ମନୋରଞ୍ଜନ ପାଣିଗ୍ରାହୀ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିସନର

ଭୁବନେଶ୍ବର: ମନୋରଞ୍ଜନ ପାଣିଗ୍ରାହୀ ଏପ୍ରିଲ୍ ୧ ତାରିଖ ଦିନ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିସନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିହାର, ଝାଡ଼ଖଣ୍ଡ ସହ ସେ ଓଡ଼ିଶାର ଦାୟିତ୍ୱ ମଧ୍ୟ ନିର୍ବାହ କରିବେ। ଶ୍ରୀ ପାଣିଗ୍ରାହୀ ୧୯୮୮ ମସିହା…

ଅଡୁଆରେ ମହୁଆ ମୈତ୍ର, ମାମଲା ରୁଜୁ କଲା ଇଡି

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ସାଂସଦ ମହୁଆ ମୋଇତ୍ରାଙ୍କ ବଢ଼ିଲା ଅଡୁଆ। ଲାଞ୍ଚ ନେଇ ସଂସଦରେ ପ୍ରଶ୍ନ ପଚାରିବା ମାମଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଇଡି ତାଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲା…

ବିକଶିତ ଓଡ଼ିଶା ଗଠନ ପାଇଁ ଓଡ଼ିଶାକୁ ଦରକାର “ଡବଲ ଇଞ୍ଜିନ ସରକାର”: ବିଜେପି

ଭୁବନେଶ୍ୱର: ଦେଶର ଉନ୍ନତିରେ ଶିଳ୍ପ କ୍ଷେତ୍ରର ବଡ ଭୂମିକା ରହିଛି । କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ର ଦେଶରେ ନିଯୁକ୍ତି ସୃଷ୍ଟି କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକାବହନ କରେ । ଆଜି ଦେଶରେ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ କ୍ଷେତ୍ରରୁ ନେଇ ନୂତନ…

‘କୌଣସି ମୂଲ୍ୟରେ ଇସ୍ତଫା ଦିଅନ୍ତୁନି କେଜ୍ରିଓ୍ୱାଲ…’ ସୁନୀତାଙ୍କୁ ଭେଟିଲେ ୫୫ ବିଧାୟକ

ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଗିରଫ ହୋଇ ବର୍ତ୍ତମାନ ଜେଲ୍‌ରେ ଅଛନ୍ତି। ତେବେ ତାଙ୍କ ଗିରଫଦାରୀ ପରେ ଆମ୍‌ ଆଦ୍‌ମୀ ପାର୍ଟିରେ ହଲଚଳ ବଢ଼ି ଯାଇଛି। ଏହାରି ଭିତରେ ମଙ୍ଗଳବାର ମନ୍ତ୍ରୀଙ୍କ ସମେତ ଦଳର ବିଧାୟକମାନେ କେଜ୍ରିଓ୍ୱାଲଙ୍କ…

ପଞ୍ଚଭୂତରେ ଲୀନ ହେଲେ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ

ପୁରୀ: ପଞ୍ଚଭୂତରେ ଲୀନ ହେଲେ ଓଡିଶାର ବରିଷ୍ଠ ଭକ୍ତି ସଂଗୀତ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟ। ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହୋଇଛି। ବଡ଼ ପୁଅ ଅଭିନାଶ ଛୋଟରାୟ ମୁଖାଗ୍ନି ପ୍ରଦାନ କରିଛନ୍ତି କଣ୍ଠ ଶିଳ୍ପୀ ଶାନ୍ତିଲତାଙ୍କୁ। ଦୀର୍ଘ ଦିନ…

