ଆଇପିଏଲ୍‌-୨୦୨୪: ପଂଜାବକୁ ୪ ୱିକେଟ୍‌ରେ ପରାସ୍ତ କଲା ବେଙ୍ଗାଲୁରୁ

ବେଙ୍ଗାଲୁରୁ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍) ୨୦୨୪ର ଷଷ୍ଠ ମ୍ୟାଚ୍‌ରେ ସୋମବାର ପଞ୍ଜାବ କିଙ୍ଗ୍ସ(ପିବିକେଏସ୍)କୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ୪ ୱିକେଟ୍‌ରେ ପରାସ୍ତ କରିଛି। ସ୍ଥାନୀୟ  ଏମ୍ ଚିନ୍ନାସ୍ବାମୀ ଷ୍ଟାଡିୟମରେ ବେଙ୍ଗାଲୁରୁ ୧୭୭ ରନ୍‌ର ବିଜୟ ଲକ୍ଷ୍ୟ ନେଇ ବ୍ୟାଟିଂ କରିଥିଲା।…

ବଜ୍ରାଘାତରେ ୩୨ ଛେଳି ମୃତ, ୩ ଛେଳିଚରାଳି ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି

ସୋରଡ଼ା: ଗଂଜାମ ଜିଲ୍ଲା ବଡ଼ଗଡ଼ ଥାନା ଅଧୀନ ହାତୀଖାଲ ଗ୍ରାମରେ ସୋମବାର ଅପରାହ୍‌ଣରେ ବଜ୍ରାଘାତରେ ୩୨ଟି ଛେଳିଙ୍କ ମୃତ୍ୟୁ ହୋଇଛି। ୩ ଜଣ ଛେଳିଚରାଳି ଆହତ ହୋଇଛନ୍ତି। ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ମାନେ ହେଲେ ପପୁ ମହାଙ୍କୁଡ, ସାଇଶ୍ରୀ…

ବିଭିନ୍ନ ପଦପଦବୀ ପାଇଁ ବିଜେଡିରେ ନୂଆ ନିଯୁକ୍ତି

ଭୁବନେଶ୍ୱର: ବିଭିନ୍ନ ଜିଲ୍ଲା ପାଇଁ ବିଜେଡିର ନୂଆ ନିଯୁକ୍ତି । ରଞ୍ଜନ କୁମାର ସାହୁଙ୍କୁ ଦେବଗଡ଼ ଜିଲ୍ଲା ସହ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି । ପବିତ୍ର ଭୁତିଆଙ୍କୁ ଦେବଗଡ଼ ବିଧାନସଭା ଆସନ ପାଇଁ ବିଧାନସଭା କ୍ଷେତ୍ର ସଂଯୋଜକ ଭାବେ ମିଳିଛି ନିଯୁକ୍ତି ।…

୩ ଦିନରେ ୪ ଡିଗ୍ରୀ ବଢ଼ିବ ତାତି

ଭୁବନେଶ୍ୱର : ରାଜ୍ୟରେ ଉପରମୁହାଁ ପାରଦ । ୨୯ ତାରିଖ ବେଳକୁ ଅଧିକାଂଶ ସ୍ଥାନରେ ତାପମାତ୍ରା ଛୁଇଁବ ୪୦ ଡିଗ୍ରୀ । ଏପ୍ରିଲ ପ୍ରଥମ ସପ୍ତାହରୁ ଅସହ୍ୟ ହେବ ତାତିର ପ୍ରକୋପ । ଆଗାମୀ ୩ଦିନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି…

