୫ ସହରର ତାପମାତ୍ର ୪୦ ଡିଗ୍ରି ଛୁଇଁଲା
ଭୁବନେଶ୍ବର: ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ୫ଟି ସହରରେ ତାପମାତ୍ରା ୪୦ ଡ଼ିଗ୍ରି ଛୁଇଁଛି। ଟିଟଲାଗଡ଼, ବଲାଙ୍ଗୀର, ବୌଦ୍ଧ, ଭବାନୀପାଟଣା ଏବଂ ନୟାଗଡ଼ରେ ଆଜି ଦିନର ସର୍ବୋଚ୍ଚ ତାପମାତ୍ରା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା…
ଭୁବନେଶ୍ବର: ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟର ୫ଟି ସହରରେ ତାପମାତ୍ରା ୪୦ ଡ଼ିଗ୍ରି ଛୁଇଁଛି। ଟିଟଲାଗଡ଼, ବଲାଙ୍ଗୀର, ବୌଦ୍ଧ, ଭବାନୀପାଟଣା ଏବଂ ନୟାଗଡ଼ରେ ଆଜି ଦିନର ସର୍ବୋଚ୍ଚ ତାପମାତ୍ରା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା…
ଭୁବନେଶ୍ୱର: ବିଜୁ ଯୁବ ଜନତା ଦଳର ନିର୍ବାଚନୀ ପ୍ରସ୍ତୁତି ବୈଠକ ଆଜି ଶଙ୍ଖଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଜୁ ଯୁବ ଜନତା ଦଳର ସଭାପତି ତଥା ବିଧାୟକ ଡଃ ବ୍ୟୋମକେଶ ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଜୁ ଯୁବ…
ପୁରୀ: ଆଗାମୀ ସାଧାରଣ ନିର୍ବାଚନରେ ବିଜେଡିର କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ଅଂଶୁମାନ ମହାନ୍ତି ଆଜି ଅପରାହ୍ଣରେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ଲୋକସଭା ନିର୍ବାଚନରେ କେନ୍ଦ୍ରାପଡ଼ାରୁ ଜିତିବା ନେଇ ଶକ୍ତି ଓ ସାମର୍ଥ୍ୟ ପାଇଁ ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ଶ୍ରୀଜିଉଙ୍କୁ…
ଭୁବନେଶ୍ଵର: ଏପ୍ରିଲ ୨ରୁ ଆରମ୍ଭ ହେବ ନୂତନ ଶିକ୍ଷାବର୍ଷ । ନୂଆା ଶିକ୍ଷାବର୍ଷ ଏପ୍ରିଲର ଆାରମ୍ଭ ହୋଇ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଚାଲିବ । ସେହିଦିନ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସମ୍ମେଟିଭ୍ ଆସେସମେଣ୍ଟ ୨ ପରୀକ୍ଷା ଫଳ ପ୍ରକାଶ…
ଦୀର୍ଘ ଦିନ ଧରି ଗୋଟିଏ ରହସ୍ୟଜନକ ମୃତ୍ୟୁର ପର୍ଦ୍ଦାଫାସ ହୋଇଛି। ଜଣେ ରେଳ ଯାତ୍ରୀ ଉଠାଇଥିବା ସେଲଫି ଯୋଗୁ ମୃତ୍ୟୁ ପଛର କାରଣ ସାମ୍ନାକୁ ଆସିଛି। ମହରାଷ୍ଟ୍ର କଲ୍ୟାଣ ରେଳ ଷ୍ଟେସନରେ ଯାତ୍ରୀ ଉଠାଇଥିବା ସେଲଫିରେ ଗୋଟିଏ ଚୋର କଏଦ ହୋଇଥିଲା।…
ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁର ସୀମାରେ ନକ୍ସଲ ପୁଣି ହଂସା ଘଟାଇଛନ୍ତି। ଜଣେ ଗ୍ରାମବାସୀକୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତ ବ୍ୟକ୍ତି ହେଲେ ଅଶୋକ ତାଲାଣ୍ଡି। ସୂଚନା ଅନୁସାରେ ଭାମରାଗଡ଼ ଥାନା ଅଂଚଳର ଦାମରାଞ୍ଚା ଗ୍ରାମର ନିବାସୀ…
ନୂଆଦିଲ୍ଲୀ: ଇନଷ୍ଟିଚ୍ୟୁଟ୍ ଅଫ୍ ହ୍ୟୁମାନ୍ ଡେଭଲପମେଣ୍ଟ (ଆଇଏଚଡି) ସହଯୋଗରେ ଆନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲ୍ଏ) ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ ଦେଶରେ ବଢିଛି ବେକାରି ସମସ୍ୟା। ଏଥିରେ ଅଧିକାଂଶ ବେକାର ଯୁବକ ଶିକ୍ଷିତ, ଯେଉଁମାନେ ଚାକିରି ପାଇବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ବିଜେପି କ୍ଷମା ମାଗୁ ବୋଲି ଆଜି ଶିବସେନା(ୟୁବିଟି) ନେତା ସଞ୍ଜୟ ରାଉତ କହିଛନ୍ତି। ଏୟାର ଇଣ୍ଡିଆ ଓ ଇଣ୍ଡିଆନ ଏୟାରଲାଇନ୍ସ ମିଶ୍ରଣ ମାମଲା ବନ୍ଦ କରିବାକୁ ସିବିଆଇ ରିପୋର୍ଟ ଦେବା ପରେ ଶ୍ରୀ ରାଉତ ଏପରି…
ଭୁବନେଶ୍ବର: ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦେବେଶ ଆଚାର୍ଯ୍ୟଙ୍କ ନାଁ ପ୍ରାର୍ଥୀଭାବେ ଘୋଷଣା କରିଛନ୍ତି । ଏହାକୁ ମିଶାଇ କ୍ରମାଗତ ତିନି ଥର ହେବ ଦେବେଶ ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଲଢିବେ ।…
ବାଲେଶ୍ବର: ବାଲେଶ୍ବର ଲୋକସଭା ଆସନରୁ ଟିକେଟ୍ ନ ମିଳିବାରୁ ପୁଣିଥରେ ନିଜର ଅସନ୍ତୋଷ ଜାହିର୍ କରିଛନ୍ତି ବିଜେପିର ପୂର୍ବତନ ସାଂସଦ ଖାରବେଳ ସ୍ବାଇଁ। ପ୍ରତାପ ଷଡ଼ଙ୍ଗୀଙ୍କୁ କନ୍ଧମାଳରୁ ପ୍ରାର୍ଥୀ କରି ତାଙ୍କୁ ବାଲେଶ୍ବରରୁ ପ୍ରତିଦ୍ବନ୍ଦ୍ବିତା ପାଇଁ ସୁଯୋଗ ମିଳୁ ବୋଲି କହିଛନ୍ତି।…