ଗତକାଲିଠୁ ନିଖୋଜ ଥିଲେ; ଆଜି ସକାଳେ ସମୁଦ୍ରରୁ ମିଳିଲା ମୃତଦେହ
ପୁରୀ : ଗତକାଲିଠୁ ନିଖୋଜ ଥିଲେ। ଆଜି ସକାଳେ ସମୁଦ୍ର କୂଳରୁ ଠାବ ହୋଇଛି ବ୍ୟକ୍ତିଙ୍କ ମୃତଦେହ। ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଅନ୍ତର୍ଗତ ଗୁଣ୍ଡଳବା ନିକଟ ସମୁଦ୍ର କୂଳରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ…
