ଛତିଶଗଡ଼ ସୀମାରୁ ୬ ମାଓବାଦୀ ଗିରଫ, ବିପୁଳ ମାଓ ସାମଗ୍ରୀ ଜବତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା । ପୋଲିସ ଓ ସିଆରପିଏଫ୍ କୋବ୍ରା ବାହିନୀଙ୍କ ମିଳିତ ଅପରେସନରେ ଓଡ଼ିଶା ଛତିଶଗଡ଼ ସୀମାରୁ ମାଓବାଦୀଙ୍କ କ୍ୟାମ୍ପ ଠାବ ସହ ୬ ଜଣ ମାଓବାଦୀ ଗିରଫ ହୋଇଛନ୍ତି ।…
