ନିର୍ବାଚନ ପ୍ରସ୍ତୁତି ନେଇ ଓଡ଼ିଶା ପୁଲିସର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର: ଆଗାମୀ ନିର୍ବାଚନ ପାଇଁ ଡିଜି କ୍ୟାମ୍ପ୍ ଅଫିସରେ ଓଡିଶା ପୋଲିସର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ପୋଲିସ ଡିଜି ଅରୁଣ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଥିଲା । ଏହି ବୈଠକରେ ଏଡିଜି ହେଡକ୍ବାଟର ଆରକେ ଶର୍ମା,…

ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସୋମାଲିକା

ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ବାନ୍ଧବୀ ସୋମାଲିକା ଦାଶ। ଜଗତସିଂହପୁର ପୁଲିସର ନିଷ୍କ୍ରିୟତା ପ୍ରତିବାଦରେ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ମାମଲାରେ ସେ ରାଜ୍ୟ ପୁଲିସ୍‌ ମହାନିର୍ଦ୍ଦେଶକ, ଗୃହ ବିଭାଗ ସଚିବ ଓ…

ସୁନ୍ଦରଗଡ଼ ଜିଲ୍ଲାରେ ମହାବଳ ବାଘ ଠାବ

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲାରେ ମହାବାଳ ବାଘ ଠାବ ହୋଇଛି । ଦୀର୍ଘ ଦୁଇ ଦଶନ୍ଧି ପରେ ମହାବଳ ବାଘ ବୁଲୁଥିବା ଦେଖିବାକୁ ମିଳିଛି । ବନବିଭାଗ ପକ୍ଷରୁ ଲଗାଯାଇଥିବା କ୍ୟାମେରାରେ ମହାବଳ ଟ୍ରାପ୍ ହେବା ପରେ ଏହି ଖବର ସାମ୍ନାକୁ ଆସିଛି…

ଆଜାମ ଖାନଙ୍କୁ ପୁଣି ୭ ବର୍ଷ ଜେଲ୍‌

ଜେଲରେ ଥିବା ସମାଜବାଦୀ ପାର୍ଟିର ନେତା ଆଜମ ଖାନଙ୍କୁ ପୁଣି ଝଟକା। ୨୦୧୬ ମସିହା ଡୁଙ୍ଗାରପୁର ମାମଲାରେ ସ୍ୱତନ୍ତ୍ର ଏମପି/ଏମଏଲଏ କୋର୍ଟ ତାଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କ ଉପରେ ୫ ଲକ୍ଷ ଟଙ୍କାର ଜୋରିମାନା ଲାଗୁ କରାଯାଇଛି।…

ଆସନ୍ତାକାଲି ଓଡିଶା ଆସୁଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା

ଭୁବନେଶ୍ୱର: ଆସନ୍ତାକାଲି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା । ନବରଙ୍ଗପୁର ଜିଲ୍ଲା ଉମରକୋଟରେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ ଛତିଶଗଡ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଶର୍ମା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗତ ୧୦ ବର୍ଷର…

WFI ଉପରୁ ହଟିଲା ବ୍ୟାନ୍‌, ଭାଙ୍ଗିଲା ଆଡ ହକ୍ କମିଟି

ଭାରତୀୟ କୁସ୍ତି ମହାସଂଘ ତଥା ଡବ୍ଲୁଏଫ୍ଆଇ ଉପରୁ ହଟିଲା ବ୍ୟାନ୍‌। ଏଥିସହ ଭାରତୀୟ କୁସ୍ତି ମହାସଂଘ ପାଇଁ ଗଠନ କରିଥିବା ଆଡ୍‌ ହକ୍ କମିଟିକୁ ମଧ୍ୟ ଭଙ୍ଗ କରାଯାଇଛି। ଏନେଇ ଇଣ୍ଡିଆନ୍‌ ଅଲିମ୍ପିକ୍ ଆସୋସିଏସନ୍‌ ଘୋଷଣା କରିଛି। ୟୁନାଇଟେଡ୍ ୱାର୍ଲ୍ଡ ରେସଲିଂ…

‘ଜନଜାତି ସମ୍ପ୍ରଦାୟ ପାଇଁ ସରକାର ଅନେକ ଉନ୍ନତିମୂଳକ ପଦକ୍ଷେପ ନେଇଛନ୍ତି’

ଭୁବନେଶ୍ବର: ବିଜେଡି ଜାତୀୟ ମୁଖପାତ୍ର ଡକ୍ଟର ସଂତୃପ୍ତ ମିଶ୍ର ଜନଜାତି ସମ୍ପ୍ରଦାୟ ଉପରେ ଗୁରୁତ୍ବାରୋପ କରିଛନ୍ତି । ସେ କହିଛନ୍ତି ଯେ, ଜନଜାତି ସମ୍ପ୍ରଦାୟ ବହୁତ ଗୁରୁତ୍ୱପୂର୍ଣ୍ଣ । ଏହା ଓଡ଼ିଶାରେ ୨୨.୮% ବା ଏକ କୋଟି ଲୋକ । ଏମାନଙ୍କ…

ଇଞ୍ଜିନିୟର ଛାତ୍ରଙ୍କୁ ମାଡ ମାରି ଜଣେ ଗିରଫ

ଭୁବନେଶ୍ବର: ଏକ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରଙ୍କୁ ମାଡ ମାରିବା ଅଭିଯୋଗରେ ଜଣଙ୍କୁ ଗିରଫ । ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଧୀନ ଡିଏନ ରେଗାଲିଆ ମଲ୍ ନିକଟରେ । ଗିରଫ ଅଭିଯିକ୍ତ ଜଣକ ହେଲା ବିଜୟ ପାଟଶାଣୀ (୧୯)…

ବେଙ୍ଗଲ ଡିଜିପି ଓ ୬ ରାଜ୍ୟର ଗୃହ ସଚିବଙ୍କୁ ହଟାଇବାକୁ ଇସିଙ୍କ ନିର୍ଦ୍ଦେଶ

ଲୋକସଭା ନିର୍ବାଚନ ପୂର୍ବରୁ ଆକ୍ସନ ମୁଡ୍‌ରେ ନିର୍ବାଚନ ଆୟୋଗ। ବିଦା ହେଲେ ୬ ରାଜ୍ୟର ଗୃହ ସଚିବ। ନିର୍ବାଚନ ଆୟୋଗ ଗୁଜରାଟ, ଉତ୍ତରପ୍ରଦେଶ, ବିହାର, ଝାଡଖଣ୍ଡ, ହିମାଚଳ ପ୍ରଦେଶ ଓ ଉତ୍ତରାଖଣ୍ଡର ଗୃହ ସଚିବଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ପଶ୍ଚିମବଙ୍ଗ…

ଭାଉଜକୁ ଏକତରଫା ପ୍ରେମରୁ ବୀଭତ୍ସ ହତ୍ୟାକାଣ୍ଡ; ପିଟି ପିଟି ଭାଇର ଜୀବନ ନେଲା ଭାଇ

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ମଝିହରା ମହଲା ସାହିରେ ପ୍ରେମକୁ ନେଇ ହତ୍ୟାକାଣ୍ଡ। ଭାଉଜଙ୍କୁ ଏକ ତରଫା ପ୍ରେମ କରିବା ପଡିଲା ମହଙ୍ଗା। ନିଜ ସ୍ତ୍ରୀ ନିକଟକୁ ଆସୁଥିବା ଅଶ୍ଳୀଳ ମେସେଜକୁ ବିରୋଧ କରିବା ନେଇ ହେଲା…