April 2024

ଇଡି ଚାର୍ଜସିଟରେ ଅଭିଯୋଗ; ୬୦୦ କୋଟି ଟଙ୍କାର ଜମି ଦୁର୍ନୀତିରେ ସାମିଲ ହେମନ୍ତ ସୋରେନ

ଜେଲରେ ଥିବା ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରନଙ୍କ ବିରୁଦ୍ଧରେ କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଇଡି ଚାର୍ଜସିଟ୍ ଅନୁସାରେ, ହେମନ୍ତ ସୋରେନ ୬୦୦ କୋଟି ଟଙ୍କାର ଜମି ଦୁର୍ନୀତି ଏବଂ ହେରଫେର ସହ ଜଡିତ ଅଛନ୍ତି।…

ଲୋକଙ୍କୁ ଫୋନ କରି ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନିର୍ବାଚନ ପୂର୍ବରୁ ସାମ୍ନାକୁ ଆସିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓ । ଲୋକଙ୍କୁ ସିଧାସଳଖ କଲ୍ କରି ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି ନବୀନ । ଯାହା ସାଧାରଣ ଲୋକମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି । ଫୋନ୍…

୪ ସଂସଦୀୟ କ୍ଷେତ୍ରର ସମୀକ୍ଷା କଲେ ସିଇଓ

ଭୁବନେଶ୍ୱର : ୪ ସଂସଦୀୟ କ୍ଷେତ୍ରର ସମୀକ୍ଷା କଲେ ସିଇଓ । ରାଜ୍ୟ ମୁଖ୍ଯ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ ସମ୍ବଲପୁର ଗସ୍ତରେ ଆସି ୪ଟି ଲୋକସଭା ନିର୍ବାଚନମଣ୍ଡଳୀର ସମୀକ୍ଷା କରିଛନ୍ତି l ସମ୍ବଲପୁର, ଢେଙ୍କାନାଳ, ସୁନ୍ଦରଗଡ ଓ ବରଗଡ ସଂସଦୀୟ…

ବିଜୁ ଶ୍ରମିକ ସାମ୍ମୁଖ୍ୟର କାର୍ଯ୍ୟକାରୀ ସଭାପତି ହେଲେ ମୋନିଦୀପା

ଭୁବନେଶ୍ଵର: ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲଙ୍କୁ ମିଳିଲା ନୂତନ ଦାୟିତ୍ଵ । ବିଜୁ ଶ୍ରମିକ ସାମ୍ମୁଖ୍ୟର କାର୍ଯ୍ୟକାରୀ ସଭାପତି ଭାବେ ନିଯୁକ୍ତ ହେଲେ ମୋନିଦୀପା । ବିଜୁ ଶ୍ରମିକ ସାମ୍ମୁଖ୍ୟର କାର୍ଯ୍ୟକାରୀ ସଭାପତି ଭାବେ ମୋନିଦୀପାଙ୍କୁ ଦାୟିତ୍ଵ ଦେଲା ବିଜେଡି…

ବିଜେପିରେ ମିଶିଲେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ

ଗୁରୁବାର (ଗତକାଲି) ବିଜେଡିରୁ ଇସ୍ତଫା ଦେଇଥିବା ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଆଜି ବିଜେପିରେ ମିଶିଛନ୍ତି। କତଡ଼ା ନିକଟରେ ବିଜେପିର ବୁଥ୍ ସ୍ତରୀୟ କର୍ମଶାଳା ଚାଲିଥିବା ବେଳେ ଶ୍ରୀ ସାଏ ସେଠାରେ ଦଳରେ ସାମିଲ ହୋଇଥିଲେ। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର…

ବିଜେପିରେ ଯୋଗ ଦେଲେ ଅମରେନ୍ଦ୍ର ଦାସ

ଭୁବନେଶ୍ୱର: ବିଜେପିରେ ଯୋଗଦେଲେ ଜଗତସିଂହପୁରର ପୂର୍ବତନ ଜିଲ୍ଲା ବିଜେଡି ସଭାପତି ଅମରେନ୍ଦ୍ର ଦାସ । ଶହଶହ କର୍ମୀଙ୍କ ସହ ଆସ ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ ଦଳରେ ଯୋଗଦେଲେ ଅମରେନ୍ଦ୍ର ।…

ବିଜେଡିରୁ ଇସ୍ତଫା ଦେଲେ ସୁନ୍ଦରଗଡ଼ର ବରିଷ୍ଠ ନେତା ସନ୍ତୋଷ ଅମାତ

ସୁନ୍ଦରଗଡ଼: ବିଜେଡି ଛାଡ଼ିଛନ୍ତି ସୁନ୍ଦରଗଡ଼ର ବରିଷ୍ଠ ନେତା ସନ୍ତୋଷ ଅମାତ। ସେ ତାଙ୍କ ଟ୍ବିଟର୍ ହ୍ୟାଣ୍ଡେଲର ଦଳ ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଜଣାଇଛନ୍ତି। ଇସ୍ତଫାର କାରଣ ସମ୍ପର୍କରେ କିଛି ଉଲ୍ଲେଖ…

ହାତ ଛାଡିଲେ ପିସିସି ଉପସଭାପତି ବିଶ୍ୱ ଭୂଷଣ ଦାସ

ଭୁବନେଶ୍ବର: ମୁଣ୍ଡ ଉପରେ ସାଧାରଣ ନିର୍ବାଚନ । ଏହା ପୂର୍ବରୁ କଂଗ୍ରେସକୁ ମିଳିଛି ବଡ ଝଟକା । ଦଳ ଛାଡିଲେ ପିସିସି ଉପ ସଭାପତି ବିଶ୍ୱ ଭୂଷଣ ଦାସ । ସେ ଆଜି ତାଙ୍କର ଇସ୍ତଫା ପତ୍ର ପିସିସି ସଭାପତି ଶରତ…

ଏଥର ପାରାଦୀପରୁ କିଏ ହେବେ ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର, ୪।୪: ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ବୁଧବାର ବିଜେଡି ଦ୍ୱିତୀୟ ପର୍ଯ୍ୟାୟରେ ୨୭ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ହେଲେ ଏଥିରେ ପାରାଦୀପର ନାଁ ନାହିଁ। ତେବେ ପାରାଦୀପରୁ ବିଜେଡି କାହାକୁ ଟିକେଟ୍‌ ଦେବ ସେନେଇ ଚର୍ଚ୍ଚା ଜାରି…

ଟଙ୍କା ନେଇ କଂଗ୍ରେସ ଟିକେଟ ଦେବା ଅଭିଯୋଗ: ଶରତ ପଟ୍ଟନାୟକ କହିଲେ- ପ୍ରମାଣ ଦେଲେ, ରାଜନୀତିରୁ ସନ୍ୟାସ ନେଇଯିବି

ଭୁବନେଶ୍ବର: ଟଙ୍କା ନେଇ କଂଗ୍ରେସ ଦଳ ଟିକେଟ ଦେଉଥିବା ଅଭିଯୋଗ ଉପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ପିସିସି ସଭାପତି କିମ୍ବା ପ୍ରଭାରୀ ଡ଼. ଅଜୟ କୁମାର ଟଙ୍କା ନେଇଥିବା ଯେଉଁ…