ତିନି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିପାରୁ ନାହାନ୍ତି ବିଜେଡି, ବିଜେପି ସହ କଂଗ୍ରେସ
ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ପାଣିପାଗରେ ଉଷ୍ନତା ଦେଖାଯାଇଛି। ଆସନ୍ତା ମାସ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା କ୍ଷେତ୍ର ଓ ୨୮ଟି ବିଧାନସଭା ନିର୍ବାଚନ ମଣ୍ଡିଳୀରେ ମତଦାନ ହେବ। ଭୋଟ୍ଦାନ ତାରିଖ ଯେତିକି ପାଖେଇ…
