ନ୍ୟାୟିକ ହେପାଜତ ଅବଧି ବୃଦ୍ଧି, ଜେଲରେ ରହିବେ ଅରବିନ୍ଦ କେଜ୍ରିୱାଲ ଓ କେ କବିତା
ନ୍ୟାୟିକ ହେପାଜତକୁ ଗଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଓ ବିଆରଏସ ନେତ୍ରୀ କେ କବିତା। ଉଭୟଙ୍କୁ ୧୪ ଦିନିଆ ନ୍ୟାୟିକ ହେପାଜତକୁ ପଠାଇ ଦିଆଯାଇଛି। ଦିଲ୍ଲୀ ଅବକାରୀ ନୀତି ଘୋଟାଲା ମାମଲାରେ ଗିରଫ ହୋଇ ତିହାର ଜେଲରେ ଅଛନ୍ତି କେଜ୍ରିୱାଲ…
