April 2024

୨୦ ତାରିଖ ପୂର୍ବରୁ ବାକି ସମସ୍ତ ଆସନର ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ : ତୋମାର

ଭୁବନେଶ୍ୱର : ଦୁଇ ତିନି ଦିନ ଭିତରେ ଆସିବ ବିଜେପିର ଦ୍ଵିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା । ୨୦ ତାରିଖ ପୂର୍ବରୁ ବାକି ସମସ୍ତ ଆସନହରେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ଦଳ । ଏହା କହିଛନ୍ତି ବିଜେପି ଓଡିଶା ପ୍ରଭାରୀ…

ଆପ୍‌ରେ କମ୍ପନ, ଇସ୍ତଫା ଦେଲେ ମନ୍ତ୍ରୀ ରାଜକୁମାର ଆନନ୍ଦ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଜେଲ୍‌ ଯିବା ପରେ ଆମ୍‌ ଆଦମୀ ପାର୍ଟିରେ ସବୁ କିଛି ଠିକ୍‌ ନାହିଁ। ଦିଲ୍ଲୀ ସରକାରର ମନ୍ତ୍ରୀ ତଥା ଆମ୍‌ ଆଦମୀ ପାର୍ଟିର ବରିଷ୍ଠ ନେତା ରାଜ କୁମାର ଆନନ୍ଦ ମନ୍ତ୍ରୀ ପଦ ଛାଡିଛନ୍ତି। କେବଳ…

ପୋଲିସ-ମାଓ ଗୁଳି ବିନିମୟ ଘଟଣା: ଛତ୍ରଭଙ୍ଗ ଦେଲେ ୧୫ରୁ ଉର୍ଦ୍ଧ୍ୱ ମାଓବାଦୀ

ବରଗଡ: ମାତ୍ର ଦୁଇ ମାସ ମଧ୍ୟରେ ବରଗଡ଼ ଜିଲ୍ଲାର ପାଇକମାଳ ଥାନା ଅଞ୍ଚଳରେ ମାଓବାଦୀ ମାନେ ଦୁଇ ଦୁଇ ଥର ନିଜ ଉପସ୍ଥିତି ଜାହିର କରିଛନ୍ତି । ମଙ୍ଗଳବାର ଡିଭିଏଫ୍-ଏସଓଜି ଓ ସିଆରପିଏଫ୍ ଟିମ୍ ର ମିଳିତ କମ୍ବିଂ ଅପରେସନ କରଯାଇଥିବା…

ପ୍ରଚାର ମୈଦାନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କୁଚିଣ୍ଡା : ସେପଟେ କୁଚିଣ୍ଡାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ପ୍ରଚାର । ପ୍ରଥମେ କୁଚିଣ୍ଡା ବାନ୍ଦୁବାସ ସ୍ଥିତ ହନୁମାନ ମନ୍ଦିରକୁ ଯାଇ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି ଧର୍ମେନ୍ଦ୍ର । ଏହାପରେ ସାଧାରଣ ସଭାରେ ଯୋଗ ଦେଇ ଲୋକଙ୍କୁ ଭୋଟ ଭିକ୍ଷା କରିବେ…

ନିର୍ବାଚନ ଇସ୍ତାହାର କମିଟି ଘୋଷଣା, ୩୮ ଜଣିଆ କମିଟି ଗଠନ କଲା ବିଜେଡି

ଭୁବନେଶ୍ୱର: ଆସନ୍ତା ୧୯ ତାରିଖରୁ ସାରା ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଆରମ୍ଭ ହେବାକୁ ଯାଉଛି । ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ତେବେ ନିର୍ବାଚନକୁ ଦୃଷ୍ଟରେ ରଖି ଇସ୍ତାହାର କମିଟି ଘୋଷଣା କଲା…

