କାଲିଠାରୁ ପାଗରେ ପରିବର୍ତ୍ତନ, ୮ ରୁ ୧୦ ଡିଗ୍ରୀ ବଢ଼ିବ ଦିନ ତାପମାତ୍ରା

ଭୁବନେଶ୍ବର:ଦୁଇ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ଆସନ୍ତାକାଲିଠାରୁ ବଦଳିବ ପାଗ। ଆସନ୍ତାକାଲିଠାରୁ ୨୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୮ରୁ ୧୦ ଡିଗ୍ରୀ ସେଲ୍‌ସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ…

୪୦ ଟଙ୍କା ପାଇଁ ଦୋକାନୀଙ୍କୁ ହତ୍ୟା

ଭଦ୍ରକ : ଗ୍ରାହକଙ୍କ ମାଡ଼ରେ ଦୋକାନୀର ଚାଲିଗଲା ଜୀବନ । ଗ୍ରାହକଙ୍କୁ ସଉଦା ବିକ୍ରି କରିଥିଲେ ହେଲେ ସେହି ସଉଦା ବିକ୍ରି ତାଙ୍କର ଶେଷ ବିକ୍ରି ହୋଇଗଲା । କାରଣ ସାମାନ୍ୟ ୪୦ ଟଙ୍କା ପାଇଁ ତାଙ୍କର ଜୀବନ ନେଇଗଲେ ଗ୍ରାହକ ।…

ବିଜେଡିରେ ଯୋଗ ଦେଲେ ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ

ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ। ବିଜେଡିରେ ଯୋଗ ଦେଇଛନ୍ତି ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ । ଗତକାଲି କଂଗ୍ରେସ ଦଳରୁ ଇସ୍ତଫା ଦେବା ପରେ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲେ ଅଧିରାଜ । ଶତାଧିକ ସମର୍ଥକଙ୍କ ସହ…

ସଦଗୁରୁ ଜଗି ବାସୁଦେବଙ୍କର ହେଲା ମସ୍ତିଷ୍କ ସର୍ଜରୀ

ଦିଲ୍ଲୀରେ ଥିବା ଆପୋଲୋ ହସ୍ପିଟାଲରେ ଲୋକପ୍ରିୟ ଧର୍ମଗୁରୁ ସଦଗୁରୁ ଜଗି ବାସୁଦେବଙ୍କର ହଠାତ୍‌ ମସ୍ତିଷ୍କ ସର୍ଜରୀ ହୋଇଛି। ପ୍ରଥମେ ତାଙ୍କ ମସ୍ତିଷ୍କରେ ଫୁଲା ସହ ରକ୍ତସ୍ରାବ ହେଉଥିବା ଜଣାପଡ଼ିଥିଲା। ମାର୍ଚ୍ଚ ୧୭ରେ ଏହା ଜଣାପଡ଼ିବା ପରେ ସଦଗୁରୁଙ୍କୁ ହସ୍ପିଟାଲରେ ଆଡମିଟ କରାଯାଇଥିଲା।…

ଫତେଗଡ ରାମ ମନ୍ଦିରରୁ ସୁନା ଅଳଙ୍କାର ସହ ଲକ୍ଷାଧିକ ଟଙ୍କା ଚୋରି

ବାଙ୍କୀ  : ରାମ ମନ୍ଦିରରୁ ଚୋରି । ନୟାଗଡ଼ ଜିଲ୍ଲା ଫତେଗଡରେ ନବ ନିର୍ମିତ ରାମ ମନ୍ଦିରରୁ ଚୋରି ହୋଇଛି ।  ଗତକାଲି ବିଳମ୍ବିତ ରାତିରେ ମନ୍ଦିର ହୁଣ୍ଡି ଭାଙ୍ଗି ଦୁର୍ବୃତ୍ତ ସୁନା ଅଳଙ୍କାର ସହିତ ଲକ୍ଷାଧିକ ଟଙ୍କା ଧରି ଛୁ ମାରିଥିବା…

