୪୦ ଡିଗ୍ରି ଉପରେ ରାଜ୍ୟର ୩୦ ସହର: ତାଳଚେରରେ ସର୍ବାଧିକ ତାପମାତ୍ରା ୪୩.୨ ଡିଗ୍ରି ରେକର୍ଡ
ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମଲହରି ଜାରି ରହିଛି। ସକାଳ ୭ଟାରୁ ସୂର୍ଯ୍ୟଙ୍କ ପ୍ରଖର କିରଣ ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ଶରୀରରୁ ଗମ୍ଗମ୍ ଝାଳ ବାହାରିପଡୁଛି। ଦିନସାରା ତତଲା ଝାଞ୍ଜି ବହୁଛି। ଆଜି ରାଜ୍ୟର ୩୦ଟି ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିଛି।…
