଙ୍କ ବଢ଼ିଲା ଦରମା । ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ ପାଇବେ । ଜାନୁଆରୀ ମାସରୁ ପିଛିଲା ଭାବେ ଲାଗୁ ହେବା ନେଇ ନିଷ୍ପତି ନେଇଛନ୍ତି ସରକାର । ରାଜ୍ୟରେ ଥିବା ପ୍ରାଥମିକ…

ପାସପୋର୍ଟ ଅଫିସ ନିକଟରୁ ଅପହୃତ ଯୁବକ ପୁରୀରୁ ଉଦ୍ଧାର

ଭୁବନେଶ୍ୱର  : ତ୍ରିକୋଣୀୟ ପ୍ରେମ ପାଇଁ ଅପହରଣ । ଝିଅର ଭାଇ ସହ ମିଶି ଦ୍ୱିତୀୟ ପ୍ରେମିକକୁ ଅପହରଣ କରିଥିଲେ ପ୍ରଥମ ପ୍ରେମିକ । ଭୁବନେଶ୍ବର ପୁରୁଣା ପାସପୋର୍ଟ ଅଫିସ ସାମ୍ନାରୁ ଅପହରଣ କରାଯାଇଥିବା ବେଳେ ପୁରୀରୁ ତାଙ୍କୁ ଉଦ୍ଧାର କରିଛି ପୋଲିସ…

ଅଜିତ ପାୱାରଙ୍କ ଏନସିପି ଭାଗରେ ପଡ଼ିଲା ମାତ୍ର ୪ ଆସନ

ମହାରାଷ୍ଟ୍ରରେ ସହଯୋଗୀ ଦଳଗୁଡ଼ିକ ସହ ମାରାଥନ ବୈଠକ କରିବା ପରେ ବିଜେପି ସିଟ ଶେୟାରିଂ ଫର୍ମୁଲାକୁ ଚୂଡ଼ାନ୍ତ କରିଛି। ବିଜେପି, ଏକନାଥ ସିନ୍ଦେଙ୍କ ଶିବସେନା ଓ ଅଜିତ ପାୱାରଙ୍କ ଏନସିପିକୁ ନେଇ ଗଠିତ ମାହାୟୁତି ମେଣ୍ଟ ଏକାଠି ମହାରାଷ୍ଟ୍ରରେ ଲୋକସଭା ନିର୍ବାଚନ…

EDରେ ହାଜର ହେଲେ ବ୍ୟବସାୟୀ ସାଗର ରାୟ

ଭୁବନେଶ୍ୱର : ଅର୍ଥତର୍ତ୍ତ୍ବ ଚିଟ୍ ଫଣ୍ଡ ମାମଲାରେ ଆକ୍ସନ୍ ମୋଡରେ ଇଡି । EDରେ ହାଜର ହୋଇଛନ୍ତି ବ୍ୟବସାୟୀ ସାଗର ରାୟ । ବ୍ୟବସାୟୀ ଭିନିତ ଲଲାନିଙ୍କୁ ମାରାଥନ ଜେରା । ପ୍ରଥମ ପର୍ଯ୍ୟାୟ ଜେରା ପରେ ଏବେ ଦ୍ଵିତୀୟ ପର୍ଯ୍ୟାୟ ଜେରା…

ଅମିତ ଶାହଙ୍କୁ ଭେଟିଲେ ଓଡ଼ିଶା ବିଜେପି ନେତା

ଭୁବନେଶ୍ୱର : ମେଣ୍ଟ ଚର୍ଚ୍ଚା ମଧ୍ୟରେ ଦିଲ୍ଲୀରେ ଅମିତ ଶାହଙ୍କୁ ଭେଟିଲେ ଓଡ଼ିଶା ବିଜେପି କୋର୍ ଗ୍ରୁପ୍ ନେତା । ଅମିତ ଶାହଙ୍କ ବାସଭବନରେ ଭେଟି ଆଲେଚନା କରିଛନ୍ତି କୋର ଗ୍ରୁପ୍ ନେତା । ବିଜେପି ଆଜି ଦଳର ଦ୍ବିତୀୟ ପର୍ଯ୍ୟାୟ ଲୋକସଭା…

ପ୍ରୋତ୍ସାହନ ରାଶି ବୃଦ୍ଧି ଦାବିରେ ଗାଁ ସାଥୀଙ୍କ ପ୍ରତିବାଦ

ଭୁବନେଶ୍ବର: ରାଜଧାନୀ ରାଜରାସ୍ତାରେ ଗର୍ଜିଲେ ଗାଁ ସାଥୀ । ପ୍ରୋତ୍ସାହନ ରାଶି ବୃଦ୍ଧି କରିବା ଦାବିରେ ବିକ୍ଷୋଭ ପ୍ରଦର୍ଶନ । ଖରାରେ ଲୋୟର ପିଏଜିରେ ବସି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ହଜାର ହଜାର ଗାଁ ସାଥୀ ।  ସରକାର ସେମାନଙ୍କୁ ମାସିକ…

ଆସନ୍ତାକାଲି ନବୀନ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଆସନ୍ତାକାଲି ନବୀନ ନିବାସରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ ! ୧୫ରୁ ୨୦ ଜଣ ବରିଷ୍ଠ ନେତା ବୈଠକରେ ଯୋଗ ଦେବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ନିର୍ବାଚନ ରଣନୀତି ଉପରେ ହୋଇପାରେ ଆଲୋଚନା…

ବଢ଼ିଲା ମେୟର, ଡେପୁଟି ମେୟରଙ୍କ ଦରମା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବଢ଼ିଲା ମେୟରଙ୍କ ଦରମା । ୫୦ ହଜାର ଟଙ୍କାକୁ ବୃଦ୍ଧି କଲେ ସରକାର । ଡେପୁଟି ମେୟରଙ୍କ ଦରମା ୨୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ପୌରପରିଷଦ ଅଧ୍ୟକ୍ଷଙ୍କ ଦରମା…