୭୫ ଟଙ୍କାରେ ୧ ଲିଟର ପେଟ୍ରୋଲ ଦେବାର ପ୍ରତିଶୃତି ଦେଲା ଡ଼ିଏମକେ

ଚେନ୍ନାଇ: ତାମିଲନାଡୁର ଶାସକ ଦଳ ଦ୍ରାବିଡ ମୁନ୍ନେତ୍ରା କଡ଼ଗାମ (ଡିଏମକେ) ଲୋକସଭା ନିର୍ବାଚନ ୨୦୨୪ ପାଇଁ ଇସ୍ତାହାର ପ୍ରକାଶ କରିଛି। ଲୋକସଭା ନିର୍ବାଚନ ପାଇଁ ଇସ୍ତାହାର ସହିତ ତାମିଲନାଡୁର ୨୧ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ମଧ୍ୟ ଘୋଷଣା କରିଛି। ୬୪…

ଓଡ଼ିଶାରେ ବିଜେଡି, ବିଜେପି ମେଣ୍ଟ ନେଇ ଏଯାଏଁ ହୋଇନି ନିଷ୍ପତ୍ତି: ଅମିତ୍ ଶାହ

ଭୁବନେଶ୍ୱର:  ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟ ନେଇ ଏଯାଏଁ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ । ଏବେ ବି ଏହି ପ୍ରସଙ୍ଗରେ ପୂର୍ଣ୍ଣଚ୍ଛେଦ ପଡ଼ିନି ।  ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ  ଆଜି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ…

ଅଭିଯୁକ୍ତଙ୍କୁ ଜେଲରେ ରଖିବା ପାଇଁ ବାରମ୍ବାର ଚାର୍ଜଶିଟ ଦାଖଲ ବିରୋଧରେ ସୁପ୍ରିମକୋର୍ଟ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବାରମ୍ବାର ଚାର୍ଜଶିଟ ଦାଖଲ କରି ଜଣେ ଅଭିଯୁକ୍ତଙ୍କୁ ଜାମିନ ଅଧିକାରରୁ ବଞ୍ଚିତ କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ବାରମ୍ବାର ସପ୍ଲିମେଣ୍ଟାରୀ ଚାର୍ଜଶିଟ ଦାଖଲ କରି ଜଣେ ଅଭିଯୁକ୍ତଙ୍କୁ ଅନିର୍ଦ୍ଦିଷ୍ଟ ସମୟ ଯାଏ ଜେଲରେ ରଖାଯାଇ ପାରିବ ନାହିଁ। କେନ୍ଦ୍ରୀୟ…

ଜାରି ହେଲା ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ବିଜ୍ଞପ୍ତି

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ର ପ୍ରଥମ ପର୍ଯ୍ୟାୟ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ୧୭ଟି ରାଜ୍ୟ ଓ ୪ଟି କେନ୍ଦ୍ର ଶାସିତ ଅଞ୍ଚଳର ୧୦୨ଟି ଆସନରେ ମତଦାନ ହେବ। ଏହା ସହ ଏହି ସମସ୍ତ ୧୦୨ ଟି ଆସନ…

ଭିଜିଲାନ୍ସ ଜାଲରେ ମହିଳା ସହକାରୀ ଯନ୍ତ୍ରୀ

ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ପଡ଼ିଲେ ମହିଳା ସହକାରୀ ଯନ୍ତ୍ରୀ। ଖୋର୍ଦ୍ଧା ବ୍ଲକର ସହକାରୀ ଯନ୍ତ୍ରୀ ସଂଗୀତା ମହାପାତ୍ର ଠିକାଦାରଙ୍କଠାରୁ ୫୦ ହଜାର ଲାଞ୍ଚ ନେଲା ବେଳେ ଧରିଲା ଭିଜିଲାନ୍ସ। ୧୮ ଲକ୍ଷର ବିଲ୍‌ ପାସ୍‌ ପାଇଁ ୨ ଲକ୍ଷ ୧୫ ହଜାର…