ଅରୁଣାଚଳର ୩୦ଟି ସ୍ଥାନର ନାଁ ବଦଲାଇଲା ଚୀନ୍‌, କଡ଼ା ଜବାବ ଦେଲା ଭାରତ

ଅରୁଣାଚଳରେ ଧସେଇ ପଶିଛି ଚୀନ୍‌। ଅରୁଣାଚଳକୁ ନିଜର କରିବା ଲାଗି ଚଲାଇଛି ଷଡଯନ୍ତ୍ର। କଳେ ବଳେ କୌଶଳେ ଅରୁଣାଚଳ ପ୍ରଦେଶ ଉପରେ କବ୍‌ଜା କରିବା ପାଇଁ ଚୀନ୍‌ ନୂଆ ଯୋଜନା କରୁଛି। ଏବେ ଅରୁଣାଚଳ ପ୍ରଦେଶର ୩୦ ସ୍ଥାନର ନାଁ ବଦଳାଇ…

ଶିକ୍ଷା, କର୍ମନିଯୁକ୍ତି ଓ ସୂଚନା ପ୍ରଯୁକ୍ତି ବିଜ୍ଞାନର ହବ୍ ହେବ ଭୁବନେଶ୍ୱର: ବୈଜୟନ୍ତ ପଣ୍ଡା

ପୁରୀ: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ପୂର୍ବାହ୍ନରେ ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶୀର୍ବାଦ ନେଇଛନ୍ତି । ତାଙ୍କୁ ଦ୍ଵିତୀୟ ଥର ପାଇଁ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ରରୁ ପ୍ରାର୍ଥୀ କରାଯାଇଥିବାରୁ…

ହନ୍ତସନ୍ତ ଭିସ୍ତାରା ଯାତ୍ରୀ, କମ୍ପାନୀକୁ ଜବାବ ମାଗିଲା କେନ୍ଦ୍ର

ଭିସ୍ତାରାର ଶତାଧିକ ବିମାନ ବାତିଲ ଏବଂ ଉଡାଣ ବିଳମ୍ବକୁ ନେଇ କମ୍ପାନୀକୁ ଜବାବ ମାଗିଲା କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ (MoCA)। ମନ୍ତ୍ରଣାଳୟ ଏ ସମ୍ପର୍କରେ ବିସ୍ତୃତ ରିପୋର୍ଟ ଦେବାକୁ କମ୍ପାନୀକୁ ନିର୍ଦ୍ଦେଶ ଦେଇଛି। ଏକ ସରକାରୀ ବିବୃତ୍ତିରେ ମନ୍ତ୍ରଣାଳୟ କହିଛି ଯେ,…

ଓଡ଼ିଶାର ୮ ଅଧିକାରୀଙ୍କୁ ତୁରନ୍ତ ହଟାଇବାକୁ ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଓଡ଼ିଶାର ୮ ଅଧିକାରୀଙ୍କୁ ତୁରନ୍ତ ହଟାଇବାକୁ ଭାରତର ନିର୍ବାଚନ କମିସନ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ୨ ଜିଲ୍ଲାପାଳ, ୫ ଏସପି ଓ ଜଣେ ଆଇଜିଙ୍କୁ ତୁରନ୍ତ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। କଟକ ଜିଲ୍ଲାପାଳ ବିନିତ ଭରଦ୍ବାଜ, ଜଗତସିଂହପୁର ଜିଲ୍ଲାପାଳ ପାରୁଲ…

ବିନା ସର୍ତ୍ତରେ କ୍ଷମା ମାଗିଲେ ରାମଦେବ, ଗ୍ରହଣ କଲେନି ସୁପ୍ରିମକୋର୍ଟ

ସୁପ୍ରିମକୋର୍ଟରେ ବିନା ସର୍ତ୍ତରେ କ୍ଷମା ମାଗିଲେ ଯୋଗ ଗୁରୁ ବାବା ରାମଦେବ । ପତଞ୍ଜଳିର ବିଭ୍ରାନ୍ତିକରଣ ବିଜ୍ଞାପନ ପ୍ରକାଶନ ମାମଲାରେ ଆଜି ଯୋଗ ଗୁରୁ ବାବା ରାମଦେବ ଓ ଆଚାର୍ଯ୍ୟ ବାଳକୃଷ୍ଣ ସୁପ୍ରିମକୋର୍ଟରେ ହାଜର ହୋଇ ବିନା ସର୍ତ୍ତରେ କ୍ଷମା ମାଗିଛନ୍ତି।…