April 2024

ନିର୍ବାଚନ ପ୍ରସ୍ତୁତି ପାଇଁ ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସ୍ଥଗିତ

ସମ୍ବଲପୁର: ଲୋକସଭା ଓ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ହନୁମାନ ଜୟନ୍ତୀ ଅବସରରେ ସମ୍ବଲପୁର ସହରରେ କୌଣସି ଶୋଭାଯାତ୍ରା କିମ୍ବା ରାଲି ଆୟୋଜନ କରାଯିବ ନାହିଁ। ହନୁମାନ ଜୟନ୍ତୀ ସମନ୍ବୟ ସମିତି ସହ ବୈଠକ ପରେ ସମ୍ବଲପୁର ଜିଲ୍ଲାପାଳ…

ହେମା ମାଳିନୀ ବିବାଦ ପରେ କଂଗ୍ରେସକୁ ଇସି ଛାଟ, ସୂର୍ଯ୍ୟେୱାଲାଙ୍କୁ ନୋଟିସ୍‌

ବିଜେପିର ମଥୁରା ସାଂସଦ ହେମା ମାଳିନୀଙ୍କ ପ୍ରତି ଅଭଦ୍ର ଟିପ୍ପଣୀ କରିବା ଅଭିଯୋଗରେ ଆଜି ନିର୍ବାଚନ କମିଶନ କଂଗ୍ରେସ ନେତା ରଣଦୀପ ସୂର୍ଯ୍ୟେୱାଲାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ସୂର୍ଯ୍ୟେୱାଲାଙ୍କ ବୟାନକୁ ଇସି ଅତ୍ୟନ୍ତ ଅସଭ୍ୟ, ଅସାମାଜିକ ଓ ଅଭଦ୍ର…

ଦଳ ଡେଇଁବା ପରେ ଗଣେଶ୍ବରଙ୍କୁ ବିଜେଡି ଭିତରୁ ଜୋରଦାର ବିରୋଧ

କେନ୍ଦ୍ରାପଡ଼ା: ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା କଂଗ୍ରେସରୁ ଶାସକ ଦଳରେ ଯୋଗ ଦେବା ପରେ ବିଜୁ ଜନତା ଦଳର ନେତା ଓ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଦଳୀୟ କର୍ମୀ ଓ ନେତାମାନେ ଗଣେଶ୍ବର ବେହେରାଙ୍କ ପ୍ରବେଶକୁ ତୀବ୍ର ବିରୋଧ କରିବା…

ବିଚାରପତିମାନେ ଆଇନରେ ବନ୍ଧା, ରାଜନୀତିରେ ନୁହେଁ: ଦିଲ୍ଲୀ ହାଇକୋର୍ଟ

ଦିଲ୍ଲୀରେ କ୍ଷମତାସୀନ ଆମ ଆଦମୀ ପାର୍ଟିକୁ ଶକ୍ତ ଝଟକା ଦେଇ ଦିଲ୍ଲୀ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଗିରଫଦାରୀକୁ ବୈଧ କହିଛନ୍ତି। ଅବକାରୀ ନୀତି ଦୁର୍ନୀତି ମାମଲାର ଗିରଫଦାରୀ ବିରୋଧରେ କେଜ୍ରିୱାଲ କରିଥିବା ଆବେଦନକୁ କୋର୍ଟ ଖାରଜ କରିଛନ୍ତି ଓ ତାଙ୍କ…

ରାଜଧାନୀରେ ପୁଣି ମାତିଲେ ଆପାର୍ଟମେଣ୍ଟ ଲୁଟାରା

ଭୁବନେଶ୍ବର: ପୁଣି ରାଜଧାନୀରେ ମାତିଲେ ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗ । ପାହାଳସ୍ଥିତ ଅଂଚଳରେ ଥିବା ମେଟ୍ରୋ ସାଟେଲାଇଟ ସିଟି ଆପାର୍ଟମେଣ୍ଟରୁ କଲେ ଲୁଟ୍ । ସିସିଟିଭି କ୍ୟାମେରାରେ ଲୁଟ୍ ର ଦୃଶ୍ୟ କଏଦ୍ ହୋଇଛି । ଗତକାଲି ବିଳମ୍ବିତ ରାତିରେ ୭…

‘ସମସ୍ତ ସମ୍ପତ୍ତିର ତାଲିକା ଦେବା ପାଇଁ ପ୍ରାର୍ଥୀ ବାଧ୍ୟ ନୁହନ୍ତି’

