April 2024

ଏପ୍ରିଲ୍ ୧୧ରେ ଓଡ଼ିଶାରେ ଇଦ୍ ହେବ ପାଳନ: ଚାନ୍ଦ୍ କମିଟି ନିଷ୍ପତ୍ତି

ଭୁବନେଶ୍ବର: ଏପ୍ରିଲ୍ ୧୧ରେ ଓଡ଼ିଶାରେ ଇଦ୍ ଉଲ୍ ଫିତର ପାଳନ କରାଯିବ। ଏନେଇ ଚାନ୍ଦ୍ କମିଟି ଅଞ୍ଜୁମନ ଇସ୍ଲାମିଆ ଓଡ଼ିଶା ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସାଉଦି ଆରବ ଇଦ୍ ତାରିଖ ଘୋଷଣା କରିଛି। ଏପ୍ରିଲ ୧୦ ବୁଧବାର ଦିନ ସାଉଦି…

ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ ଅଭିଯୋଗ, ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଦଳ ସେତେ ଜୋର ଅଣ୍ଟା ଭିଡୁଛନ୍ତି। ରାଜ୍ୟରେ ନିର୍ବାଚନ ଆଚରଣ ବିଧିର ଧଜିଆ ଉଡାଉଛି ବିଜେଡି। ଏପରି ଅଭିଯୋଗ ଆଣିଛି ବିଜେପି। ବ୍ରହ୍ମପୁର ବିଜେଡି ଲୋକସଭା ପ୍ରାର୍ଥୀଙ୍କ ପାଇଁ ଆଶା ଓ ଅଙ୍ଗନୱାଡି…

ଚୀନ୍‌ ଗୋଟିଏ ଇଞ୍ଚ ଜମି ମଧ୍ୟ ଜବରଦଖଲ କରିପାରିବ ନାହିଁ: ଶାହା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ଅମଳରେ ଚୀନ୍‌ ଭାରତର ଗୋଟିଏ ଇଞ୍ଚ ଜମି ମଧ୍ୟ ଜବରଦଖଲ କରିପାରିବ ନାହିଁ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା। ମଙ୍ଗଳବାର ଗୃହମନ୍ତ୍ରୀ ଅମିତ ଶାହା ଦାବି କରିଛନ୍ତି ଯେ ୧୯୬୨…

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତ୍ତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ବିଜେପି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଅବହେଳା କାରଣରୁ ଓଡ଼ିଶାବାସୀ ଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଛନ୍ତି। ମୋଦୀ ସରକାର ଓଡ଼ିଶାବାସୀଙ୍କୁ ସ୍ୱଚ୍ଛ, ନିର୍ମଳ ପାନୀୟ ଜଳ ପାଇଁ ପ୍ରଚୁର ମାତ୍ରାରେ ଆର୍ଥିକ ଅନୁଦାନ ପ୍ରଦାନ କରୁଛନ୍ତି କିନ୍ତୁ ରାଜ୍ୟ ସରକାରଙ୍କ ଅପାରଗତା…

ଇସ୍ତଫା ଦେଲେ Paytm ସିଇଓ

ପେଟିଏମ ପେମେଣ୍ଟସ ବ୍ୟାଙ୍କର ସିଇଓ ଓ ଏମଡି ପଦରୁ ଇସ୍ତଫା ଦେଇଛନ୍ତି ସୁରିନ୍ଦର ଚାୱାଲା। ଆଜି ପେଟିଏମ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଥିବା କୁହାଯାଉଛି। କମ୍ପାନୀ କହିଛି ଯେ ଜୁନ ୨୬ରୁ ଏହି ଇସ୍ତଫା…

ମା’ କଟକ ଚଣ୍ଡୀଙ୍କ ଦର୍ଶନ କଲେ ରାଜ୍ୟପାଳ

କଟକ: ରାଜ୍ୟପାଳ ରଘୁବର ଦାସ ମଙ୍ଗଳବାର ମା’ କଟକ ଚଣ୍ଡୀଙ୍କ ଦର୍ଶନ କରିଛନ୍ତି। ଚଣ୍ଡୀମନ୍ଦିରରେ ଦୀପଦାନ କରିିଛନ୍ତି। ଆଜି ନବରାତ୍ରର ପ୍ରଥମ ଦିନ ଅବସରରେ ମହାମହିମ ଶ୍ରୀ ଦାସ କଟକ ଚଣ୍ଡୀଙ୍କ ଦର୍ଶନ କରିବାର ସହିତ ଆଶୀର୍ବାଦ ନେଇଛନ୍ତି। କଟକ ଚଣ୍ଡୀଙ୍କ…

ଭଦ୍ରକ ପୌରପାଳିକାର ଅଧ୍ୟକ୍ଷା ଗୁଲମୁଖି ହବିବ ବିଜେଡିରେ ସାମିଲ

ଭୁବନେଶ୍ୱର: ବିଜୁ ଜନତା ଦଳରେ ଯୋଗ ଦେଲେ ଭଦ୍ରକ ପୌରପାଳିକାର ଅଧ୍ୟକ୍ଷା ଗୁଲମୁଖି ହବିବ। ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ସେ ବିଜେଡିରେ ଯୋଗଦେବା ଭଦ୍ରକରେ ଶାସକ ଦଳର ସ୍ଥିତି ମଜବୁତ ହୋଇଛି। ରାଜ୍ୟରେ ପୌରପାଳିକାର ନେତୃତ୍ୱ ନେଉଥିବା ପ୍ରଥମ…

ବୈଶାଖୀ ପାଳନ ପାଇଁ ଶିଖ୍‌ ତୀର୍ଥଯାତ୍ରୀଙ୍କୁ ୨,୮୪୩ ଭିସା ଜାରି କଲା ପାକ୍‌

ନୂଆଦିଲ୍ଲୀ: ପାକିସ୍ତାନ ହାଇକମିଶନ ମଙ୍ଗଳବାର କହିଛି ଯେ ବୈଶାଖୀ ଉତ୍ସବରେ ଅଂଶଗ୍ରହଣ କରିବା ପାଇଁ ଭାରତରୁ ଆସିଥିବା ଶିଖ୍‌ ତୀର୍ଥଯାତ୍ରୀଙ୍କୁ ୨,୮୪୩ ଭିସା ପ୍ରଦାନ କରାଯାଇଛି। ଧାର୍ମିକ ପୀଠ ପରିଦର୍ଶନ ପାଇଁ ଦ୍ୱିପାକ୍ଷିକ ପ୍ରୋଟୋକଲର ବ୍ୟବସ୍ଥା ଅନୁଯାୟୀ ଭାରତରୁ ଶିଖ୍‌ ଏବଂ…

ରାଉରକେଲାରୁ ବିଜେପି ପ୍ରାର୍ଥୀ ହେବେ ଦିଲ୍ଲୀପ ରାୟ: ଜୁଏଲ ଓରାମ

ରାଉରକେଲା: ନିର୍ବାଚନ ଲଢ଼ିବା ପାଇଁ କୋର୍ଟରୁ ଅନୁମତି ପାଇବା ପରେ ବିଜେପିରୁ ବିଧାୟକ ପ୍ରାର୍ଥୀ ହୋଇପାରନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବ୍ୟବସାୟୀ ଦିଲ୍ଲୀପ ରାୟ। ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ତଥା ବିଜେପିର ସୁନ୍ଦରଗଡ ଲୋକସଭା ସାଂସଦ ପ୍ରାର୍ଥୀ ତଳସରା ନିର୍ବାଚନ…

ଆସନ୍ତା ୧୩ ତାରିଖ ପରଠୁ ପୁଣି ତାତି ବଢ଼ିବା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୧୩ ତାରିଖ ପରଠୁ ପୁଣି ତାତି ବଢ଼ିବା ସମ୍ଭାବନା । ପଶ୍ଚିମ ତଥା ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରଭାବ ବୃଦ୍ଧି ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଦିନ ତାପମାତ୍ରା ବଢ଼ିପାରେ। ପୁଣି…