ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ

ଭୁବନେଶ୍ୱର: ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କର ଦେହାନ୍ତ ହୋଇଯାଇଛି | ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ପରଲୋକ ହୋଇଯାଇଛି | ମିଳିଥିବା ସୂଚନା ମୁତାବକ ଦୀର୍ଘଦିନ ଧରି ସେ ଅସୁସ୍ଥ ହୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ହେଉଥିଲେ | ‘ଥକା…

ପଶ୍ଚିମବଙ୍ଗରେ ଭୟଙ୍କର ଘୂର୍ଣ୍ଣିଝଡ଼: ୫ ମୃତ, ଶତାଧିକ ଆହତ

ପଶ୍ଚିମବଙ୍ଗରେ ଭୟଙ୍କର ଘୂର୍ଣ୍ଣିଝଡ଼। ହଠାତ୍ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ହେବାରୁ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଲୋକ ଆହତ ହୋଇଛନ୍ତି। ସୋଶାଲ ମିଡିଆରେ ଘୂର୍ଣ୍ଣିଝଡ ସମୟର ଭିଡିଓ ଭାଇରାଲ୍ ହେଉଛି। ପବନର ବେଗ ଏତେ ଅଧିକ ରହିଥିଲା ଯେ,…

NIA ନୂଆ ମୁଖ୍ୟ ଭାବେ ଦାୟିତ୍ୱ ନେଲେ ସଦାନନ୍ଦ ବସନ୍ତ ଦାତେ

ନ୍ୟାସନାଲ ଇନଭେଷ୍ଟିଗେସନ୍ ଏଜେନ୍ସି(NIA)ର ନୂଆ ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସଦାନନ୍ଦ ବସନ୍ତ ଦାତେ । ଏ ନେଇ NIA ବିବୃତ୍ତି ଜାରି କରିଛି । ରବିବାର ଦିନକର ଗୁପ୍ତାଙ୍କ ସ୍ଥାନ ଗ୍ରହଣ କରିଛନ୍ତି ସଦାନନ୍ଦ ବସନ୍ତ NIAର ନୂତନ…

ଆଜି ୮ ସହରରେ ୪୦ ଡ଼ିଗ୍ରୀ ଛୁଇଁଛି ପାରଦ

ଭୁବନେଶ୍ୱର: ୨୪ ଘଣ୍ଟା ପରେ ରାଜ୍ୟରେ ପୁଣି ବଢ଼ିଲା ତାତି | ଆଜି ୮ ସହରରେ ୪୦ ଡ଼ିଗ୍ରୀ ଛୁଇଁଛି ପାରଦ | ଝାରସୁଗୁଡା ଏବଂ ବାରିପଦାରେ ତାପମାତ୍ରା ସର୍ବାଧିକ ୪୦.୪ଡ଼ିଗ୍ରୀ ଥିବାବେଳେ ବଲାଙ୍ଗୀରରେ ୪୦.୩ଡ଼ିଗ୍ରୀ ସହ ବୌଦ୍ଧ, ନୟାଗଡ, ଭବାନୀପାଟଣା,…

ଓଡ଼ିଶା ଦିବସ ସମ୍ପର୍କିତ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଦିବସ ସମ୍ପର୍କିତ ଫଟୋ ଚିତ୍ର ପ୍ରଦର୍ଶନୀ ସ୍ଥାନୀୟ ଜୟଦେବ ଭବନ ପ୍ରଦର୍ଶନୀ କକ୍ଷରେ ଉଦଘାଟିତ ହୋଇଯାଇଛି । ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ…

କଂଗ୍ରେସକୁ ଆୟକର ଆଶ୍ୱସ୍ତି: ନିର୍ବାଚନ ଶେଷ ନ ହେବା ଯାଏ ହେବନି କାର୍ଯ୍ୟାନୁଷ୍ଠାନ

ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା କଂଗ୍ରେସକୁ ଲୋକସଭା ନିର୍ବାଚନ ପୂର୍ବରୁ ବଡ଼ ଆଶ୍ୱସ୍ତି ମିଳିଛି। ୩୫୦୦ କୋଟି ଟଙ୍କାର ବକେୟା ଟିକସ ମାମଲାରେ ଆୟକର ବିଭାଗ ନିର୍ବାଚନ ଶେଷ ନ ହେବା ଯାଏ ବିରୋଧୀ କଂଗ୍ରେସ ବିରୋଧରେ କୌଣସି ଦୃଷ୍ଟାନ୍ତମୂଳକ…

ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ନାମରେ ଅଭିଯୋଗ ଆଣିଲା ବିଜେଡି

ଭୁବନେଶ୍ୱର: ଆଦର୍ଶ ଆଚରଣ ବିଧି ଉଲଂଘନ କରୁଛନ୍ତି ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀ । ଆଦର୍ଶ ଆଚରଣବିଧି ଲାଗିଥିବା ସମୟରେ ବାଲେଶ୍ୱର ଭୋଗରାଇ ଅଂଚଳରେ ସୋଲାର ଲାଇଟ ଲଗାଉଥିଲେ ସାଂସଦ । ଏନେଇ ବିଜେଡିର ଏକ ଟିମ୍ ଆଜି ମୁଖ୍ୟ ନିର୍ବାଚନ…

ନିର୍ବାଚନୀ ବଣ୍ଡ: ପ୍ରଥମଥର ପାଇଁ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି

ଅସାମ୍ବିଧାନିକ ବିବେଚିତ ହୋଇଥିବା ନିର୍ବାଚନୀ ବଣ୍ଡକୁ ନେଇ ପ୍ରଥମଥର ପାଇଁ ମୁହଁ ଖୋଲିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜନୀତିକ ଦଳଗୁଡ଼ିକୁ ଚାନ୍ଦା ଦେବାକୁ ୨୦୧୭ରେ ଲାଗୁ ହୋଇଥିବା ନିର୍ବାଚନୀ ବଣ୍ଡକୁ ସୁପ୍ରିମକୋର୍ଟ ଅବୈଧ ଘୋଷଣା କରିଥିଲେ। ଏହାକୁ ନେଇ ବିରୋଧୀ କେନ୍ଦ୍ରରେ…

ଉତ୍କଳ ଦିବସରେ ରମ୍ଭା ରାଜପ୍ରାସାଦକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନୂଆ ରୂପ ପାଇଲା ରମ୍ଭା ରାଜପ୍ରାସାଦ । ଉତ୍କଳ ଦିବସରେ ରୂପାନ୍ତରିତ ରମ୍ଭା ରାଜପ୍ରାସାଦକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବ ଭାରତରେ ଏହି ଭବ୍ୟ ପ୍ୟାଲେସ ଏବେ ରାଜପ୍ରାସାଦ ହୋଟେଲ ଏବଂ ପ୍ରଥମ ୱେଲନେସ ରିଟ୍ରିଟ…

RBIର ୯୦ ବର୍ଷ ପୂର୍ତ୍ତି ଅବସରରେ ୯୦ ଟଙ୍କିଆ କଏନ ଉନ୍ମୋଚନ

୯୦ ବର୍ଷରେ ପଦାର୍ପଣ କରିଛି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ବା RBI। ଆଜିର ଦିନକୁ ସ୍ମରଣୀୟ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯୦ ଟଙ୍କିଆ କଏନ ଉନ୍ମୋଚନ କରିଛନ୍ତି। ଏହି କଏନ ସମ୍ପୂର୍ଣ୍ଣ ରୁପାରେ ପ୍ରସ୍ତୁତ, ଯାହାର ଓଜନ…