April 2024

ଅପହରଣ ଉଦ୍ୟମ ପଣ୍ଡ, ମହିଳାଙ୍କୁ ଆକ୍ରମଣ ପରେ ଛାଡ଼ିଦେଲା ଦୁର୍ବୃତ୍ତ

ଆନନ୍ଦପୁର ୨୧।୪: ଅପହରଣକାରୀ କବଳରୁ ବର୍ତ୍ତିଗଲେ ମହିଳା । ଉଦ୍ଧାର ମହିଳାଙ୍କୁ କିଛି ଯୁବକ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ । ପରେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ଘସିପୁରା…

ଆକାଉଣ୍ଟରୁ ୯ କୋଟି ଗାଏବ, ତଦନ୍ତ କରୁଛି EOW

ମୟୂରଭଞ୍ଜ: ଜିଲ୍ଲା ପରିଷଦ ଆକାଉଣ୍ଟରୁ ୯ କୋଟି ଗାଏବ । ମୟୂରଭଞ୍ଜ ଜିଲ୍ଲା ପରିଷଦ ଜମାଖାତାରୁ ଗାଏବ ହୋଇଛି ୯ କୋଟି ୬୦ ଲକ୍ଷ ଟଙ୍କା । ବ୍ୟାଙ୍କ ଅଫ୍ ଇଣ୍ଡିଆରେ ଥିବା ଜମାଖାତାରୁ ଟଙ୍କା ଉଭାନ ହୋଇଥିବା ଅଭିଯୋଗ ହୋଇଛି…

ମାଲକାନଗିରିରେ ଶଙ୍ଖ ଛାଡ଼ି ପଦ୍ମ ଧରିଲେ ୨୦ରୁ ଊର୍ଦ୍ଧ୍ବ ତୁଙ୍ଗନେତା

ମାଲକାନଗିରି: ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ଲକ୍ଷ୍ମୀପ୍ରିୟାକୁ ଟିକଟ ଦେବା ପରେ ଇସ୍ତଫାର ସୁଅ ଛୁଟୁଥିଲା। ମାଥିଲି ବ୍ଲକ ଅଧ୍ୟକ୍ଷ, ଖଇରପୁଟ ବ୍ଲକ ଅଧ୍ୟକ୍ଷ ସମେତ ଏହି ଦୁଇ ବ୍ଲକର ଉପାଧ୍ୟକ୍ଷ ମଧ୍ୟ ବିଜେଡିରୁ ଇସ୍ତଫା ଦେଇଥିଲେ। ଆଜି ମାଥିଲିର ବ୍ରାହ୍ମଣଗୁଡା…

ଶିମିଳିପାଳରେ ପହଞ୍ଚିଲେ ଓଡ୍ରାଫ ଟିମ୍

ନିଆଁର ଆଁରେ ଶିମିଳିପାଳ ଅଭୟାରଣ୍ୟ। ଶିମିଳିପାଳ ଅଭୟାରଣ୍ୟର ବହୁ ସ୍ଥାନରେ ଲାଗିଛି ନିଆଁ। ଗୋଟିଏ ପାହାଡ଼ରୁ ଆଉ ଗୋଟିଏ ପାହାଡ଼କୁ ନିଆଁ ମାଡି ଚାଲିଛି। ୨୭୫୦ ବର୍ଗ କିଲୋମିଟର ଶିମିଳିପାଳ ଅଭୟାରଣ୍ୟର ୩୧ଟି ପଏଣ୍ଟରେ ଲାଗିଛି ନିଆଁ । ଉତ୍ତର ଶିମିଳିପାଳର…

ଅଟୋ-ଟ୍ରକ ମୁଁହାମୁଁହି ଧକ୍କା: ୩ ମୃତ, ୫ ଆହତ

ନବରଙ୍ଗପୁର: ରାଇଘର ଥାନା ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଅଟୋକୁ ସାମ୍ନା ପଟୁ ପିଟିଲା ଟ୍ରକ। ଘଟଣାସ୍ଥଳରେ ୩ ମୃତ ୫ ଆହତ ହୋଇଥିବା ସୂଚନା ରହିଛି। ଆଜି ଅପରାହ୍ନ ୪ଟା ସମୟରେ ଏକ ଅଟୋରେ ୧୦ ଜଣ ଯାତ୍ରୀ…

ବଡଚଣା ଟିକେଟ ପାଇବା ପରେ ନବୀନ ନିବାସରେ ବର୍ଷା, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା

ଭୁବନେଶ୍ୱର : ନବୀନ ନିବାସରେ ବର୍ଷା ପ୍ରିୟଦର୍ଶିନୀ । ବଡଚଣା ଟିକେଟ ପାଇବା ପରେ ନବୀନ ନିବାସରେ ପହଞ୍ଚିଛନ୍ତି ଅଭିନେତ୍ରୀ ବର୍ଷା । ବଡ଼ଚଣାରୁ ବିଜେଡି ବିଧାୟକ ପ୍ରାର୍ଥୀ ହୋଇଛନ୍ତି ବର୍ଷା ପ୍ରିୟଦର୍ଶିନୀ । ଏହାପରେ ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ…

‘ଜେଲରେ ମୋ ସ୍ୱାମୀଙ୍କୁ ମାରିବାକୁ ଚେଷ୍ଟା ଚାଲିଛି’

‘ଜେଲ୍‌ ଭିତରେ ମୋ ସ୍ୱାମୀଙ୍କୁ ମାରିଦେବାକୁ ଚେଷ୍ଟା ଚାଲିଛି। ତାଙ୍କୁ ଇନ୍‌ସୁଲିନ୍‌ ଦିଆଯାଉ ନାହିଁ।’ ରାଞ୍ଚିରେ ଆୟୋଜିତ ଇଣ୍ଡିଆ ଅଲାଏନ୍ସର ଉଲଗୁଲାନ ରାଲିରେ ଯୋଗ ଦେଇ ଏଭଳି କିଛି ଅଭିଯୋଗ ଆଣିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ପତ୍ନୀ ସୁନୀତା କେଜ୍ରିଓ୍ୱାଲ।…

ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହା

ଭୁବନେଶ୍ଵର: ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହା । ନିର୍ବାଚନୀ ରଣନୀତି ନେଇ କର୍ମକର୍ତ୍ତାଙ୍କ ସହ କରିବେ ଆଲୋଚନା । ଏନେଇ ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର । ଓଡିଶାରେ ପହଞ୍ଚି ପ୍ରଥମେ ସୋନପୁରରେ ଏକ…

ନିର୍ବାଚନ ଆୟୋଗ ନିର୍ଦ୍ଦେଶ ଦେଲେ ବି ଦଳୀୟ ସଂଗୀତରୁ ଜୟ ଭବାନୀ ଓ ହିନ୍ଦୁ ଶବ୍ଦ ହଟାଇବୁନି

ଦଳୀୟ ସଂଗୀତରୁ “ଜୟ ଭବାନୀ” ଏବଂ “ହିନ୍ଦୁ” ଶବ୍ଦ ହଟାଇବେନି ଶିବସେନା (UBT) ମୁଖ୍ୟ ଉଦ୍ଧବ ଠାକରେ। ନିର୍ବାଚନ କମିଶନଙ୍କ ନୋଟିସ୍ ପରେ ମଧ୍ୟ ସେ ଏପରି କରିବେ ନାହିଁ ବୋଲି ସାମ୍ବାଦିକ ସମ୍ମିଳନୀରେ ରୋକ୍ ଠୋକ୍ ମନା କରିଦେଇଛନ୍ତି। ଠାକରେ…

କାନ୍ଦ ବୋବାଳିରେ ଫାଟିଲା ଅଂଜେରପାଲି ଗାଁ ଶ୍ମଶାନ, ଏକା ସାଙ୍ଗରେ ଜଳିଲା ୮ଜଣଙ୍କ ଜୁଇ

ବରଗଡ/ ଝାରୁସୁଗୁଡା : ମହାନଦୀରେ ଯାତ୍ରା ପାଲଟିଲା ମହାଯାତ୍ରା । ଝାରସୁଗୁଡ଼ା ଲଖନପୁରରେ ମହାନଦୀରେ ଡଙ୍ଗାବୁଡ଼ି ଘଟଣାରେ ନିଖୋଜ ୮ଜଣଙ୍କ ମୃତଦେହ ଉଦ୍ଧାର ହେବାପରେ ଛତିଶଗଡ଼ ରାଜ୍ୟ ରାୟଗଡ ଜିଲ୍ଲାର ଅଂଜେରପାଲି ଠାରେ ୮ଟି ମୃତଦେହ ପହଁଚିଥିଲା । ଏହା ପରେ…