ଆଜି ଭୁବନେଶ୍ୱରର ପ୍ରତିଷ୍ଠା ଦିବସ; ୭୬ ବର୍ଷରେ ପାଦ ଥାପିଛି ରାଜଧାନୀ
ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ। ୭୬ ବର୍ଷରେ ପାଦ ଥାପିଛି ରାଜଧାନୀ। ଟେମ୍ପଲ ସିଟିରୁ ସ୍ମାର୍ଟ ସିଟିର ଏ ଲମ୍ବା ଯାତ୍ରା ଭିତରେ ବଢିଛି ସହରର କାୟା, ବଦଳିଛି ପରିବେଶ। ସବୁଜ ବଳୟରୁ କଂକ୍ରିଟ ଜଙ୍ଗଲରେ ପରିଣତ…