ଚଡ଼କ ମେଳାରେ ଲକ୍ଷାଧିକ ଭକ୍ତ ଓ ମାନସିକଧାରୀଙ୍କ ଭିଡ଼

ବାଲେଶ୍ୱରର ପ୍ରସିଦ୍ଧ ଚନ୍ଦନେଶ୍ୱର ଚଡ଼କ ମେଳା ଅନୁଷ୍ଠିତ ହୋଇ ଯାଇଛି। ଆସନ୍ତାକାଲି ନୀଳପର୍ବ। ଆଜି ହେବ ମହାଦେବ ଓ କାମିନୀଙ୍କ ବିବାହ ଉତ୍ସବ। କାମିନୀ ନାମକ ଅସୁରୁଣିକୁ ବିବାହ କରିବେ ମହାଦେବ ଶିବ। ଏଥିପାଇଁ ମଙ୍ଗଳବାର (ଗତକାଲି) ସେବାୟତଙ୍କୁ ନିମନ୍ତ୍ରଣ କରିଥିଲେ…

ବିଜେଡିରେ ମିଶିଲେ ବଲାଙ୍ଗୀର ପୂର୍ବତନ ବିଜେପି ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ

ଭୁବନେଶ୍ଵର: ବିଜେଡିରେ ମିଶିଲେ ବଲାଙ୍ଗୀରର ପୂର୍ବତନ ବିଜେପି ଜିଲ୍ଲା ସଭାପତି ପ୍ରଭାସ ପାଣିଗ୍ରାହୀ । ସେ ବଲାଙ୍ଗୀର ଜିଲ୍ଲା ବିଜେପି ସଭାପତି ଥିବା ସହ ଜଣେ ଶିକ୍ଷାବିତ ମଧ୍ୟ । ସେ ଦୀର୍ଘ ୩୬ ବର୍ଷ ଧରି ବିଜେପିରେ ରହିଥିଲେ ।…

ଡିଜିପିଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ, ନିର୍ବାଚନ ବେଳେ ମାଓବାଦୀ ଓ ନକ୍ସଲଙ୍କ ଉପରେ ରୋକ ଲଗାଇବାକୁ ରଣନୀତି

ଭୁବନେଶ୍ୱର : ଆଉ ଦିନ କେଇଟା ପରେ ହେବ ନିର୍ବାଚନ । ଓଡିଶାରେ ସାଧାରଣ ଏବଂ ବିଧାନସଭା ନିର୍ବାଚନ ଏକାସାଙ୍ଗରେ ହେବାକୁ ଯାଉଛି । ତେଣୁ ନିର୍ବାଚନରେ କୌଣସି ପ୍ରକାର ଅଘଟଣକୁ ପ୍ରତିହତ କରାଯିବ । ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି…

ବିଜେଡିରେ ମିଶିଲେ ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି

ଭୁବନେଶ୍ବର: ବିଜେଡିରେ ମିଶିଲେ ସୁନ୍ଦରଗଡ଼ ଜିଲ୍ଲା ରଘୁନାଥପାଲୀର ପ୍ରଫୁଲ୍ଲ ସୁନିଆନି । ସେ କଂଗ୍ରେସ ଛାଡି ବିଜେଡିରେ ମିଶିଛନ୍ତି । ୨୦୦୯ ରେ ସେ କଂଗ୍ରେସ ଟିକେଟରୁ ରଘୁନାଥପାଲୀ ବିଧାନସଭା ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ । ସେ ସୁନ୍ଦରଗଡ଼ ଛାତ୍ର…

ହାଇକୋର୍ଟଙ୍କ ନିର୍ଦେଶକୁ ସମ୍ମାନ ଜଣାଉଛି : ମହମ୍ମଦ ମୋକିମ୍‌

ଭୁବନେଶ୍ୱର : ନିର୍ବାଚନ ପୂର୍ବରୁ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଝଟକା । ଓଡ଼ିଶା ରୁରାଲ ହାଉସିଂ ଆଣ୍ଡ ଡେଭଲପମେଣ୍ଟ କର୍ପୋରେସନ-ORHDC ଋଣ ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶକୁ କାଏମ୍ ରଖିଲେ ଉଚ୍ଚ ନ୍ୟାୟାଳୟ । କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍…