April 2024

ଅଭିଷେକ ବାନାର୍ଜୀଙ୍କ ବିରୋଧରେ ଅଭିଜିତ ଦାସଙ୍କୁ ପ୍ରାର୍ଥୀ କଲା ବିଜେପି

ଅନେକ ମାନସମନ୍ଥନ ପରେ ଶେଷରେ ବିଜେପି ପଶ୍ଚିମବଙ୍ଗର ଡାଇମଣ୍ଡ ହାର୍ବର ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଏଠାରେ ଅଭିଜିତ ଦାସ ବବୀ ବିଜେପିର ଲୋକସଭା ପ୍ରାର୍ଥୀ ହୋଇଛନ୍ତି। ତାଙ୍କର ଲଢ଼େଇ ଟିଏମସିର ଅଭିଷେକ ବାନାର୍ଜୀଙ୍କ ସହ ହେବ। ଅଭିଷେକ…

ବିଜେପିରେ ଯୋଗଦେଲେ ତେଲକୋଇର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ

ଭୁବନେଶ୍ବର: ବିଜେପିରେ ଯୋଗଦେଲେ ତେଲକୋଇର ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ । ସେ ପ୍ରାର୍ଥୀ ପାଇଁ ଆଶାୟୀ ଥିବାବେଳେ, ଦଳ ଟିକେଟ୍ ନଦେବାରୁ ବେଦବ୍ୟାସ ଅସନ୍ତୁଷ୍ଟ ଥିଲେ । ସେନେଇ ବେଦବ୍ୟାସ ନିକଟରେ ବିଜେଡି ଛାଡିଥିଲେ । ଆଜି ବିଜେପି…

ଆଇଏଏସ୍ ପରୀକ୍ଷାରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ବାଜିମାତ୍

ଭୁବନେଶ୍ବର/ତାଳଚେର: ଲୋକ ସେବା ଆୟୋଗ (ୟୁପିଏସ୍‌ସି) ଦ୍ବାରା ପରିଚାଳିତ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ପରୀକ୍ଷା ୨୦୨୩ ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ଆଦିତ୍ୟ ଶ୍ରୀବାସ୍ତବ ଏବଂ ଓଡ଼ିଶାର ଅନିମେଷ ପ୍ରଧାନ ଯଥାକ୍ରମେ ପ୍ରଥମ ଏବଂ ଦ୍ବିତୀୟ ସ୍ଥାନରେ ରହିଛନ୍ତି।…

ପାଣ୍ଡିଆନଙ୍କ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେପି

ଭୁବନେଶ୍ବର: ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେପି । ବିଜେପି ଅଭିଯୋଗ କରିଛି ଯେ, ବିଜେଡି ନେତା ତଥା 5-ଟି ଅଧ୍ୟକ୍ଷ ପାଣ୍ଡିଆନ ଆଜି ଆଦର୍ଶ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଘଂନ କରିଛନ୍ତି ।…

କଂଗ୍ରେସ ପାଇଁ ଆଉ ପ୍ରଚାର କରିବି ନାହିଁ : ସୁର ରାଉତରାୟ

ଭୁବନେଶ୍ୱର : କଂଗ୍ରେସ ପାଇଁ ଆଉ ପ୍ରଚାର କରିବି ନାହିଁ । ସାନ ପୁଅ ମନ୍ମଥ ରାଉତରାୟ ପାଇଁ ପ୍ରଚାର କରିବି । ଏହା କହିଛନ୍ତି ବରିଷ୍ଠ ନେତା ସୁର ରାଉତରାୟ । ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କୁ କଂଗ୍ରେସ ୬…

ଆପ୍‌ର ଷ୍ଟାର୍‌ ପ୍ରଚାରକ ତାଲିକାରେ କେଜ୍ରିଓ୍ୱାଲଙ୍କ ପତ୍ନୀ

ଏଥର ନିର୍ବାଚନ ପ୍ରଚାର ମୈଦାନକୁ ଓହ୍ଲାଇବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ପତ୍ନୀ। ଲୋକସଭା ନିର୍ବାଚନ ପାଇଁ ସେ କରିବେ ନିଜ ପ୍ରାର୍ଥୀଙ୍କ ପାଇଁ ପ୍ରଚାର। ଆମ ଆଦମୀ ପାର୍ଟିର ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ହୋଇଛନ୍ତି ସୁନୀତା କେଜ୍ରିଓ୍ୱାଲ। ପ୍ରଥମ…

ରଥଯାତ୍ରା ପ୍ରସ୍ତୁତି ବୈଠକ: ବିଭାଗୀୟ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ପୁରୀ: ଚଳିତବର୍ଷ ନିର୍ବାଚନ ସହ ରଥଯାତ୍ରାର ଆୟୋଜନ ପ୍ରଶାସନ ପାଇଁ ବଡ ଆହ୍ଵାନ। ତେଣୁ ପ୍ରତ୍ୟେକ ବିଭାଗ ସେମାନଙ୍କ ବିଭାଗୀୟ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ପରାମର୍ଶ ଦେଇଛନ୍ତି। ଆଜି ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରେ ଜିଲ୍ଲାପାଳ…

ବିଜେପି କରିଛି ବିଶ୍ବାସଘାତକତା: ଟିକେଟ ନପାଇ ବର୍ଷିଲେ ବୁଧାନ ମୁର୍ମୁ

ଭୁବ‌ନେଶ୍ବର: ବିଜେପି ପକ୍ଷରୁ ୨୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ସେଥିମଧ୍ୟରୁ ସାରସକଣାରୁ ଭାଦବ ହାଁସଦାଙ୍କୁ ଦଳ ପକ୍ଷରୁ ଟିକେଟ ଦିଆଯାଇଛି। ଫଳରେ ଏହି ବିଧାନସଭା ଆସନର ସିଟିଂ ବିଧାୟକ ବୁଧାନ ମୁର୍ମୁ ବିଜେପିର ଏଭଳି ପଦକ୍ଷେପ ନେଇ…

ନିର୍ମାଣାଧୀନ ଘରର ଖସି ପଡ଼ିଲା ଛାତ ସେଣ୍ଟ୍ରିଂ: ଚାପି ହୋଇ ଜଣେ ଶ୍ରମିକ ମୃତ, ୪ ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଳନ୍ଥରା ଥାନା ଅନ୍ତର୍ଗତ ସୋରଳ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଏକ ନିର୍ମାଣାଧୀନ ଘରର ଖସି ପଡ଼ିଲା ଛାତ ସେଣ୍ଟ୍ରିଂ। ଘଟଣାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି।…

ପ୍ରକାଶ ପାଇଲା ୟୁପିଏସସି ଆଇଏଏସ୍ ପରୀକ୍ଷା ୨୦୨୩ ଫଳ: ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ: ୟୁପିଏସସି ଆଇଏଏସ୍ ପରୀକ୍ଷା ୨୦୨୩ ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ ଆଦିତ୍ୟ ଶ୍ରୀବାସ୍ତବ ଏବଂ ଓଡ଼ିଶାର ଅନିମେଶ ପ୍ରଧାନ ଯଥାକ୍ରମେ ପ୍ରଥମ ଏବଂ ଦ୍ବିତୀୟ ସ୍ଥାନରେ ରହିଛନ୍ତି। ସେହିପରି ତୃତୀୟ ସ୍ଥାନରେ ଡୋନୁରୁ ଅନନ୍ୟା ରେଡ୍ଡୀ ଅଛନ୍ତି। ପିକେ…