ପାଖେଇ ଆସିଲାଣି ନିର୍ବାଚନୀ ତାରିଖ। ଜଣକ ପରେ ଜଣେ ପ୍ରାର୍ଥୀ ଏବେ ନିଜ ନିଜର ସମ୍ପତ୍ତି ତାଲିକା ପ୍ରକାଶ କରୁଛନ୍ତି। ତେବେ ପ୍ରାର୍ଥୀଙ୍କୁ ନିଜର ସମସ୍ତ ସମ୍ପତ୍ତିର ତାଲିକା ଦେବା ଜୁରୁରୀ ନୁହେଁ। ସେ ଏଥିପାଇଁ ବାଧ୍ୟ ନୁହନ୍ତି। ଦାମୀ ତଥା…

ରାଜଧାନୀରେ ପୁଣି କଳା କାଚ ଧରପଗଡ

ଭୁବନେଶ୍ବର: ରାଜଧାନୀକୁ ପୁଣି ଫେରିଲା କଳା କାଚ ଚେକିଂ ଅଭିଯାନ । ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ କମିଶନରେଟ୍ ପୋଲିସ ପକ୍ଷରୁ ଚେକିଂକୁ କଡ଼ାକଡ଼ି କରାଯାଇଛି । ଟ୍ରାଫିକ ପୋଲିସ ଓ ଆରଟିଓ ପକ୍ଷରୁ ହେଲା ଜଏଣ୍ଟ ରେଡ୍ । ଗାଡ଼ି…

୨୦୨୪ରେ ସ୍ବାଭାବିକ ହେବ ମୌସୁମୀ

ଭୁବନେଶ୍ୱର : ୨୦୨୪ରେ ମୌସୁମୀ ସ୍ବାଭାବିକ ହେବ । ଏଥର ସ୍ବାଭାବିକ ରହିବ ମୌସୁମୀ ବର୍ଷା । ଏନେଇ ଆକଳନ କରିଛି ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ । ଦୀର୍ଘ ଅବଧି ଆଭାରେଜରେ ୧୦୨ପ୍ରତିଶତ ମୌସୁମୀ ବର୍ଷା ଆକଳନ କରାଯାଇଛି ।…

ପୁରୀ ବେଳାଭୂମିରେ ଶହ ଶହ ଜେଲିଫିସ୍

ପୁରୀ: ପୁରୀ ବେଳାଭୂମିରେ ପଡ଼ିଛନ୍ତି ଶହ ଶହ ଜେଲିଫିସ୍ । ଦିଗବାରେଣୀ ଛକ ବେଳାଭୂମିରେ ଭାସୁଛନ୍ତି ଶହ ଶହ ସଂଖ୍ୟାରେ ଜେଲି ଫିସ । ଏହା ବିଷାକ୍ତ ହୋଇଥିବାରୁ ସମୁଦ୍ରରେ ଗାଧୋଉଥିବା ପର୍ଯ୍ୟଟକଙ୍କ ପାଇଁ ବିପଦ ସୃଷ୍ଟି ହୋଇଛି । ଏହାକୁ…

କପିଳାସକୁ ଗଲା ଢେଙ୍କାନାଳରୁ ଉଦ୍ଧାର ସନ୍ଦିଗ୍ଧ ପାରା, ଗୋଡ଼ରେ ବନ୍ଧା ହୋଇଛି ସ୍ଵତନ୍ତ୍ର GPS

ଢେଙ୍କାନାଳ: କପିଳାସକୁ ଗଲା ଢେଙ୍କାନାଳରୁ ଉଦ୍ଧାର ସନ୍ଦିଗ୍ଧ ପାରା। ପୁଲିସର ପରାମର୍ଶ କ୍ରମେ ପାରାକୁ କପିଳାସ ସ୍ଥାନାନ୍ତର କରାଯାଇଛି। ପାରାକୁ ଦେଖିବା ପାଇଁ ଭୁବନେଶ୍ବରରୁ ପୁଲିସର କମ୍ୟୁନିକେସନ ବିଭାଗ ତରଫରୁ ଏକ ସ୍ଵତନ୍ତ୍ର ଟିମ୍ ଆସୁଥିବା ସୂଚନା ରହିଛି। ଏକ ଏକ୍ସପୋର୍ଟ…