April 2024

ପ୍ରବାସୀ ଶ୍ରମିକଙ୍କୁ ପିଟି ପିଟି ହତ୍ୟା, ୧୦ ଗିରଫ

ସାମାନ୍ୟ କଥାକୁ ନେଇ ଜଣେ ପ୍ରବାସୀ ଶ୍ରମିକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। କେରଳର ମୁବତ୍ତୁପୂଝାରେ ରେ ଦୁଇ ଦିନ ପୂର୍ବେ ଜଣେ ୨୪ ବର୍ଷୀୟ ପ୍ରବାସୀ ଶ୍ରମିକ ସହ ହୋଇଥିବା ମବ ଲିଂଚିଙ୍ଗ ମାଲରେ ପୁଲିସ ୧୦…

ନଦୀ କୂଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଯାଜପୁର : ଖରସ୍ରୋତା ନଈକୁଳରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତ ଯୁବକ ଜଣକ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡିଛି। ଏନେଇ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ଘଟଣାସ୍ଥଳରେ ଯାଜପୁର ରୋଡ଼ ପୋଲିସ ସାଇଣ୍ଟିଫିକ ଟିମ ସହ ପହଞ୍ଚି…

କେଜ୍ରିଓ୍ୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ଦାବି

ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଦିନକୁ ଦିନ ଆମ ଆଦ୍‌ମୀ ପାର୍ଟି ସରକାରଙ୍କ ଅଡୁଆ ବଢ଼ିବାରେ ଲାଗିଛି। ଏହି ମାମଲାରେ ଆପ୍‌ ସୁପ୍ରିମୋ ଗିରଫ ହୋଇ ଏବେ ଜେଲ୍‌ରେ ଅଛନ୍ତି। ତେବେ ସେ ଗିରଫ ହେବା ପରେ ମଧ୍ୟ ମୁଖ୍ୟମନ୍ତ୍ରୀ ପଦ…

୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜେଇ ଜବତ, ଡ୍ରାଇଭର ଫେରାର

କୋରାପୁଟ: ୩ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗଞ୍ଜେଇ ଜବତ କଲା ପୋଲିସ । ଅଳ୍ପକେ ବର୍ତ୍ତିଗଲା ଡ୍ରାଇଭର । ପାଟ୍ରୋଲିଂ ସମୟରେ ଏକ ପିକଅପ୍ ଭ୍ୟାନରୁ ୧୨୦ କେଜିର ଗଞ୍ଜେଇ ଜବତ କରିଛି ନନ୍ଦପୁର ପୋଲିସ । ପିକଅପ୍ ଭ୍ୟାନରେ ସିକ୍ରେଟ୍…

ଗୋମାଂସ ଖାଉଥିବା କଙ୍ଗନାଙ୍କୁ କିଭଳି ଟିକେଟ୍‌ ଦେଲା ବିଜେପି?, ପ୍ରଶ୍ନ କଲା କଂଗ୍ରେସ

ଗୋମାଂସ ବା ବିଫ୍‌ ଖାଉଛନ୍ତି ଅଭିନେତ୍ରୀ କଙ୍ଗନା ରଣାଓ୍ୱତ। ତଳ ଦିନେ ସେ ଖୋଦ୍‌ ସୋଶାଲ ମିଡିଆରେ ଏନେଇ ପୋଷ୍ଟ କରିଥିଲେ। ଗୋମାଂସ ତାଙ୍କୁ ପସନ୍ଦ ଓ ସେ ଖାଆନ୍ତି ବୋଲି ଏଥିରେ ସେ କହିଥିଲେ। ତଥାପି ତାଙ୍କୁ ବିଜେପି ନିର୍ବାଚନ…

ଭାରସାମ୍ୟ ହରାଇ ରାସ୍ତାରୁ ୩୦ ଫୁଟ୍ ତଳକୁ ଖସିଲା ଭ୍ୟାନ୍‌, ୫ ଆହତ

ଜଳେଶ୍ୱର: ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ରାଜଘାଟ ନିକଟରେ ହୋଇଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୩୦ ଫୁଟ୍ ତଳକୁ ଖସିଲା ଭ୍ୟାନ। ଫଳରେ ୫ ଜଣ ଆହତ ହୋଇଥିବା ସୂଚନା ମିଳିଛି ।…

ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା

ଭୁବନେଶ୍ଵର: ବିଜେଡିରେ ସାମିଲ୍‌ ହେଲେ ବରିଷ୍ଠ ନେତା ଗଣେଶ୍ୱର ବେହେରା । ଶଙ୍ଖ ଭବନକୁ ଆସି ଦଳୀୟ ସମର୍ଥକଙ୍କ ସହ ବିଜେଡିରେ ମିଶିଲେ ଗଣେଶ୍ୱର । ନିକଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ ପୂର୍ବତନ ବିଧାୟକ ଗଣେଶ୍ୱର ବେହେରା । କଂଗ୍ରେସର ଜଣେ…

ମିଳିଲା ଜେପି ନଡ୍ଡାଙ୍କ ଚୋରି ହୋଇଥିବା କାର୍‌, ୨ ଗିରଫ

ମିଳିଲା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଚୋରି ହୋଇଥିବା କାର୍‌। ଗତ ୧୫ ଦିନ ହେବ ଜେପି ନଡ୍ଡାଙ୍କ ପତ୍ନୀଙ୍କ ଏକ ଫର୍ଚୁନର କାର୍‌ ଚୋରି ହୋଇଯାଇଥିବା ବେଳେ ଏହାକୁ ପୁଲିସ ବନାରସରୁ ଉଦ୍ଧାର କରିଛି। ଏହି ମାଲାରେ ୨…

ଜେଲ ପାଚେରୀ ଡେଇଁ ୨ ବିଚାରଧିନ କଏଦୀ ଫେରାର

ଭବାନୀପାଟଣା: ଜିଲ୍ଲା ମୁଖ୍ୟ କାରାଗାରରୁ ୨ ବିଚାରଧୀନ ବନ୍ଦୀ ଚମ୍ପଟ୍‌ । ୨ ବନ୍ଦୀଙ୍କ ଫେରାର ନେଇ ସୂଚନା ଦେଲ ଜେଲ୍‌ ସୁପରିଟେଣ୍ଡଣ୍ଟ । ୨ ବନ୍ଦୀଙ୍କ ମଧ୍ୟରୁ ଜଣେ ନୂଆପଡ଼ାର, ଅନ୍ୟଜଣେ ଧର୍ମଗଡ଼ର ହୋଇଥିବା ସୂଚନା ମିଳିଛି । ସୂଚନା…

ଜେଜେର ଦଶ କାମ ବେଳେ ମହାନଦୀରେ ବୁଡି ନାତିର ମୃତ୍ୟୁ

କଟକ : ଜେଜେର ଦଶ କାମ ବେଳେ ମହାନଦୀରେ ବୁଡି ନାତିଙ୍କର ମୃତ୍ୟୁ । କଟକ ତୁଳସୀପୁର ହାତୀ ଗଡାରେ ବୁଡି ଯୁବକ ମୃତ୍ୟୁ । ଆଜି ମଧ୍ୟାହ୍ନ ସମୟରେ କଟକ ସିଡିଏ ଅଞ୍ଚଳର ୨୨ ବର୍ଷୀୟ ଯୁବକ ରୂପକ ବାନାର୍ଜୀ…