April 2024

ରୋଡ୍‌ ସୋ’ ବେଳେ ପଥର ମାଡ଼ରେ ଆହତ ହେଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ରେଡ୍ଡୀ

ଅମରାବତୀ: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ ଜଗନ ମୋହନ ରେଡ୍ଡୀ ନିର୍ବାଚନ ପ୍ରଚାର ସମୟରେ କିଛି ଲୋକଙ୍କ ପଥର ମାଡ଼ରେ ଆହତ ହୋଇଛନ୍ତି। ୱାଇଏସଆରସିପି ସଭାପତି ତାଙ୍କ ରୋହ୍‌ ସା କାଳରେ ବସରେ ଯାତ୍ରା କରୁଥିବା ସମୟରେ ଟେକା ମାଡ଼ର ସମ୍ମୁଖୀନ ହୋଇଥିଲେ।…

ବିଜେଡି ଛାଡ଼ିଲେ ରାଜ୍ୟ ସମ୍ପାଦକ ସରୋଜ ସାହୁ

ବିଜେଡିକୁ ପୁଣି ଲାଗିଛି ଝଟକା। ନିର୍ବାଚନ ଯେତିକି ପାଖେଇ ଆସୁଛି ଦଳର ଜଣଙ୍କ ଜଣେ ବରିଷ୍ଠ ନେତା ଇସ୍ତଫା ଦେବାରେ ଲାଗିଛନ୍ତି। ଏହିକ୍ରମରେ ଆଜି ବିଜେଡିର ରାଜ୍ୟ ସଂପାଦକ ସରୋଜ କୁମାର ସାହୁ ଦଳ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି।…

ଡିଭାଇଡରରେ ପିଟି ହେଲା କାର୍, ଚାଲିଗଲା ବାପ-ଝିଅଙ୍କ ଜୀବନ

ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଯଶୋଟିକିରୀ ଛକ ନିକଟ ଏନଏଚ୍ ୧୬ରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଡିଭାଇଡରରେ କାର୍ ଟି ପିଟି ହେବାରୁ ଅକାରଣରେ ଚାଲିଗଲା ବାପ ଓ ଝିଅର ଜୀବନ । ମୃତକ ହେଲେ ସୁଭାଶିଷ…

ଆଜିଠୁ ଆରମ୍ଭ ହେଲା ସିଂହଦ୍ୱାର ପ୍ରତିହାରୀ ସେବା, ଅଣହିନ୍ଦୁଙ୍କ ପ୍ରବେଶ ଉପରେ ଲାଗିବ ରୋକ

ପୁରୀ: ଆଜିଠୁ ପୁରୀ ଶ୍ରୀମନ୍ଦିର ସିଂହଦ୍ବାରରେ ଆରମ୍ଭ ହେଲା ପ୍ରତିହାରୀ ସେବା । ସକାଳେ ଓ ସନ୍ଧ୍ୟା ପାଇଁ ଦୁଇ ଜଣ ପ୍ରତିହାରୀ ସେବାୟତଙ୍କୁ ସିଂହଦ୍ୱାରରେ ମୁତୟନ କରାଯାଇଛି । ଶ୍ରଦ୍ଧାଳୁଙ୍କୁ ଉପରେ ସେମାନେ ରଖିଛନ୍ତି ନଜର । ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ…

ରାଜସ୍ଥାନ : ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର, ୭ ଜଣ ଦଗ୍ଧ

ସିକର: ରାଜସ୍ଥାନର ସିକର ଜିଲ୍ଲାରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଜୟପୁର-ବିକାନେର ଜାତୀୟ ରାଜପଥରେ ଏକ ଦ୍ରୁତଗାମୀ କାର୍ ଆଗକୁ ଯାଉଥିବା ଏକ ଟ୍ରକ୍ କୁ ଧକ୍କା ଦେଇଥିଲା। ଫଳରେ ଉଭୟ ଗାଡ଼ିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ…

ପୁଣି ସିରିଜ୍‌ ଲୁଟ୍‌, ୩ଟି ଘରୁ ୧୦ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ : ମାତିଛନ୍ତି ଲୁଟେରା । ଥମୁନି ଲୁଟେରାଙ୍କ ବିତ୍ପାତ । ନଜର ରଖୁଛନ୍ତି ସୁଯୋଗ ଖୋଜି ବୁଲୁଛନ୍ତି । ଆଉ ଟିକିଏ ସୁଯୋଗ ପାଇବା ମାତ୍ରେ ଲୁଟ୍‌ କରୁଛନ୍ତି । କଟକ ଜିଲ୍ଲା ସାଲେପୁର ବ୍ଲକ ଜଗତପୁର ଥାନା ଅଧିନସ୍ଥ…

ଆମେ ଇରାନ ସହ ସଂଘର୍ଷ ଚାହୁଁନାହୁଁ, କହିଲା ଆମେରିକା

ନୂଆଦିଲ୍ଲୀ: ଆମେରିକା ପ୍ରତିରକ୍ଷା ସଚିବ ଲଏଡ୍‌ ଅଷ୍ଟିନ୍‌ କହିଛନ୍ତି ଯେ ଆମେରିକା ଇରାନ ସହ ସଂଘର୍ଷ ଚାହୁଁନାହିଁ, ବରଂ ସେମାନଙ୍କ ସେନାକୁ ସୁରକ୍ଷା ଦେବା ଏବଂ ଇସ୍ରାଏଲର ପ୍ରତିରକ୍ଷାକୁ ସମର୍ଥନ କରିବା ପାଇଁ ପଦକ୍ଷେପ ନେବାକୁ ପଛଘୁଞ୍ଚା ଦେବ ନାହିଁ। ପ୍ରତିରକ୍ଷା…

ବିଜେପି ନେତାଙ୍କ ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ବିଜେଡି । ବିଜେପି ନେତା, କର୍ମୀ ଓ ପ୍ରାର୍ଥୀ ମାନେ ମହିଳାଙ୍କ ଚରିତ୍ର ସଂହାର କରୁଛନ୍ତି । ଆଶା ଅଙ୍ଗନୱାଡ଼ି, ମିଶନଶକ୍ତି ମହିଳାଙ୍କ ପରି ତୃଣ ମୂଳ ସ୍ତରରେ…

ତଳକୋର୍ଟଙ୍କ ରାୟକୁ ଚାଲେଞ୍ଜ କରି ସୁପ୍ରିମକୋର୍ଟ ଗଲେ ମୋକିମ, ୧୯ରେ ଶୁଣାଣି

କଟକ: ଓଡ଼ିଶା ରୁରାଲ ହାଉସିଂ ଡେଭଲପମେଣ୍ଟ କର୍ପୋରେସନ (ଓଆରଏଚଡିସି) ଋଣ ମାମଲା । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରୋକ୍ ଲଗାଇବା ପାଇଁ ହାଇକୋର୍ଟରୁ ନିରାଶ ହେବା ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ । ମେ’ ମାସରେ…

କାଲିଠୁ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ୫ରୁ ୬ ଡିଗ୍ରୀ ସେଲସିୟସ୍ ବଢ଼ିବା ସମ୍ଭାବନା

ଭୁବନେଶ୍ୱର : କାଲି ଠାରୁ କଲବଲ କରି ଗ୍ରୀଷ୍ମଲହରୀ । ଓଡ଼ିଶା, ଉପକୂଳ ଆନ୍ଧ୍ରପ୍ରଦେଶ ଓ ୟନମରେ ଗ୍ରୀଷ୍ମଲହରୀ ପ୍ରବାହ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୧୮ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମଲହରୀ ଜାରି ରହିବ। ସେପଟେ ଜାରି…