ଆଗାମୀ ୧୦ ବର୍ଷ ଆମ ପାଇଁ ନିର୍ଣ୍ଣାୟକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଞ୍ଚମପାଳିର ଶେଷ କ୍ୟାବିନେଟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିଭାଷଣ ରଖିଛନ୍ତି। ସେ ତାଙ୍କ ଅଭିଭାଷଣରେ କହିଛନ୍ତି କି, ଓଡ଼ିଶାର ଭବିଷ୍ୟତ ଉଜ୍ୱଳ। ୧୯୩୬ ମସିହାରେ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ମାନ୍ୟତା ପାଇଥିଲା, ତେଣୁ ୨୦୩୬ ମସିହାରେ ଓଡ଼ିଶା ଶତବାର୍ଷିକ…

ଭିଜିଲାନ୍ସ ଜାଲରେ ଉଠାଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ଓ ଠିକାଦାର

ନୟାଗଡ଼: ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଉଠାଜଳସେଚନ ବିଭାଗର କନିଷ୍ଠ ଯନ୍ତ୍ରୀ ଓ ଠିକାଦାର। ବୋରୱେଲ ଖୋଳିବା ପାଇଁ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ନୟାଗଡ଼ ଭିଜିଲାନ୍ସ ୟୁନିଟ୍‌ ପକ୍ଷରୁ ନୟାଗଡ଼ ଉଠାଜଳସେଚନ କାର୍ଯ୍ୟାଳୟ ଉପରେ ଚଢ଼ାଉ କରିଛି। ଏହି…

ଭୋଜି ଖାଇ ୪୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ

ପଟ୍ଟାମୁଣ୍ଡାଇ: ଭୋଜି ଖାଇ ୪୦ରୁ ଅଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ୍‌ ଅନ୍ତର୍ଗତ ବିଲିକଣା ଗାଁରେ ଘଟିଛି ଏପରି ଘଟଣା | ଶୁକ୍ରବାର ବିଲିକଣା ଗାଁର ଶ୍ରୀଧର ବେହେରାଙ୍କର ପୋଥି…

ଗଣତନ୍ତ୍ରର ମହାପର୍ବ ପାଇଁ ଆମେ ପ୍ରସ୍ତୁତ : ମୋଦୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ପାଇଁ ଆଜି ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଏପ୍ରିଲ ୧୯ରୁ ଜୁନ୍ ପହିଲା ମଧ୍ୟରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ହେବ ଏବଂ ଜୁନ୍ ୪ତାରିଖରେ ଭୋଟ୍ ଗଣତି ହେବ। ଅଷ୍ଟାଦଶ ଲୋକସଭା ଗଠନ ପାଇଁ…

ଲୋକସଭା ନିର୍ବାଚନ ୨୦୨୪: ପଶ୍ଚିମବଙ୍ଗରେ ୭ ପର୍ଯ୍ୟାୟରେ ମତଦାନ

‌ନୂଆଦିଲ୍ଲୀ: ଭାରତର ନିର୍ବାଚନ କମିସନ ୧୮ ତମ ଲୋକସଭା ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ନିର୍ବାଚନ ତାରିଖ ଘୋଷଣା କରି କହିଛନ୍ତି, ସାରା ଦେଶରେ ୭ଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହେବ…

ଲୋକସଭା ନିର୍ବାଚନ ସରିବା ମାତ୍ରେ ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ

ଲୋକସଭା ନିର୍ବାଚନ ଶେଷ ହେବା ମାତ୍ରେ ଜମ୍ମୁ-କଶ୍ମୀରରେ ବିଧାନସଭା ପାଇଁ ଭୋଟ ପଡ଼ିବ। ଆଜି ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଏପରି ଘୋଷଣା କରିଛନ୍ତି। ଆଜି ଦେଶର ସମସ୍ତ ୫୪୩ ଲୋକସଭା ଆସନ ଓ ୪ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ…

ନିର୍ବାଚନରେ ଟଙ୍କା ଦେଇ ଖବର ପ୍ରସାରଣ ଓ ବ୍ୟକ୍ତିଗତ ଆକ୍ଷେପ ମନା

ଦେଶରେ କେବେ ପଡିବ ଭୋଟ? ସେ ନେଇ ଘୋଷଣା ହୋଇସାରିଛି ତାରିଖ। ମୁଖ୍ୟ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି। ତେବେ ଏହି ନିର୍ବାଚନ ବେଳେ ଟଙ୍କା ଦେଇ ଖବର ପ୍ରସାରଣ କରିବା କିମ୍ବା ମିଥ୍ୟା ଖରବ ପ୍ରସାରଣ ଉପରେ ରୋକ…

ଟିଭି ଓ ଖବର କାଗଜରେ ଅପରାଧିକ ରେକର୍ଡ ଦେବେ ଦାଗୀ ନେତା

ସାଧାରଣ ନିର୍ବାଚନ ପାଇଁ ବାଜିଲା ବିଗୁଲ। ଦେଶର ୭ଟି ପର୍ଯ୍ୟାୟରେ ପଡିବ ଭୋଟ। ତେବେ ଏଥର ପ୍ରାର୍ଥୀଙ୍କ ପାଇଁ ହୋଇଛି ନୂଆ ନିୟମ। ଦାଗୀ ନେତାମାନେ ଟିଭି ଓ ଖବର କାଗଜରେ ଦେବେ ନିଜ ନିଜ ଅପରାଧିକ ରେକର୍ଡ। ବିଜ୍ଞାପନ ଜରିଆରେ…

ଭୋଟ ଦେବେ ୯୭ କୋଟି ଲୋକ, ଶତାୟୁ ଭୋଟରଙ୍କ ସଂଖା ୨.୧୮ ଲକ୍ଷ

ଦେଶର ୯୬.୬ କୋଟି ପଞ୍ଜୀକୃତ ଭୋଟର ଇଭିଏମ ଦବାଇ ପରବର୍ତ୍ତୀ ସରକାର ଗଠନ ପାଇଁ ନିଜର ମତାଧିକାର ସାବ୍ୟସ୍ତ କରିବେ। ଏଥିପାଇଁ ୧୦.୫ ଲକ୍ଷ ଅଧିକ ବୁଥ ନିର୍ବାଚନ କମିଶନ ପକ୍ଷରୁ ସମଗ୍ର ଦେଶରେ ତିଆରି କରାଯିବ। ନିର୍ବାଚନକୁ ସୂଚାରରୂପେ ଶେଷ କରିବା…

ଉଦଘାଟିତ ହେଲା ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୪

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୪ ଭୁବନେଶ୍ୱର ସ୍ଥିତ ଏକାମ୍ର ହାଟ ଠାରେ ଆୟୋଜନ କରାଯାଇଅଛି ।…