April 2024

ବିଜେପିର ପୋଷ୍ଟର ବୟ ସାଜିଛନ୍ତି ଜନବିରୋଧୀ ପ୍ରଦୀପ, ପ୍ରଶାନ୍ତ

ଭୁବନେଶ୍ଵର: ରାଜ୍ୟରେ ବିଜେପିର ଗୁଣ୍ଡାଗର୍ଦ୍ଦି କରୁଥିବା ନେତାଙ୍କ ଉପରେ ବର୍ଷିଛନ୍ତି ବିଜେଡି ମୁଖପାତ୍ର ସ୍ବୟଂ ପ୍ରକାଶ ମହାପାତ୍ର । ଅପରାଧିକ କାର୍ଯ୍ୟ ସହ ଜଡିତ ଓ ବିଜେଡିରୁ ବିତାଡିତ ପ୍ରଦୀପ ପାଣିଗ୍ରାହୀ ଓ ପ୍ରଶାନ୍ତ ଜଗଦେବ ବିଜେପିର ପୋଷ୍ଟର ବୟ ପାଲଟିଛନ୍ତି…

ନବୀନ ନିବାସରେ ଭୋଗରାଇ ବିଧାୟକ

ଭୁବନେଶ୍ୱର : ନବୀନ ନିବାସରେ ଭୋଗରାଇ ବିଧାୟକ ଅନନ୍ତ ଦାସ l ପୁଅ ପାଇଁ ଟିକେଟ ଆଶାରେ ସମର୍ଥକଙ୍କୁ ନେଇ ପହଁଚିଲେ ଅନନ୍ତ ଦାସ l ପୁଅ ଅଭିଜିତ ଦାସଙ୍କ ସହ ନବୀନ ନୀବାସକୁ ଯାଇଥିଲେ । ଏବେ ସୁଦ୍ଧା ଭୋଗରାଇ…

ବିଜେପିରେ ସାମିଲ ହେଲେ କାର୍ ଖାନା ଭାଉଜ

ଭୁବନେଶ୍ଵର: ବିଜେପିରେ ସାମିଲ ହେଲେ କାରରେ ଖାଦ୍ୟ ପରସି ଚର୍ଚ୍ଚାରେ ଥିବା ଦୁଇ ଯା’ ନେହା ଏବଂ ରଶ୍ମିତା ପାଣିଗ୍ରାହୀ । ବିଜେପି ସାଂସଦ ବସନ୍ତ ପଣ୍ଡା, ବରିଷ୍ଠ ନେତା ସମୀର ଦାସ, ପୁରୀ ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର…

ଆଇଏମଡିର ‘ମୌସୁମୀ’ ଆକଳନ: ଏଥର ସ୍ୱାଭାବିକ ଠାରୁ ଅଧିକ ବର୍ଷା

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁକୁ ନେଇ ଏବେ ଠାରୁ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ବା ଆଇଏମଡି। ସବୁଥର ମୌସୁମୀ ସ୍ୱାଭାବିକ ରହିବ ବୋଲି କହୁଥିବା ଆଇଏମଡି ଏଥର କିଛି ଭିନ୍ନ ଆକଳନ କରିଛି। ଆଇଏମଡିର କହିବା କଥା ଯେ…

ବିଜେପିରେ ମିଶିଲେ ଜ୍ୟୋତି ପାଣିଗ୍ରାହୀ ଓ ସରୋଜ ପାଣିଗ୍ରାହୀ

ଭୁବନେଶ୍ଵର: ବିଜେପିରେ ମିଶିଲେ ଜ୍ୟୋତି ପାଣିଗ୍ରାହୀ । ପୂର୍ବତନ ମହିଳା କମିଶନ ଅଧ୍ୟକ୍ଷା ଜ୍ୟୋତି ପାଣିଗ୍ରାହୀ ସ୍ଵାମୀ ସରୋଜ ପାଣିଗ୍ରାହୀଙ୍କ ସହ ଆସି ବିଜେପିରେ ସାମିଲ ହେଲେ । ଗତ ୪ ଦିନ ତଳେ ବିଜେଡି ଛାଡିଥିଲେ ଜ୍ୟୋତି । ବିଜେଡି…

ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା, ମୋଟ୍ ୭୫ ଆସନ ପାଇଁ ତାଲିକା ଜାରି

ଭୁବନେଶ୍ବର: ଆସିଲା କଂଗ୍ରେସର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା। ସାଧାରଣ ନିର୍ବାଚନ-୨୦୨୪ ପାଇଁ କଂଗ୍ରେସ ଏପର୍ଯ୍ୟନ୍ତ ୨ଟି ପର୍ଯ୍ୟାୟରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କରିଥିଲା। ଆଜି ତୃତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ । ୭୫ଟି ବିଧାନସଭା…

ସରବଜିତଙ୍କ ହତ୍ୟାକାରୀକୁ ହତ୍ୟା କଲେ ଦୁର୍ବୃତ୍ତ

ନୂଆଦିଲ୍ଲୀ: ସରବଜିତଙ୍କ ହତ୍ୟାକାରୀକୁ ହତ୍ୟା କଲେ ଦୁର୍ବୃତ୍ତ। ପାକିସ୍ତାନରୁ ଏବେ ଏହି ବଡ ଖବର ସାମ୍ନାକୁ ଆସିଛି। ଲାହୋରରେ ଅଜ୍ଞାତ ଆକ୍ରମଣକାରୀମାନେ ଅଣ୍ଡରୱାର୍ଲ୍ଡ ଡନ୍ ଆମୀର ସରଫରାଜକୁ ହତ୍ୟା କରିଥିବା ଜଣାପଡ଼ିଛି। ଆମୀର ସରଫରାଜ ଯିଏକି ଆଇଏସଆଇର ନିର୍ଦ୍ଦେଶରେ ପାକିସ୍ତାନ ଜେଲରେ…

ମଦ ଉଜାଡି ଦେଲା ସୁନା ସଂସାର: ୮ ବର୍ଷର ପୁଅକୁ ପିଟି ପିଟି ମାରିଦେଲା ମା’

ମାଲକାନଗିରି: ଅନ୍ତ ଫାଡି ପୁଅକୁ ଜନ୍ମ ଦେଇଥିଲା ମା’ । କିନ୍ତୁ ମଦ ଆଗରେ ଫିକା ପଡିଗଲା ମାତୃତ୍ଵ । ମଦ ନିଶାରେ ୮ ବର୍ଷର ପୁଅକୁ ପିଟି ପିଟି ମାରିଦେଲା ମା’ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଲୋକସଭା ନିର୍ବାଚନ ପାଇଁ ବିଜେପିର ‘ସଂକଳ୍ପ ପତ୍ର’ ଜାରି

ଲୋକସଭା ନିର୍ବାଚନ ପାଇଁ ଆଜି ଜାରି ହୋଇଛି ବିଜେପିର ନିର୍ବାଚନୀ ଇସ୍ତାହାର ବା ‘ସଂକଳ୍ପ ପତ୍ର’ । ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ସଂକଳ୍ପ ପତ୍ର ଉନ୍ମୋଚନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଅବସରରେ ନିର୍ବାଚନୀ ଇସ୍ତାହାର କମିଟିର ମୁଖ୍ୟ…

ଆମ୍ବେଦକର ଜୟନ୍ତୀ: ଆପ୍ ପାଳନ କଲା ‘ସମ୍ବିଧାନ ବଞ୍ଚାଅ ଓ ତାନାଶାହୀ ହଟାଅ’ ଦିବସ

ଭୁବନେଶ୍ୱର: ଆଜି ହେଉଛି ସମ୍ବିଧାନ ପ୍ରଣେତା ଡ.ବାବାସାହେବ ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ । ଏହି ଅବସରରେ ଆମ୍ ଆଦ୍‌ମୀ ପାର୍ଟି ସାରାଦେଶରେ ପାଳନ କରୁଛି ‘ସମ୍ବିଧାନ ବଞ୍ଚାଅ ଓ ତାନାଶାହୀ ହଟାଅ’ ଦିବସ। ଏହି ପରିପ୍ରେକ୍ଷିରେ ଆମ୍ ଆଦ୍‌ମୀ ପାର୍ଟି, ଓଡ଼ିଶା…