୨ ରୋଗୀଙ୍କୁ ବଞ୍ଚାଇବା ପାଇଁ ହୃତପିଣ୍ଡ ଓ କିଡନୀ ଦାନ କଲେ ଓଡ଼ିଶାର ସିଆରପିଏଫ ଯବାନ

ଭୁବନେଶ୍ୱର: ଓଡ଼ିଶାର ସିଆରପିଏଫ ହାବିଲଦାର କୃଷ୍ଣଚନ୍ଦ୍ର ମହାଭୋଇଙ୍କ ବିୟୋଗ ପରେ ଦୁଇ ଜଣଙ୍କ ଜୀବନ ବଞ୍ଚାଇବା ପାଇଁ ତାଙ୍କ ପରିବାର ନିଜ ହାର୍ଟ ଓ କିଡନୀ ଦାନ କରିଛନ୍ତି। ଜମ୍ମୁ-କଶ୍ମୀରରେ ଅବସ୍ଥାପିତ ମହାଭୋଇ ଦୁଇ ବର୍ଷ ହେବ ଗୁରୁତର ସ୍ୱାସ୍ଥ୍ୟାବସ୍ଥା ସହ…

ଗଛରୁ ଉଦ୍ଧାର ହେଲା ନବବଧୂଙ୍କର ଝୁଲନ୍ତା ମୃତଦେହ

ବାଲେଶ୍ୱର: ସୋର ଥାନା ଗୋପୀନାଥପୁର ପଞ୍ଚାୟତ ଉପରଗଡ଼ ଗାଁରେ ଅଭାବନୀୟ ଘଟଣା ଘଟିଛି। ଗଛରୁ ମିଳିଲା ନବ ବିବାହିତ ମହିଳାଙ୍କର ଝୁଲନ୍ତା ମୃତଦେହ। ମୃତା ମହିଳା ଜଣକ ହେଲେ ୨୨ ବର୍ଷୀୟା ଗୌରୀ ମୁଦୁଲି । ଗୌରୀଙ୍କ ବାପ ଘର ଖଇରା…

ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ

ଭୁବନେଶ୍ଵର: ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ଦଳର ସଭାପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ପୂର୍ଣ୍ଣଚନ୍ଦ୍ର । ୨୦୦୯ ଓ ୨୦୧୪ରେ ବିଜେଡିରୁ ଦୁଇଥର ଜିତିଥିଲେ…

ଓଡ଼ିଶାରେ ୧୫ରୁ ଅଧିକ ଲୋକସଭା ଆସନରେ ବିଜେପି ବିଜୟୀ ହେବ: ଅପରାଜିତା

ଭୁବନେଶ୍ୱର: ସ୍ଥାନୀୟ ସାଂସଦ ଅପରାଜିତା ଷଡ଼ଙ୍ଗୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସହମତି ପ୍ରକାଶ କରି ଆଗାମୀ ନିର୍ବାଚନରେ ବିଜେପି ବିଜୟୀ ହେବାର ସମ୍ଭାବନା ଉପରେ ଆସ୍ଥା ପ୍ରକଟ କରିଛନ୍ତି। ଓଡ଼ିଶାର ୨୧ଟି ଲୋକସଭା ଆସନରୁ ଦଳ ୧୫ରୁ ଅଧିକ ଆସନ…

ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ: ପିସିସି ସଭାପତି

ଭୁବନେଶ୍ୱର: ଓଡ଼ିଶାରେ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଥିବା ବେଳେ ଆଗାମୀ ମାସରେ ଉଭୟ ନିର୍ବାଚନ ପାଇଁ କଂଗ୍ରେସ ଦଳ ପ୍ରାର୍ଥୀ ଘୋଷଣା କରିବାକୁ ପ୍ରସ୍ତୁତି ଚଳାଇଛି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ଶରତ…

ଛାତ୍ରଛାତ୍ରୀଙ୍କ ପାଇଁ ଇସ୍ତାହାର ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଲେ ବିଜେଡି ସୁପ୍ରିମୋ

ଭୁବନେଶ୍ବର: ସାଧାରଣ ନିର୍ବାଚନ ପୂର୍ବରୁ ଛାତ୍ରଙ୍କ ପାଇଁ ବିଜେଡି ଇସ୍ତାହାର ଆଣିବ। ବିଜେଡି ତା’ର ଇସ୍ତାହାରରେ ଛାତ୍ରଛାତ୍ରୀମାନଙ୍କ ପାଇଁ ସ୍ୱତନ୍ତ୍ର ଘୋଷଣା କରିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଜେଡି କହିଛି ଯେ, ଦଳ…