April 2024

ଶ୍ରୀମନ୍ଦିରରେ ଅଣହିନ୍ଦୁ ପ୍ରବେଶ ରୋକିବାକୁ ପଦେକ୍ଷପ, ସିଂହଦ୍ୱାରରେ ରହିବେ ପ୍ରତିହାରୀ ସେବକ

ବିଭିନ୍ନ ସମୟରେ ଅଣହିନ୍ଦୁମାନେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରୁଥିବା ଦେଖାଯାଉଛି। ନିକଟ ଅତୀତରେ ମଧ୍ୟ ଏଭଳି ଖବର ଆସିଛି। ଅଣହିନ୍ଦୁ ପ୍ରବେଶକୁ ରୋକିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବେ ଏକ ପଦକ୍ଷେପ ନେଇଛି। ଶ୍ରୀମନ୍ଦିରର ସିଂହଦ୍ୱାରରେ ପ୍ରତିହାରୀ ସେବକମାନଙ୍କୁ ମୁତୟନ କରିବାକୁ…

ମତଦାନରେ ନିୟୋଜିତ କର୍ମଚାରୀଙ୍କୁ ବିଏସ୍‌କେୱାଇ ଅଧୀନରେ ମିଳିବ କ୍ୟାସଲେସ୍ ଚିକିତ୍ସା

ଭୁବନେଶ୍ୱର: ଏକକାଳୀନ ସାଧାରଣ ନିର୍ବାଚନ ସମୟରେ ନିର୍ବାଚନ ଡ୍ୟୁଟିରେ ଥିବା ଅଧିକାରୀଙ୍କୁ ସହଯୋଗ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ ଶାଳିନୀ ପଣ୍ଡିତଙ୍କ ଦ୍ୱାରା ଜାରି ଏକ ସରକାରୀ…

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ

ବାଙ୍କୀ: କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ପଞ୍ଚାୟତ ନୂଆସାହିରେ ଥିବା କୋଠଘର ଭିତରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ରାଜନ ସାହୁଙ୍କ ପୁଅ ଶୀତଳ ସାହୁ(୪୦)। ସେ ଅବିବାହିତ ଥିଲେ ଓ କିଛି…

କବିତାଙ୍କୁ ରିମାଣ୍ଡରେ ନେଲା ସିବିଆଇ

ପ୍ରଥମ ଇଡି ଦ୍ୱାରା ଗିରଫ ହୋଇଇଥିବା ବିଆରଏସ୍‌ ନେତ୍ରୀ କେ କବିତାଙ୍କୁ ସିବିଆଇ ଗତକାଲି ବିଧିବଦ୍ଧ ଭାବେ ଗିରଫ କରିଛି। ଏବେ ସିବିଆଇ କବିତାଙ୍କୁ ରିମାଣ୍ଡରେ ନେଇଛି। ଏପ୍ରିଲ ୧୫ ଯାଏ ସିବିଆଇ ତାଙ୍କୁ ରିମାଣ୍ଡରେ ନେବାକୁ ଅନୁମତି ପାଇଛି। ଦିଲ୍ଲୀର…

ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ବ୍ରିଜ୍ ତଳକୁ ଖସିଲା ଟ୍ରକ୍

ଭଦ୍ରକ: ଭଦ୍ରକରେ ଭୟଙ୍କର ସଡକ ଦୁର୍ଘଟଣା । ୧୬ନଂ ଜାତୀୟ ରାଜପଥର ଗେଲପୁର ଛକ ନିକଟରେ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିପଡିଲା କଦଳୀ ବୋଝେଇ ଟ୍ରକ । ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ଗୁରୁତର…

କନିଷ୍ଠ ଶିକ୍ଷୟତ୍ରୀଙ୍କୁ ଶାରିରୀକ ଓ ମାନସିକ ନିର୍ଯାତନା ଅଭିଯୋଗ

ଯାଜପୁର : କଥାରେ ଅଛି ଗୁରୁହିଁ ସାକ୍ଷାତ ଈଶ୍ୱର । ସବୁ ପିଲାମାନଙ୍କ ପାଇଁ ଗୁରୁଙ୍କ ଭୂମିକା ଅତି ଗୁରୁତ୍ୱ ବହନ କରେ । ଜୀବନର ଅନେକ କିଛି କଥା ଗୁରୁଙ୍କ ଠାରୁ ଶିଖିବାକୁ ମିଳିଥାଏ । ଆଉ ଯଦି ସେହି…

ଆପ୍‌ର ଅଭିଯୋଗ, ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ଚାହୁଁଛି ବିଜେପି

ଦିଲ୍ଲୀରେ ରାଷ୍ଟ୍ରପତି ଶାସନ ଜାରି କରିବାକୁ ବିଜେପି ପ୍ରୟାସ କରୁଛି ବୋଲି ଅଭିଯୋଗ କରିଛି ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)। ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା ଆତିଶୀ ଆଜି ଏହି ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ ଆମକୁ ବିଶ୍ୱସ୍ତ ସୂତ୍ରରୁ…

ହାତ ଧରିଲେ ଅସିତ୍ ପଟ୍ଟନାୟକ

ଭୁବନେଶ୍ବର: ହାତ ଧରିଲେ ପୂର୍ବତନ ମନ୍ତ୍ରୀ ଯୁଗଳ ପଟ୍ଟନାୟକଙ୍କ ପୁଅ ଅସିତ୍ ପଟ୍ଟନାୟକ । ନିଜ ସମର୍ଥକଙ୍କ ସହ ଆସି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ କଂଗ୍ରେସରେ ମିଶିଲେ ଅସିତ୍ । ଅସିତ୍ ବର୍ତ୍ତମାନ ଭଦ୍ରକ ଜିଲ୍ଲା…

ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଶୋକବାର୍ତ୍ତାରେ କହିଛନ୍ତି, ପୂର୍ବତନ ବିଧାୟିକା ତଥା ମନ୍ତ୍ରୀ ଡାକ୍ତର କମଳା ଦାସଙ୍କ ଦେହାନ୍ତ…

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା

ଭୁବନେଶ୍ବର: ବିଜେପିରେ ଯୋଗ ଦେଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ସେ ଦଳରେ ସାମିଲ ହୋଇଛନ୍ତି । କୈଳାଶ କୁଲେସିକାଙ୍କୁ ଏଥର ଲକ୍ଷ୍ମୀପୁର ପାଇଁ…