April 2024

୬୧ ଶୁଆଙ୍କୁ ମୁକ୍ତ କଲା ବନବିଭାଗ

ରାଉରେକଲା : ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା ବଣାଇ ବନଖଣ୍ଡ ଅନ୍ତର୍ଗତ ଟେନ୍‌ସା ଜଙ୍ଗଲ ଅଞ୍ଚଳରେ ଶୁକ୍ରବାର ୬୧ ‌ଗୋଟି ଶୁଆଙ୍କୁ ଖୋଲା ଆକାଶରେ ମୁକ୍ତ କରାଯାଇଛି। ଗତ ଜାନୁଆରି ମାସରେ ରାଉରକେଲା ବନଖଣ୍ଡ ଅନ୍ତର୍ଗତ ବିଭିନ୍ନ ସ୍ଥାନରୁ ଚାଲାଣକାରୀମାନଙ୍କ ଠାରୁ ଏହି…

ମହାନଦୀରେ ଡ଼ଙ୍ଗାବୁଡ଼ି ୨ ମୃତ ୭ ନିଖୋଜ

ଝାରସୁଗୁଡ଼ା : ମହାନଦୀରେ ଏକ ଡଙ୍ଗା ବୁଡ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ନିଖୋଜ ଅଛନ୍ତି। ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା। ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି।…

ଜାତୀୟ ରାଜପଥରେ ଗୋଟିଏ ଦିନରେ ମାତ୍ର ୨୦୦ ମିଟର ଦୂରତାରେ ଗଲା ୪ଟି ଜୀବନ

ବାଲେଶ୍ବର : ଆଜି ଦିନକରେ ୨୦୦ ମିଟର ଦୂରତାରେ ଜାତୀୟ ରାଜପଥରେ ଯାଇଛି ୪ଟି ମୂଲ୍ୟବାନ ଜୀବନ। ଯେଉଁଥିରେ ଜଣେ ମହିଳା ଓ ଜଣେ ନାବାଳକ ରହିଛନ୍ତି। ଆଜି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ବାଲେଶ୍ୱର ଦେଇ ଯାଇଥିବା ୧୬ ନମ୍ୱର…

ନିର୍ବାଚନ ମୁଣ୍ଡ ଉପରେ : ବରଗଡ଼ରେ ଟଙ୍କା ଉଡ଼ୁଛି ! ଦୁଇଦିନରେ ଜବତ ୧୬ ଲକ୍ଷ

ବରଗଡ଼ : ଓଡ଼ିଶାରେ ସାଧାରଣ ନିବାର୍ଚନ ଆଉ କିଛି ଦିନ ବାକିଥିବା ବେଳେ ବରଗଡ଼ ଜିଲ୍ଲାରୁ ଜବତ ହେଉଛି ପୁଳାପୁଳା ଟଙ୍କା। ଗତକାଲି ବରଗଡ଼ ଥାନା ହଲଦୀପାଲି ଛକରୁ ଏକ ପିକ୍‌ଅପ୍ ଭ୍ୟାନରୁ ୧୦ ଟଙ୍କା ଜବତ କରାଯାଇଥିବା ବେଳେ ପୁଣି…

ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଧଳା ବାଘୁଣୀ ସ୍ନେହାର ମୃତ୍ୟୁ

ଭୁବନେଶ୍ବର : ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଧଳା ବାଘୁଣୀ ସ୍ନେହାର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାକୁ ୧୪ ବର୍ଷ ହୋଇଥିଲା। ତା’ର ମୃତ୍ୟୁ ସହିତ ନନ୍ଦନକାନନରେ ଏବେ ବାଘଙ୍କ ସଂଖ୍ୟା ୨୭କୁ ଖସି ଯାଇଛି। ଧଳା ବାଘ କୁସୁମ ଓ ନିଶାନର…

ସିଝୁଛି ଓଡ଼ିଶା : ୪୪ ଡିଗ୍ରୀ ଡେଇଁ

ଭୁବନେଶ୍ବର : ଆଜି ବି ପ୍ରଚଣ୍ଡ ତାତିରେ କଲବଲ ହେଲା ସାରା ଓଡ଼ିଶା। ଏ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ଆଜି ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସ ଛୁଇଁଛି। ୪୪.୩ ଡିଗ୍ରୀ ସହ ବୌଦ୍ଧ ପାଲଟିଛି ସର୍ବାଧିକ ଉତ୍ତପ୍ତ ସହର।…

ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ

ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ ଦେଇଥିଲା, ଯାହା ପରେ ଦେଶ ଯେମିତି ସ୍ଥିର ହୋଇଗଲା। ପ୍ରବଳ ବର୍ଷା ପରେ ଅନେକ…

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ଭୋଟରଙ୍କୁ ନିର୍ବାଚନ ଆୟୋଗର ଆବେଦନର ଭିଡିଓ ଅନୁଯାୟୀ, ଦେଶର ମୁଖ୍ୟ…

ଆପ ନେତା ଅମାନତୁଲ୍ଲା ଖାଁ ଗିରଫ, ଓ୍ବାକଫ ବୋର୍ଡ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ କଲା ଇଡି

ନୂଆଦିଲ୍ଲୀ: ଆଗକୁ ନିର୍ବାଚନ ଥିବାବେଳେ ଆମ ଆଦମି ପାର୍ଟି ପାଇଁ ଗୋଟିକ ପରେ ଗୋଟିଏ ବିପଦ ମାଡ଼ିଆସୁଛି । ଦଳର ବିଧାୟକ ଅମାନତୁଲ୍ଲା ଖାଁଙ୍କୁ ଇଡି ଗିରଫ କରିଛି। ୱାକଫ୍ ବୋର୍ଡ ନିଯୁକ୍ତି ଦୁର୍ନୀତିରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ କରାଯାଇଛି।…

କଂଗ୍ରେସ ଇତିହାସରେ ପ୍ରଥମ: ସବୁଠାରୁ କମ ସଂଖ୍ୟକ ଆସନରେ ଲଢ଼ିବ ଦଳ

ନୂଆଦିଲ୍ଲୀ : ଦୀର୍ଘ ୨୦ ବର୍ଷ ପରେ..। ଏହି ଡାଏଲଗ ଏବେ କଂଗ୍ରେସ ପାଇଁ ଲାଗୁ ହେବାକୁ ଯାଉଛି। କାରଣ ଦେଶର ସର୍ବପୁରାତନ ରାଜନୀତିକ ଦଳ ଏବେ ତା’ ଇତିହାସରେ ସବୁଠାରୁ କମ ସଂଖ୍ୟକ ଆସନରେ ଲୋକସଭା ନିର୍ବାଚନ ଲଢ଼ିବାକୁ ଯାଉଛି।…